Latest Odisha News

BREAKING NEWS

Browsing Category

ଓଡିଶା

Odisha

ହାଇକୋର୍ଟଙ୍କ ନିର୍ଦ୍ଦେଶ: ନିଯୁକ୍ତି ପାଇବେ ୨୭୫୩ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ

କଟକ: ରାଜ୍ୟ ମହିଳା ସ୍ୱାସ୍ଥ୍ୟ କର୍ମୀଙ୍କ ପାଇଁ ଆସିଲା ଖୁସି ଖବର । ବଡ ନିଷ୍ପତ୍ତି ନେଇଛନ୍ତି ହାଇକୋର୍ଟ।୨୭୫୩ ବହୁମୁଖୀ ସ୍ୱାସ୍ଥ୍ୟ କର୍ମୀ (MPHW)ଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାକୁ ଅନୁମତି ଦେଇଛନ୍ତି ହାଇକୋର୍ଟ । ଏହା ସହ ସେମାନଙ୍କ ପୂର୍ବ ସ୍ଥଗିତାଦେଶକୁ ମଧ୍ୟ କୋହଳ କରିଛନ୍ତି ।…

ସଡ଼କ ଦୁର୍ଘଟଣା ହ୍ରାସ ନେଇ ପୋଲିସ ଡିଜିଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ରାଜ୍ୟରେ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମକୁ ପ୍ରଭାବୀ କରିବାକୁ ପୋଲିସ ମହାନିର୍ଦ୍ଦେଶକ ଓ୍ୱାଇବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି । କ୍ରମାଗତ ଭାବେ ବଢ଼ୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁସଂଖ୍ୟାକୁ ନେଇ ଡିଜିପି ଚିନ୍ତାବ୍ୟକ୍ତ କରିଥିଲେ । ସଚେତନତା…

ଭରତପୁର ଥାନା ମାମଲାରେ ତଦନ୍ତ ଶେଷ, ୨୮ଶୁଦ୍ଧା ଦିଆଯିବ ରିପୋର୍ଟ

ଭୁବନେଶ୍ବର: ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲା । ଭରତପୁର ଥାନା ମାମଲାରେ ତଦନ୍ତ କମିଶନଙ୍କ ତଦନ୍ତ ବୁଧବାର ଶେଷ ହୋଇଛି । ଆସନ୍ତା ୨୮ ତାରିଖ ସୁଦ୍ଧା ସରକାରଙ୍କୁ ରିପୋର୍ଟ ଦିଆଯିବ । ମିଳିଥିବା ସାକ୍ଷ୍ୟ ପ୍ରମାଣ ଆଧାରରେ ଏହି ରିପୋର୍ଟ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି…

ବିକଶିତ ଗାଁରେ ବିକଳାଙ୍ଗ ଯୋଜନା କରିଛି ବିଜେପି: ବିଜେଡ଼ି

ଭୁବନେଶ୍ବର: ଆଜି ବିକଶିତ ଗାଁ ବିକଶିତ ଓଡ଼ିଶା ଶୁଭାରମ୍ଭ କରିଛନ୍ତି ରାଜ୍ୟ ସରକାର। ଏହାକୁ ବିକଳାଙ୍ଗ ଯୋଜନା ବୋଲି କହିଛି ବିଜେଡ଼ି। ନବୀନ ସରକାର ସମୟରେ ଗାଁକୁ ମିଳୁଥିବା ଅନୁଦାନ, ଡବଲ ଇଞ୍ଜିନ ସରକାରରେ ହ୍ରାସ କରାଯାଇଥିବା ବିଜେଡି କହିଛି। ଅନୁଦାନ କମିଲେ ଗାଁର ବିକାଶ କିଭଳି ହେବ ବୋଲି…

ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ଷୋଡ଼ଶ ଅର୍ଥ କମିଶନ

ଭୁବନେଶ୍ୱର: ଓଡି଼ଶାକୁ ଚାରିଦିନିଆ ଗସ୍ତରେ ଆସିଥିବା ଷୋଡ଼ଶ ଅର୍ଥ କମିଶନ ଅଧ୍ୟକ୍ଷ ଡ଼ଃ ଅରବିନ୍ଦ ପାନାଗାରିଆ ଆଜି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପରେ କମିଶନର ସଦସ୍ୟମାନେ ପୁରୀ ରାଜଭବନରେ ସ୍ଥାନୀୟ ପୌର ପ୍ରଶାସନ ସହିତ ସହରର ଉନ୍ନତିକରଣ, ଭିତ୍ତିଭୂମି…

ଆଉ ନିସ୍ତାର ନାହିଁ, ଆଗାମୀ ୧୦ରୁ ଟ୍ବିନସିଟିରେ ଯୋର ଦାର ଚେକିଂ

ଭୁବନେଶ୍ୱର: ଏବେ ଅମାନିଆ ହେବେ ସାବାଡ । ଆଉ ଉଚ୍ଚ ଶବ୍ଦରେ ହର୍ଣ୍ଣ ବଜାଇପାରିବେନି କିମ୍ବା ଗାଡ଼ି କାଚରେ କଳାଜରି ମଧ୍ୟ ଲଗାଇପାରିବେ ନାହିଁ ନଚେତ୍ ନିଆଯିବ କଡ଼ା ଆକ୍ସନ । ଏନେଇ କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ଅନୁଯାୟୀ, କଟକ ଓ ଭୁବନେଶ୍ବରରେ ବ୍ୟାପକ ଚଢ଼ାଉ ହେବ…

ବାଙ୍କିରେ ବ୍ୟାପିଛି ଡାଇରିଆ; ମହାନଦୀ ପାଣି ଯୋଗୁଁ ଡାଇରିଆ ବ୍ୟାପୁଥିବା ଗ୍ରାମବାସୀଙ୍କ ଅଭିଯୋଗ

କଟକ: ବାଙ୍କୀ ଡମପଡ଼ା ବ୍ଲକ୍ ଅନ୍ତର୍ଗତ ହରିରାଜପୁର ଗ୍ରାମ ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି । ୪୨ ଜଣ ଆକ୍ରାନ୍ତ ନିକଟସ୍ଥ ବାଙ୍କୀ ଉପଖଣ୍ଡ ଡ଼ାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେବା ପରେ ଘରକୁ ଫେରିଛନ୍ତି। ଏବେ ବି ଦୁଇ ଜଣ ଚିକିତ୍ସିତ ହେଉଛନ୍ତି । ଏପଟେ ଗ୍ରାମ୍ୟ ଜଳ ଯୋଗାଣ…

ଆରମ୍ଭ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍, ନିରାପଦ ଓ ସୁଲଭ ମୂଲ୍ୟରେ ଯାତ୍ରା କରିବେ ଯାତ୍ରୀ

ଭୁବନେଶ୍ୱର: ସମସ୍ତେ ଚାହାନ୍ତି ଯାତ୍ରା ସୁରକ୍ଷିତ ହେଉ, ଯାତାୟତ ଭଡା ବି ସୁଲଭ ମୂଲ୍ୟରେ ହେଉ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଆରମ୍ଭ ହେଲା 'ଓଡିଶା ଯାତ୍ରୀ' ଆପ୍। ଯେଉଁଠାରେ ପ୍ରତ୍ୟେକ ଯାତ୍ରା ସୁରକ୍ଷିତ, ପ୍ରତ୍ୟେକ ଭଡ଼ା ନ୍ୟାୟପୂର୍ଣ୍ଣ ଏବଂ ପ୍ରତ୍ୟେକ ଡ୍ରାଇଭର ସଶକ୍ତ। ଯାତ୍ରୀଙ୍କ…

୭ରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ୍

ଭୁବନେଶ୍ୱର: ବାରବାଟୀ ଦିନିକିଆ ମ୍ୟାଚ ପାଇଁ ଦର୍ଶକଙ୍କ ମଧ୍ୟରେ କ୍ରେଜ ଦେଖିବାକୁ ମିଳିଛି। ଅନଲାଇନ ପରେ ଅଫଲାଇନରେ ମଧ୍ଯ ଟିକେଟ୍ ବିକ୍ରୀ ହୋଇଛି। ସୂଚନା ଅନୁଯାୟୀ, ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ୍ ଆସନ୍ତା ୯ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ୭ରେ ଭୁବନେଶ୍ୱରରେ ପହଞ୍ଚିବେ…

ଡ଼କାୟତି ଯୋଜନା ପଣ୍ଡ: ୫ ଗିରଫ, ବିଭିନ୍ନ ମାରଣାସ୍ତ୍ର ଜବତ

ଯାଜପୁର: ଡ଼କାୟତି ଯୋଜନା ପଣ୍ଡ କରିବା ସହ ୫ଜଣ ଡ଼କାୟତ ଗିରଫ। ଯାଜପୁର ଏସପିଙ୍କ ନିର୍ଦ୍ଦେଶକ୍ରମେ ବାଲିଚନ୍ଦ୍ରପୁର ଓ ବଡ଼ଚଣା ପୋଲିସ ମିଳିତ ଭାବେ ଏହି ଡ଼କାୟତି ଗ୍ୟାଙ୍ଗକୁ ଠାବ କରିବାରେ ସଫଳ ହୋଇଛି। ଏଥିସହ ସେମାନଙ୍କ ନିକଟରୁ ଏକ ବୋଲେରୋ, ୨ଟି ପିକ ଅପ ଭ୍ୟାନ, ଗୋଟିଏ ଟାଟା ଏସିଇ ଗାଡି…