Latest Odisha News

BREAKING NEWS

Browsing Category

ଓଡିଶା

Odisha

୧.୭୭ ଲକ୍ଷ ଭୂତ ଖାଉଛନ୍ତି ରାସନ

ଭୁବନେଶ୍ବର: ପୂର୍ବ ସରକାରରେ ଭୂତ ପାଉଥିଲେ ରାସନ । ମୃତ୍ୟୁ ପରେ ବି ହିତାଧିକାରୀଙ୍କ ନାଁରେ ଦିଆହୋଇଆସୁଛି ରାସନ । ଜଣେ କି ଦୁଇ ଜଣ ମୃତ ହିତାଧିକାରୀ ନୁହେଁ ମୋଟ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ରାସନ ପାଉଛନ୍ତି । ଇ-କେୱାଇସି ପ୍ରକ୍ରିୟାରୁ ମୃତ ହିତାଧିକାରୀଙ୍କ ବାବଦରେ…

ବିଦ୍ୟୁତ୍ ତାର ବିଛାଇଲେ, ସିଧା ଘରୁ କଟାଯିବ ବିଦ୍ୟୁତ୍ ସଂଯୋଗ

ଭୁବନେଶ୍ବର: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ହାତୀ, ବାରାହା ଏବଂ ଅନ୍ୟ ଜୀବଜନ୍ତୁଙ୍କ ମୃତ୍ୟୁ ଲଗାତାର ବଢିଚାଲିଥିବା ବେଳେ ଆଜି ଗୃହରେଏହାକୁ ନେଇ ବର୍ଷିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଂ ଦେଓ । ଶୀତକାଳୀନ ଅଧିବେଶନର ଦ୍ବିତୀୟ ଦିନରେ, ବିଦ୍ୟୁତ୍ ତାର ଲାଗି ବାର୍‌ହା…

କାକଟପୁରର ମା’ ମଙ୍ଗଳା ଓ ମୟୂରଭଞ୍ଜର କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାରଙ୍କ ବଡ ନିଷ୍ପତ୍ତି

ଭୁବନେଶ୍ବର: ପୁରୀ ଜିଲ୍ଲା କାକଟପୁର ସ୍ଥିତ ମା’ ମଙ୍ଗଳା ମନ୍ଦିର ଏବଂ ମୟୂରଭଞ୍ଜ ଜିଲ୍ଲା ଖିଚିଂରେ ଥିବା ମା’ କୀଚକେଶ୍ବରୀ ମନ୍ଦିରକୁ ନେଇ ରାଜ୍ୟ ସରକାର ବଡ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ ‘ତୀର୍ଥଯାତ୍ରା କାୟାକଳ୍ପ ଏବଂ ଆଧ୍ୟାତ୍ମିକ ସମ୍ବର୍ଦ୍ଧନ ଅଭିଯାନ’ (ପ୍ରସାଦ)…

ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଆଶ୍ୱସ୍ତି ଖବର ଆଣିଲେ ଉପମୁଖ୍ୟମନ୍ତ୍ରୀ । କହିଲେ, ରାଜ୍ୟର ୫୮ ଟି ସବଡିଭିଜନରେ ହେବ ଶୀତଳ ଭଣ୍ଡାର। ରାଜ୍ୟର ୫୮ଟି ସବଡିଭିଜନ୍‌ରେ ଶୀତଳଭଣ୍ଡାର ପ୍ରତିଷ୍ଠା ପାଇଁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ବିଧାନସଭା ପ୍ରଶ୍ନକାଳରେ କୃଷି ମନ୍ତ୍ରୀ କେ.ଭି ସିଂହଦେଓ ଏଭଳି…

କାର୍ଯ୍ୟରେ ଯୋଗ ଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା

ଭୁବନେଶ୍ବର: ଶେଷରେ କାର୍ଯ୍ୟରେ ଯୋଗ ଦେଲେ ଆଇଏଏସ୍ ସୁଜାତା କାର୍ତ୍ତିକେୟନ ରାଉତ । ୬ ମାସରୁ ଛୁଟିରେ ଫେରିବା ପରେ ଆଜି କାର୍ଯ୍ୟରେ ଯୋଗ ଦେଇଛନ୍ତି । ଗତକାଲି ସୁଜାତାଙ୍କ ସାନି ଛୁଟି ଖାରଜ ହେବା ପରେ ଆଜି କାର୍ଯ୍ୟରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି । ତେବେ ବିଜେଡିର ନିର୍ବାଚନୀ…

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ

କେନ୍ଦୁଝର: ଜୁନିଅର୍ ଖଣି ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ। ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ରେଡ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚାଲିଛି ରେଡ୍। ଭୁବନେଶ୍ୱର, କେନ୍ଦୁଝର, ଯାଜପୁର ସମେତ ୭ଟି ସ୍ଥାନରେ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ମାର୍ଗଶୀର କୃଷ୍ଣ ଦ୍ଵାଦଶୀ ତଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଏହି ଗୁପ୍ତନୀତି…

ସରିଲା ଶୀତକାଳୀନ ହାତୀ ଗଣନା, ସନ୍ଧ୍ୟାରେ ଆସିବ ରିପୋର୍ଟ

ଭୁବନେଶ୍ବର: ରାଜ୍ୟରେ କେତେ ହାତୀ ଅଛନ୍ତି ଏହାକୁ ନେଇ ଶୀତକାଳୀନ ହାତୀ ଗଣନା ଶେଷ ହୋଇଛି । ରାଜ୍ୟର ୪୮ଟି ବନଖଣ୍ଡରେ ହାତୀ ଗଣନା ଚାଲିଥିଲା । ଚଳିତ ବର୍ଷ ପ୍ରଥମଥର ପାଇଁ ଡ୍ରୋନ ସାହାଯ୍ୟରେ ହାତୀ ଗଣନା କରାଯାଇଛି । ଆଜି ସନ୍ଧ୍ୟା ସୁଦ୍ଧା ହାତୀ ଗଣନାର ବିସ୍ତୃତ ରିପୋର୍ଟ ପ୍ରକାଶ ପାଇବ ।…

ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ଦ୍ବିତୀୟ ଦିନ; କିଭଳି ଚାଲିବ ଗୃହ ତା’ଉପରେ ନଜର

ଭୁବନେଶ୍ବର: ଆଜି ବିଧାନସଭା ଶୀତ ଅଧିବେଶନର ଦ୍ବିତୀୟ ଦିନ । ସ୍ବାଭାବିକ ହେବ ନା ସରଗରମ ରହିବ ଗୃହ ତା ଉପରେ ରହିଛି ସମସ୍ତଙ୍କ ନଜର । ପ୍ରଥମ ଦିନରେ ଆମ୍ବଟାକୁଆ ମୃତ୍ୟୁ ପ୍ରସଙ୍ଗରେ ବିଧାନସଭାରେ ହଙ୍ଗାମା କରିଥିଲେ କଂଗ୍ରେସ ବିଧାୟକ । ଘଟଣାରେ ବିଚାର ବିଭାଗୟୀ ତଦନ୍ତ ଦାବି କରିଛନ୍ତି ।…