Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରକାଶ ପାଇଲା ଓଟିଇଟି ରେଜଲ୍ଟ, ଜାଣନ୍ତୁ କିପରି ଜାଣିବେ ଫଳାଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଓଟିଇଟି ୨୦୨୪ର ରେଜଲ୍ଟ । ପରୀକ୍ଷାର୍ଥୀମାନେ ତାଙ୍କର ରେଜଲ୍ଟ ଜାଣିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶାର ଅଫିସିଆଲ ୱେବସାଇଟ (http://www.bseodisha.ac.in/) ରେ ଲଗ୍‌ ଇନ୍‌ କରି ରେଜଲ୍ଟ ଜାଣି ପାରିବେ । ଏଥିପାଇଁ ପରୀକ୍ଷାର୍ଥୀମାନେ ପ୍ରଥମେ…

ଘନ କୁହୁଡି ନେଇ ୩ ଜିଲ୍ଲାକୁ ଆଲର୍ଟ, ୫ ଦିନ ପରେ ଏହି ସବୁ ସ୍ଥାନରେ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଏବେ ଶୀତର ପ୍ରକୋପ ଧୀରେ ଧୀରେ ବଢିବାରେ ଲାଗିଛି । ଚାରିଆଡେ ସକାଳ ସମୟରେ ଘନ କୁହୁଡି ମଧ୍ୟ ଦେଖିବାକୁ ମିଳୁଛି । ଆଗାମୀ ୫ ଦିନ ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ହେଲେ ଆସନ୍ତା ୨୭ରେ ୪ଟି ଜିଲ୍ଲାରେ ବର୍ଷା ହେବାନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ…

ଆଦାନୀ ଝଡ଼: କାହିଁକି ଚୁପ୍ ସବୁ ଦଳ?

ଭୁବନେଶ୍ବର: ଗୌତମ ଆଦାନୀ ଦେଉଥିଲେ ଲାଞ୍ଚ ! ଆମେରିକାର ସାଂଘାତିକ ଅଭିଯୋଗକୁ ନେଇ ଶିଳ୍ପଠୁ ରାଜନୀତି ଜଗତରେ ହଟଚମଟ। ଦେଶରେ ସୌର ଶକ୍ତି ଚୁକ୍ତି ହାସଲ କରିବାକୁ ସରକାରୀ ଅଧିକାରୀଙ୍କୁ ୨୧ଶହ କୋଟି ଟଙ୍କାର ଲାଞ୍ଚ ଦେଇଥିବା ଅଭିଯୋଗ ହୋଇଛି। ଓଡିଶାରେ ମଧ୍ୟ ସୌରଶକ୍ତି ଯୋଗାଣ ଲାଗି ଶିଳ୍ପପତି…

ଧମକ ଦେବା ଅଭିଯୋଗରେ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା

ଯାଜପୁର: ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା l ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଯାଜପୁର ଥାନାରେ ଏତଲା ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି l ଭବ ପ୍ରକାଶ ଦାସଙ୍କ ନାଁରେ ଥାନାରେ ଏତଲା କରିଛନ୍ତି ଜଣେ ବ୍ୟବସାୟୀ l ଭବଙ୍କ ସହଯୋଗୀ ଧମକ ଦେବା ସହ ମାଡ଼…

ରୋଲରକୁ ଧକ୍କା ଦେଲା ବସ୍, ୧୦ରୁ ଉର୍ଦ୍ଧ୍ବ ଆହତ

ଭଦ୍ରକ: ଭଦ୍ରକ ଆନନ୍ଦପୁର ୫୩ ନମ୍ବର ରାଜ୍ୟ ରାଜପଥର ବରପଦା ପେଟ୍ରୋଲ ପମ୍ପ ନିକଟରେ ଲକ୍ଷ୍ମୀ ନାମକ ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ରାସ୍ତାରେ ଆସୁଥିବା ଏକ ମୋଟର ସାଇକେଲକୁ ରକ୍ଷା କରିବାକୁ ଯାଇ ଅପର ପାର୍ଶ୍ବରେ ଛିଡା ହୋଇଥିବା ଏକ ରୋଲରକୁ ଧକ୍କା ଦେଲା ବସ୍ । ଫଳରେ ବାଇକରେ…

ଯାଯାବର ଗଣହତ୍ୟା ମାମଲା, ୭ ଗିରଫ

ସୁନ୍ଦରଗଡ଼: ଯାଯାବର ଗଣହତ୍ୟା ମାମଲାରେ ୭ ଗିରଫ l କର୍ଣ୍ଣାଟକରୁ ୭ ଜଣଙ୍କୁ ଗିରଫ କରି ଓଡ଼ିଶା ଆଣିଲା ପୋଲିସ l ଅକ୍ଟୋବର ୨୯ ତାରିଖ ସଦର ଥାନା କରମଡିହ ନିକଟ ଗୀତାପଡ଼ାରେ ଶୋଇଥିବା ବେଳେ ୫ ଜଣଙ୍କୁ ନିର୍ମମ ହତ୍ୟା କରାଯାଇଥିଲା l ସୂଚନାଯୋଗ୍ୟ, ଗତ ଅକ୍ଟୋବର ୨୯ ତାରିଖରେ ସୁନ୍ଦରଗଡ ସଦର…

ମାଓ କ୍ୟାମ୍ପ ଠାବ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

ମାଲକାନଗିରି: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଗରିଆବନ୍ଧ ଅମାର ଜଙ୍ଗଲରେ ମାଓ କ୍ୟାମ୍ପ ଠାବ। ଉଭୟ ରାଜ୍ୟର ସୁରକ୍ଷାକର୍ମୀଙ୍କ ଦ୍ବାରା ଆରମ୍ଭ ହୋଇଛି ଜୋରଦାର କମ୍ବିଂ ଅପରେସନ । କମ୍ବିଂ ଅପରେସନ ଆରମ୍ଭ ହେବା ପରେ ଛତ୍ରଭଙ୍ଗ ଦେଇଛନ୍ତି ମାଓବାଦୀ l ଜଙ୍ଗଲ ମଧ୍ୟରୁ ଗୋଟିଏ ବନ୍ଧୁକ ସହ ଅନ୍ୟାନ୍ୟ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ ଧକ୍କାରେ ୩ ମୃତ

ଜୟପୁର: କୋରାପୁଟ ଜିଲ୍ଲା ଜୟପୁର ସହର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ରେ ଯିବାବେଳେ ମାଡ଼ିଗଲା ଟ୍ରକ। ଘଟଣାସ୍ଥଳରେ ୩ ଜଙ୍କର ମୃତ୍ୟୁ ଘଟିଛି। ସଦର ଥାନା ଏନ୍ଏଚ୍ ୨୬ ଜବାକନାଡ଼ି ନିକଟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ହୋଇଛନ୍ତି।…

ଘରୋଇ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ

ବୌଦ୍ଧ: ହରଭଙ୍ଗା ଥାନା ମହାଲିକ୍‌ପଡ଼ା ଗାଁରେ ଅଭାବନୀୟ ଘଟଣା । ଘରୋଇ କଳହକୁ ନେଇ ବିଷ ପିଇଲେ ୨ ଭଉଣୀ । ଗୁରୁତର ଅବସ୍ଥାରେ ଦୁଇ ଭଉଣୀଙ୍କୁ ବୌଦ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ବଡ଼ ଭଉଣୀର ମୃତ୍ୟୁ ହୋଇଥିବା ବେଳେ ସାନ ଭଉଣୀ ଚିକିତ୍ସିତ । ମୃତ ଭଉଣୀ…

ଆଜି ଭାଙ୍ଗିବନି ବୈକୁଣ୍ଠଧାମ ସେବାଶ୍ରମ, ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ

କଟକ: ଆଜି ଭାଙ୍ଗିବନି ଭୁବନେଶ୍ବରର ବୈକୁଣ୍ଠଧାମ ସେବାଶ୍ରମ । ଉଚ୍ଛେଦ ଉପରେ ରହିତାଦେଶ ଜାରି କାରିଛନ୍ତି ହାଇକୋର୍ଟ । ଡିସେମ୍ବର ୧୨ ଯାଏ ହାଇକୋର୍ଟଙ୍କ ଅନ୍ତରୀଣ ସୁରକ୍ଷା । ତେବେ ଆଜି ସେବାଶ୍ରମ ଭାଙ୍ଗିବାକୁ ବିଡିଏ ଯୋଜନା କରିଥିବା ବେଳେ ଆଶ୍ରମ ଖାଲି କରିବାକୁ ଦିଆଯାଇଥିଲା ନିର୍ଦେଶ ।…