Latest Odisha News

BREAKING NEWS

Browsing Category

ଓଡିଶା

Odisha

ନୃଶଂସ ପୁଅର ଉନ୍ମତ୍ତକାଣ୍ଡ, ମା’କୁ ପିଟିପିଟି କଲା ହତ୍ୟା

ଅନୁଗୁଳ: ଅନୁଗୁଳରେ ଅଭାବନୀୟ ଘଟଣା । ବୃଦ୍ଧା ମାଆକୁ ପିଟିପିଟି ହତ୍ୟା କଲା ନୃଶଂସ ପୁଅ । ଟାଉନ ଥାନା ସୁସୁଡ଼ା ଗାଁରେ ମଦ୍ୟପ ପୁଅର ଉନ୍ମତ୍ତକାଣ୍ଡ । ମାଆ ସହ ବଚସା ପରେ ଠେଙ୍ଗାରେ ପିଟିପିଟି ହତ୍ୟା କଲା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଅଭିଯୁକ୍ତ ପୁଅକୁ ଅଟକ ରଖି ପଚରାଉଚରା…

ସରିଲା ବାଲିଯାତ୍ରା, ଅସମ୍ଭାଳ ଭିଡକୁ ୨୫୦ କୋଟି ଟପିଲା ଏଥର ବେପାର

କଟକ: ସରିଛି ଐତିହାସିକ କଟକ ବାଲିଯାତ୍ରା । ଶନିବାର ଏସିଆର ସର୍ବବୃହତ୍‌ ମୁକ୍ତାକାଶ ବାଣିଜ୍ୟ ମେଳା କଟକ ବାଲିଯାତ୍ରା ଶେଷ ହୋଇଥିବା ବେଳେ, ଶେଷ ଦିନରେ ଛାତି ପିଟାପିଟି ଭିଡ ଦେଖିବାକୁ ମିଳିଥିଲା । ପାଖାପାଖି ୧୩ ଲକ୍ଷରୁ ଅଧିକ ଜନ ସମାଗମ ହୋଇଥିବା ବେଳେ ପୋଲିସଙ୍କ ନିୟନ୍ତ୍ରଣ ବାହାରେ…

ମଝି ରାସ୍ତାରେ ଓଲଟିଲା ପିକ୍‌ଅପ୍, ବୋହି ନେଲେ କୁକୁଡ଼ା

କେନ୍ଦୁଝର: ମଝି ରାସ୍ତାରେ ଓଲଟିଲା କୁକୁଡ଼ା ବୋଝେଇ ପିକ୍‌ଅପ୍। ଏନ୍ଏଚ୍ ୪୯ ଚିଲ୍‌ଦା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍। ଦୁର୍ଘଟଣା ପରେ କୁକୁଡ଼ା ବୋହି ନେଲେ ଲୋକେ। ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ଆଜି ଭୋରରୁ…

ଆଇଏଏସ ସ୍ତରରେ ଅଦଳବଦଳ: ଚିତ୍ରାଙ୍କୁ ଶ୍ରମ ଓ ଇଏସଆଇ, ସୁଧାଂଶୁ ଓଡ଼ଶା ଖଣି ନିଗମ ଏମଡି

ଭୁବନେଶ୍ୱର: ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ESI ବିଭାଗର ପ୍ରମୁଖ ସଚିବ ନିଯୁକ୍ତ ହୋଇଛନ୍ତି। ଯାମିନୀ ଷଡ଼ଙ୍ଗୀ ହେଲେ ସିଟି ଜିଏସ୍ଟି କମିଶନର। ସେ ବିଜ୍ଞାନ ଓ କାରିଗରି କୌଶଳ ବିଭାଗର ପ୍ରମୁଖ ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ମୋଟ…

୧୭ତମ ‘ଟାଇମପାସ୍‍’ ବୁକର ପୁରସ୍କାର ପାଇବେ ସୁଜିତ୍‍: ବିକାଶଙ୍କୁ ବହିବନ୍ଧୁ ସମ୍ମାନ

ଭୁବନେଶ୍ୱର: ଓଡ଼ିଶାର ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା ‘ଟାଇମପାସ୍‍’ ପକ୍ଷରୁ ଯୁବକଥାକାରମାନଙ୍କୁ ଉତ୍ସାହିତ କରିବା ପାଇଁ ୧୭ ବର୍ଷ ଧରି ପ୍ରଦାନ କରାଯାଇଆସୁଥିବା ‘ଟାଇମପାସ୍‍ ବୁକର ପୁରସ୍କାର’ ଚଳିତବର୍ଷ ଯୁବକଥାକାର ସୁଜିତ କୁମାର ପଣ୍ଡାଙ୍କୁ ତାଙ୍କ ଗଳ୍ପ ପାଣ୍ଡୁଲିପି ‘ଝଣ୍ଟା ଲହରେ…

କଟକ ବାଲିଯାତ୍ରାରେ ପୁଣି ଅଘଟଣ: ଷଣ୍ଢ ଆକ୍ରମଣରେ ୨ ଯୁବତୀ ଆହତ

କଟକ  :  ପୁଣି ଐତିହାସିକ କଟକ ବାଲିଯାତ୍ରାରେ ଅଘଟଣ। କଟକ ବାଲିଯାତ୍ରା ତଳ ପଡ଼ିଆରେ ଅଘଟଣ ହୋଇଛି। ଷଣ୍ଢ ଆକ୍ରମଣରେ ଦୁଇ ଯୁବତୀ ଆହତ। ଭାରତ ମସଲା ଷ୍ଟଲ୍ ନିକଟରେ ଷଣ୍ଢ ଲଢେଇ ଚାଲିଥିବାବେଳେ ହଠାତ୍ ସେଠାରେ ଉପସ୍ଥିତ ଥିବା ଯୁବତୀ ମାନଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଆହତ ମାନେ ହେଲେ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ

ପୁରୀ : ହସ୍ତଗତ ହୋଇଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍‌ ସର୍ଭେ ରିପୋର୍ଟ। ଶ୍ରୀମନ୍ଦିର ପ୍ରଶାସନକୁ ଏହି ରିପୋର୍ଟ ହସ୍ତଗତ ହୋଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ। ଏଏସଆଇ ପକ୍ଷରୁ ଏହି କାର୍ଯ୍ୟ ପାଇଁ ହାଇଦ୍ରାବାଦ ସ୍ଥିତ ଏନଜିଆରଆଇ…

ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନ ସଂଶୋଧନକୁ ମିଳିଲା ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ

ଭୁବନେଶ୍ବର : ସଂଶୋଧନ ହୋଇଛି ଓଡ଼ିଶା ଶିଳ୍ପ ନୀତି-୨୦୧୫। ଦୁଇଟି ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି। ଏହାସହିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି । ରାଜ୍ୟ ପ୍ରମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ…

ଖୁବ ଶୀଘ୍ର କୁଳପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ: ମନ୍ତ୍ରୀ

ଭୁବନେଶ୍ବର: ତିନୋଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ବୃଦ୍ଧି ପ୍ରସଙ୍ଗ ଖୁବ ଶୀଘ୍ର କୁଳପତି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ । ଏହା ସାମୟିକ ଭାବେ ବୃଦ୍ଧି କରାଯାଇଛି ବୋଲି ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ସେ ଆହୁରି କହିଛନ୍ତି ଯେ, ୨୦୨୦…

ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା; ଗିରଫ ସଂଖ୍ୟା ୧୯କୁ ବୃଦ୍ଧି

ଯାଜପୁର: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଏବଂ ବିରଜା ହାଟ ଗଣ୍ଡଗୋଳ ଘଟଣା । ଦୁଇଟି ଥାନାରେ ମୋଟ ୧୬ଟି ମାମଲା ରୁଜୁ ହୋଇଛି । ଏଥିରେ ଗିରଫ ସଂଖ୍ୟା ୧୯କୁ ବୃଦ୍ଧି ହୋଇଛି । ସୂଚନା ମୁତାବକ, ଗତ ଦୁଇ ଦିନରେ ସଦର ଥାନା ୧୪ଜଣ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା…