Latest Odisha News

BREAKING NEWS

Browsing Category

ଓଡିଶା

Odisha

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣା: ଆଉ ୪ ଜଣ ଅଭିଯୁକ୍ତ ଗିରଫ

ଯାଜପୁର : ଯାଜପୁର ସଦର ଥାନା ବୁଢ଼ାଘାଟ ନିକଟରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ଆଜି ଆଉ ୪ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି।  ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଯାଜପୁର ପୋଲିସ । ଆଜିର ଗିରଫ ପରେ,  ଗିରଫଙ୍କ ସଂଖ୍ୟା ୧୪ରେ ପହଞ୍ଚିଥିବା ଜାଣିବାକୁ ମିଳିଛି।…

ବେଆଇନ ହର୍ଣ୍ଣ ବିରୋଧରେ ଏସଟିଏର କଡ଼ା ଚେକିଂ, ଶତାଧିକ ଅମାନିଆଙ୍କ କଟିଲା ଚାଲାଣ

କଟକ/ଭୁବନେଶ୍ୱର: ଅମାନିଆ ଗାଡି ଚାଳକଙ୍କୁ ସାବାଡ କରିଛି ପରିବହନ ବିଭାଗ। ବେଆଇନ ହର୍ଣ୍ଣ ବିରୋଧରେ ରାଜ୍ୟବ୍ୟାପୀ ଏନଫୋର୍ସମେଣ୍ଟକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପରିବହନ ଆୟୁକ୍ତ ଅମିତାଭ ଠାକୁର । ମୋଟର ଯାନରେ ବିକଟାଳ ଶବ୍ଦଯୁକ୍ତ ପ୍ରେସର ହର୍ଣ୍ଣ ଓ ମଲ୍ଟିଟୋନ୍ ହର୍ଣ୍ଣ…

ଏଥର ବରଗଡ଼ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଦେଖିବ ନୂଆ କଂସ

ବରଗଡ଼: ବଦଳିବେ ବରଗଡ଼ ଧନୁଯାତ୍ରା କଂସ। ପୂର୍ବରୁ କାଂଶ ଭୂମିକାରେ ଅଭିନୟ କରୁଥିବା ବ୍ୟାକତିବକ ବଦଳରେ ଅଭିନୟ କରିବେ ଆଉ ଜଣେ। ଏନେଇ ବରଗଡ଼ ଧନୁଯାତ୍ରା ପାଇଁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ବସିଥିଲା ପ୍ରସ୍ତୁତି ବୈଠକ। କଂସ ଭୂମିକାରେ ଅଭିନୟ କରୁଥିବା ହୃଷିକେଷ ଭୋଇ। ଏଥର ଧନୁଯାତ୍ରାରେ…

ନାବାଳିକା ଦୁଷ୍କର୍ମ ମାମଲା; ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ

କେନ୍ଦୁଝର: ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କଲେ କେନ୍ଦୁଝରର ଫାଷ୍ଟଟ୍ରାକ କୋର୍ଟ । ଅଭିଯୁକ୍ତ ଜଣକ ହେଲେ ସଦର ଥାନା କସିରା ଗ୍ରାମର ବିଦେଶିଆ ପ୍ରଧାନ(୨୨) । ବିଦେଶିଆଙ୍କୁ ଫାଷ୍ଟଟ୍ରାକ କୋର୍ଟ କେନ୍ଦୁଝରର ବିଚାରପତି ବିଜୟ କୁମାର ମିଶ୍ର…

‘ବିଶ୍ୱରେ ଓଡ଼ିଶାର ହସ୍ତକଳା ଓ ହସ୍ତତନ୍ତ ସାମଗ୍ରୀର ବିଶେଷ ପରିଚୟ ରହିଛି’: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଚାଲିଥିବା ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା (ଆଇଆଇଟିଏଫ) ମଞ୍ଚରେ ‘ଓଡ଼ିଶା ରାଜ୍ୟ ଦିବସ ସମାରୋହ’ ଆୟୋଜିତ ହୋଇଯାଇଛି । ଶୁକ୍ରବାର ହୋଇଥିବା ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି…

ଦକ୍ୟାଚ ଓଡିଶା: ଭଞ୍ଜ କଳା ମଣ୍ଡପରେ ଆୟୋଜିତ ହେବ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ ‘ଦଶରୂପକମ୍’

ଭୁବନେଶ୍ବର: ଦକ୍ୟାଚ ଓଡିଶା ଦ୍ବାରା ଓଡିଶାରେ ପ୍ରଥମ ଥର ପାଇଁ ତ୍ରିଦିବସୀୟ ସଂସ୍କୃତ ନାଟ୍ୟ ମହୋତ୍ସବ 'ଦଶରୂପକମ୍' ଆୟୋଜିତ ହେବାକୁ ଯାଉଛି । ଓଡିଶା ଇତିହାସରେ ସଂସ୍କୃତର ପ୍ରଚାର ପ୍ରସାର ପାଇଁ ଦକ୍ୟାଚ, ଓଡିଶାର ନାଟ୍ୟ ଏବଂ ଆଲୋଚନା ଚକ୍ର ଦ୍ବାରା ନୂଆ ପ୍ରୟାସ । ଏହି ତିନି ଦିନରେ…

ଦ୍ୱିଶତକ ସତ୍ୱେ ସେହ୍ୱାଗ ପୁଅ ଆର୍ଯ୍ୟବୀରଙ୍କୁ ଦେବେନି ସ୍ୱତନ୍ତ୍ର ଉପହାର

ନୂଆଦିଲ୍ଲୀ: ଭାରତୀୟ କ୍ରିିକେଟ ଟିମର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ୱାଗଙ୍କ ପୁଅ ଆର୍ଯ୍ୟବୀର ଏବେ ଚର୍ଚ୍ଚାରେ ରହିଛନ୍ତି । ଶୁକ୍ରବାର କୁଚ ବିହାର ଟ୍ରଫି କ୍ରିକେଟରେ ଦିଲ୍ଲୀ ପକ୍ଷରୁ ଖେଳୁଥିବା ଆର୍ଯ୍ୟବୀର ମେଘାଳୟ ବିପକ୍ଷରେ ୨୯୭ ରନର ଚମକପ୍ରଦ ଇନିଂସ ଖେଳିଥିଲେ ।…

ଡାକୁ ମାଝୀ ହତ୍ୟା ମାମଲା: ମାଓ ନେତା ସବ୍ୟସାଚୀ ପଣ୍ଡା ନିର୍ଦ୍ଦୋଷ ପ୍ରମାଣିତ

ରାୟଗଡ଼ା: ଦୁଇଟି ଅପରାଧିକ ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ମାଓ ନେତା ସବ୍ୟସାଚୀ ପଣ୍ଡା । ଆଜି କଡା ସୁରକ୍ଷା ମଧ୍ୟରେ ମାଓନେତା ସବ୍ୟସାଚୀ ପଣ୍ଡାଙ୍କୁ ରାୟଗଡ଼ା ଜିଲ୍ଲା ଗୁଣୁପୁର ଏଡିଜେ କୋର୍ଟରେ ହାଜର କରାଯାଇଥିଲା । ସେଠାରେ ବିଚାର କରି ଦୁଇଟି ଅପରାଧିକ ମାମଲାରେ ନିର୍ଦ୍ଦୋଷରେ ଖଲାସ…

ଓଡିଶାର କଶିକା ମିଶ୍ର ଜିତିଲେ ଆଇଜିୟୁ ଟାଇଟଲ

ଭୁବନେଶ୍ୱର: ଓଡିଶାର ଉଦୀୟମାନ ଗଲ୍ଫ ଖେଳାଳି କଶିକା ମିଶ୍ର ଇତିହାସ ରଚିଛନ୍ତି । ସେ ପ୍ରଥମ ଓଡିଆ ଭାବେ ଇଣ୍ଡିଆନ ଗଲ୍ଫ ୟୁନିୟନ ଚାମ୍ପିୟନଶିପରେ ଟାଇଟଲ ହାସଲ କରିଛନ୍ତି । ନଭେମ୍ବର ୧୮ରୁ ୨୧ ପର୍ଯ୍ୟନ୍ତ ଏହା ଜେପି ଗ୍ରୀନରେ ଖେଳାଯାଇଥିଲା । ୧୫ରୁ ୧୮ ବର୍ଷ କାଟାଗୋରୀ ଏବଂ ସିନିୟର ଆମେଚର…

ପ୍ରକାଶ ପାଇଲା ଓଟିଇଟି ରେଜଲ୍ଟ, ଜାଣନ୍ତୁ କିପରି ଜାଣିବେ ଫଳାଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଓଟିଇଟି ୨୦୨୪ର ରେଜଲ୍ଟ । ପରୀକ୍ଷାର୍ଥୀମାନେ ତାଙ୍କର ରେଜଲ୍ଟ ଜାଣିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ (http://www.bseodisha.ac.in/) ରେ ଲଗ୍‌ ଇନ୍‌ କରି ରେଜଲ୍ଟ ଜାଣି ପାରିବେ । ଏଥିପାଇଁ ପରୀକ୍ଷାର୍ଥୀମାନେ ପ୍ରଥମେ…