Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଆ ବିରଜାଙ୍କ ନାଁରେ ବଡ଼ ଲଢେଇ !

ଯାଜପୁର: ବିଜେଡି ହେଭିଓ୍ବେଟ୍ ପ୍ରଣବ ପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସଙ୍କ ଗିରଫଦାରୀକୁ ନେଇ ବଢୁଛି ରାଜନୀତି । ମିଛ ଅଭିଯୋଗରେ ଭବପ୍ରସାଦଙ୍କୁ ଗିରଫ କରାଯାଇଥିବା ବିଜେଡି କହିଛି । ଜାମିନ ପାଇଁ ଆବେଦନ କରାଯାଇନଥିବା ବେଳେ ତାଙ୍କୁ ଜେଲ୍ ପଠାଯାଇଛି । ହାଟର ଜଣେ ବ୍ୟବସାୟୀଙ୍କୁ ଧମକ…

ବୌଦ୍ଧରେ ୨ଟି ମାଓବାଦୀ ଶିବିରରୁ ବହୁ ପରିମାଣର ମାଓ ସାମଗ୍ରୀ ଜବତ

ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ସଫଳତା । ଜିଲ୍ଲାର ମନମୁଣ୍ଡା ଥାନା ଅନ୍ତର୍ଗତ ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରେ ୨ଟି ମାଓବାଦୀ ଶିବିର ଠାବ ହୋଇଛି । କନକା ଏବଂ କୁଆକୁମୁଡ଼ା ଅଞ୍ଚଳରୁ ଏହି ଶିବିର ଠାବ କରିଛନ୍ତି ଡିଭିଏଫ ଏବଂ ଏସଓଜି ଯବାନ । ଉକ୍ତ ଅଞ୍ଚଳରେ ମାଓବାଦୀଙ୍କ…

ଧାନ କିଣା ନେଇ ମିଲର ମାନଙ୍କକୁ କଡ଼ା ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ଧାନ କିଣା ପ୍ରସଙ୍ଗ ନେଇ ମିଲର ମାନଙ୍କୁ କଡା ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । କୃଷ୍ଣ ପାତ୍ର କହିଛନ୍ତି ଯେ, ସିଧାସଳଖ ମିଲର ମାନେ କୃଷକଙ୍କ ନିକଟରୁ ଧାନ କିଣି ପାରିବେ ନାହିଁ । କେବଳ ସରକାରଙ୍କ ଦ୍ଵାରା ସ୍ଥିରୀକୃତ ମଣ୍ଡି ରୁ ଧାର୍ଯ୍ୟ ଦରରେ ଧାନ…

ବିଲ୍ଡର ସଂସ୍ଥା ‘ଜେଡ୍’ ଉପରେ ଇଡି ରେଡ୍

ଭୁବନେଶ୍ଵର: ବିଲ୍ଡର ସଂସ୍ଥା ‘ଜେଡ୍’ ଉପରେ ଇଡି ରେଡ୍ । ୧୧ଟି ସ୍ଥାନରେ ଯାଞ୍ଚ କରୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବେଆଇନ ବୈଦେଶିକ ମୁଦ୍ରା ବିନିମୟ ଅଭିଯୋଗରେ ଚାଲିଛି ରେଡ୍ । ‘ଜେଡ୍‌’ ନିର୍ଦ୍ଦେଶକଙ୍କ ଘର ଓ ଅଫିସ୍‌ରେ ଚାଲିଛି ରେଡ୍‌ । ସେପଟେ ଇଡି ରେଡ୍‌ ସମ୍ପର୍କରେ…

କାଲି ଆସିବ ସୁଭଦ୍ରା ଟଙ୍କା, ବାଦ୍ ପଡିଥିବା ମହିଳାଙ୍କୁ ଡିସେମ୍ବରରେ ମିଳିବ

ଭୁବନେଶ୍ଵର: ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା । ଆସନ୍ତା କାଲି ମିଳିବ ସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାରୁ ବାଦ ପଡିଥିବା ୨.୬୭ ହିତଧିକାରୀଙ୍କର ଯାଞ୍ଚ ଶେଷ ହୋଇଛି । ତେବେ ଯାଞ୍ଚ ପରେ ୨୨ ପ୍ରତିଶତ ଆବଦନକାରୀଙ୍କୁ କାଲି ସୁଭଦ୍ରା ଟଙ୍କା ମିଳିବ । ଏନେଇ…

ଜେଲ୍‌ ଗଲେ ବବିଙ୍କ ଭାଇ ଭବ ପ୍ରସାଦ ଦାଶ

ଯାଜପୁର: ଜେଲ୍‌ ଗଲେ ବିଜେଡି ନେତା ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମ୍ପର୍କୀୟ ଭାଇ ଭବ ପ୍ରସାଦ ଦାସ । ଏସ୍‌ଡିଜେଏମ୍‌ଙ୍କ ପାଖରେ ହାଜର ପରେ ଜେଲ୍‌ ଗଲେ ଭବ ପ୍ରସାଦ ଦାଶ । ଗିରଫ ପରେ ଏସ୍‌ଡିଜେଏମ୍‌ଙ୍କ ପାଖରେ ହାଜର କରିଥିଲା ପୋଲିସ । ଯାଜପୁର ବିରଜା ହାଟରେ ଜଣେ…

ପ୍ଲାଷ୍ଟିକ୍‌ ସ୍କ୍ରାପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ଝାରସୁଗୁଡା: ପ୍ଲାଷ୍ଟିକ୍‌ ସ୍କ୍ରାପ୍‌ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ। ଝାରସୁଗୁଡ଼ା ବେହେରାପାଲି ରିୟାନ ପଲିଟେକ୍ନିକ୍ ଇଣ୍ଡଷ୍ଟ୍ରିଜର ପ୍ଲାଷ୍ଟିକ୍ ସ୍କ୍ରାପ୍‌ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ନିଆଁରେ ଗୋଦାମରେ ଥିବା ଜନିଷ ପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି…

ସରକାରୀ କର୍ମଚାରୀଙ୍କ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ୍ ସୁନିଶ୍ଚିତ ହେବ

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କୁ ଅବସର ଦିନ ପୂର୍ଣ୍ଣାଙ୍ଗ ପେନସନ ସୁନିଶ୍ଚିତ ହେବ । ଏନେଇ ସବୁ ବିଭାଗକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା । ପେନସନ ମଞ୍ଜୁର କରୁଥିବା ଅଧିକାରୀଙ୍କୁ ମଧ୍ୟ ଏନେଇ ଅବଗତ କରାଯାଇଛି । ସୂଚନା ଅନୁସାରେ, ଅବସର ଦିନ ହିଁ…

ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ

ଯାଜପୁର: ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ ଅଟକ । ବିଳମ୍ବିତ ରାତିରେ ଭବ ପ୍ରସାଦ ଦାସଙ୍କୁ ଅଟକ ରଖିଛି ଯାଜପୁର ଟାଉନ ଥାନା ପୋଲିସ । ବିରଜା ହାଟ ବ୍ୟବସାୟୀଙ୍କୁ ଧମକ ଦେବା ନେଇ ଗତକାଲି ଥାନାରେ ଅଭିଯୋଗ କରିଥିଲେ ଜଣେ ବ୍ୟବସାୟୀ । ସୂଚନାଯୋଗ୍ୟ, ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣା ଓ…

୧୨୦ କୁଇଣ୍ଟାଲ ଗଞ୍ଜେଇ ଜବତ କଲା ରେଳବାଇ ପୋଲିସ, ୧୬ ଅଭିଯୁକ୍ତ ଗିରଫ

କୋରାପୁଟ: ଅବିଭକ୍ତ କୋରାପୁଟ ଜିଲ୍ଲା ପାଲଟିଛି ଗଞ୍ଜେଇ ଚାଷ ଓ ଚାଳାଣକାରୀଙ୍କ ହବ୍। ବିଭିନ୍ନ ପଦ୍ଧତିରେ ଜାରି ରହିଛି ଚାଲାଣ । ସଡ଼କ ପଥରେ ବିଭିନ୍ନ ବସ୍‌, ଭ୍ୟାନ୍‌, ଟ୍ରକ୍‌ ଓ ବାଇକରେ ଚାଳାଣ ବେଳେ ଧରା ପଡ଼ୁଥିବାରୁ ନୂଆ ଉପାୟ ପ୍ରୟୋଗ କରୁଛନ୍ତି ମାଫିଆ। ସଡ଼କ ପଥ ଛାଡ଼ି ଏବେ ରେଳରେ…