Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋଟିଆରେ ଆନ୍ଧ୍ର ଅନୁପ୍ରବେଶ ରୋକିବାକୁ ବଡ ପଦକ୍ଷେପ ନେଲେ ରାଜ୍ୟ ସରକାର

ଭୁବନେଶ୍ୱର: କୋରାପୁଟ ଜିଲ୍ଲା କୋଟିଆ ପାଇଁ ତତପରତା ଦେଖାଇଛନ୍ତି ରାଜ୍ୟ ସରକାର । କୋଟିଆରେ ହେଉଥିବା ସମସ୍ତ ବିକାଶ କାର୍ଯ୍ୟର ତଦାରଖ କରିବାକୁ ସ୍ୱତନ୍ତ୍ର ଅଧିକାରୀ ନିଯୁକ୍ତ କରିଛନ୍ତି ରାଜ୍ୟ ସରକାର । ଓଡିଶା ସୀମାନ୍ତ କୋରାପୁଟ ଜିଲ୍ଲା କୋଟିଆକୁ ନିଜର ଦର୍ଶାଇ ଆନ୍ଧ୍ର ପ୍ରଦେଶ…

ନୂଆବର୍ଷରେ କଟକରେ ବୋମା ମାଡ଼…

କଟକ: କଟକ ବାଙ୍କି ଅଞ୍ଚଳର ତାଳବସ୍ତା ଗାଁରେ ଏକ ଘର ଉପରେ ବୋମା ମାଡ଼ ପରେ ଆତଙ୍କିତ ହୋଇପଡିଛନ୍ତି ଗ୍ରାମବାସୀ। କିଛି ଦୁର୍ବୃତ୍ତମାନେ ଚିନ୍ତାମଣି ବେହେରାଙ୍କ ଘର ଉପରେ ବୋମା ଫିଙ୍ଗି ପଳାଇ ଥିଲେ। ଘରର ସଦସ୍ୟ ମାନେ ଅଳ୍ପକେ ବର୍ତ୍ତି ଯାଇଥିଲା ବେଳେ ସମ୍ପତ୍ତିର ବ୍ୟାପକ କ୍ଷତି ହୋଇଥିବା…

ଜାତୀୟ ପ୍ରତୀକ ଅଶୋକ ସ୍ତମ୍ଭକୁ ନେତାଙ୍କ ଅପମାନ, “ନୋ ବ୍ୟାନର ଜୋନ୍” ଫଳକ ସ୍ଥାପିତ କରିବା ପାଇଁ…

ଭୁବନେଶ୍ଵର: ଆଜି ଓଡ଼ିଶା ପ୍ରଦେଶ ରାଜଧାନୀ ଭୁବନେଶ୍ଵରର ଝାରପଡ଼ା ଛକ ଉପରେ ଅବସ୍ଥିତ ଦେଶର ଗରିମାମୟ ଜାତୀୟ ପ୍ରତୀକ ‘ଅଶୋକ ସ୍ତମ୍ଭ’କୁ ଘେରି ଅନେକ ନେତାଙ୍କ ପୋଷ୍ଟର ଓ ବ୍ୟାନର ଲଗାଯାଇଥିବା ଦେଖିବାକୁ ମିଳିଛି। ଫଳରେ ଜାତୀୟ ଚିହ୍ନଟି ସମ୍ପୂର୍ଣ୍ଣ ଭାବେ ଲୁଚି ଯାଇଛି, ଯାହା ଗଭୀର କ୍ଷୋଭ ଓ…

Pralay Missile: ଓଡ଼ିଶାରେ ଭାରତର ‘ପ୍ରଳୟ’, ଧଡ୍ ଧଡ୍ ଶତ୍ରୁଙ୍କ ଛାତି

ନୂଆଦିଲ୍ଲୀ: ଶତ୍ରୁଙ୍କ ଉପରେ ବର୍ଷିବ 'ପ୍ରଳୟ' ଓଡ଼ିଶା ମାଟିରୁ ନୂଆବର୍ଷରେ ଶତ୍ରୁଙ୍କୁ ଭାରତର ଭେଟି ଶକ୍ତି ଦେଖି ଛାନିଆ ଚୀନ୍ ଏବଂ ପାକିସ୍ତାନ ଡିଆରଡିଓ ଓଡ଼ିଶାର ଚାନ୍ଦିପୁର ସମନ୍ୱିତ ପରୀକ୍ଷଣ ରେଞ୍ଜ (ITR) ରେ ଦୁଇଟି ପ୍ରଳୟ କ୍ଷେପଣାସ୍ତ୍ର ସଫଳତାର ସହ ଉତ୍ କ୍ଷେପଣ କରିଛି,…

ଘନ କୁହୁଡି ପାଇଁ ୫ ବିମାନର ଦିଗ ପରିବର୍ତ୍ତନ

ଭୁବନେଶ୍ୱର: ନୂଆ ବର୍ଷର ପ୍ରଥମ ଦିନରେ ଘନ କୁହୁଡ଼ିରେ ଘୋଡ଼ାଇ ହୋଇପଡିଥିଲା ରାଜଧାନୀ। ଯାହା ଫଳରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବରେ ପ୍ରଭାବିତ ହୋଇଥିଲା। ଆଉ ଏଥିପାଇଁ ଯାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବିମାନବନ୍ଦର ଅଧିକାରୀଙ୍କ…

Magha Saptami buda: ଚନ୍ଦ୍ରଭାଗାରେ ଏହି ସମୟରେ ବୁଡ ପକାଇବେ ଶ୍ରଦ୍ଧାଳୁ… ମାଘ ସପ୍ତମୀର ହେଲା ନୀତି…

କୋଣାର୍କ:ଆସନ୍ତା ଜାନୁୟାରୀ ୨୪ ଓ ୨୫ ତାରିଖ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ । ପୂର୍ବ ରାତି ମାଘ ଷଷ୍ଠୀ ଶନିବାର ଚନ୍ଦ୍ରଭାଗାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଅନୁମାନ କରାଯାଉଛି। ତେବେ ପଞ୍ଜିକାନୁଯାୟୀ ତିନି ଠାକୁରଙ୍କ ଚନ୍ଦ୍ରଭାଗା ତୀର୍ଥକୁ ଶୋଭାଯାତ୍ରା ଓ ସ୍ନାନ ନୀତି…

Happy New Year 2026: ଇଂରାଜୀ ନବବର୍ଷକୁ ସ୍ୱାଗତ…ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼, ରାତି ୨ଟାରୁ ଚାଲିଛି…

ପୁରୀ:ବିଦାୟ ନେଇଛି ବର୍ଷ ୨୦୨୫। ନୂଆ ଉତ୍ସାହ ଓ ଉଦ୍ଦୀପନା ସହ ଆସିଛି ନୂଆ ବର୍ଷ ୨୦୨୬(Happy New Year 2026) । ସବୁଠି ଇଂରାଜୀ ନବବର୍ଷକୁ ପରସ୍ପରକୁ ଅଭିନନ୍ଦନ ଜଣାଇ ସ୍ବାଗତ କରିଛନ୍ତି । ତେବେ ବର୍ଷର ପ୍ରଥମ ଦିନରେ ଜଗା ଦର୍ଶନ ଲାଗି ପୁରୀରେ ଲାଗିଛି ଭକ୍ତଙ୍କ ଗହଳି । ନୂଆବର୍ଷର ପ୍ରଥମ…

IAS officer Arabinda Padhee: ଅରବିନ୍ଦ ପାଢୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦାୟିତ୍ୱ

ଭୁବନେଶ୍ବର: ଅରବିନ୍ଦ ପାଢୀଙ୍କ ପଦୋନ୍ନତି । କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ମିଳିଛି । ପଦୋନ୍ନତି ପରେ ମଧ୍ୟ ସେ କୃଷି ବିଭାଗର ପ୍ରମୁଖ ସଚିବ ଓ ଶ୍ରୀଜଗନ୍ନାଥ…

Jasipur: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା; ଯଶୀପୁରକୁ ଏନଏସି ମାନ୍ୟତା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଜିଲ୍ଲାର ପ୍ରମୁଖ ସ୍ଥାନ ମଧ୍ୟରୁ ଅନ୍ୟତମ ଯଶୀପୁରକୁ ଏଣିକି ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ଭାବେ ମାନ୍ୟତା ପ୍ରଦାନ କରାଯାଇଛି। ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏ…

E-KYC Deadline Extended: ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ ଇ-କେଓ୍ବାଇସି ସମୟ ସୀମା

ଭୁବନେଶ୍ବର: ରାସନକାର୍ଡକୁ ନେଇ ବଡ ଅପଡେଟ୍ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆହୁରି ୨ ମାସ ବୃଦ୍ଧି ହେଲା ରାସନ୍ କାର୍ଡ E-KYC ସମୟ ସୀମା । ଡିସେମ୍ବର ୩୧ ତାରିଖ ଦିନ E-KYC ଅବଧି ଶେଷ ହେଉଥିବା ବେଳେ, ଏହାର ଅବଧିକୁ ଆହୁରି ୨ ମାସ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ସୂଚନା…