Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଚାଷୀ ମୃତ…ଏପଟେ ସାପ କାମୁଡ଼ାରେ ଜଣେ ଚାଷୀ ଆହତ

ଭୁବନେଶ୍ବର:ଜଗତସିଂହପୁରରେ ଅଘଟଣ । ବିଲରେ କାମ କରୁଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇ ଯୁବ ଚାଷୀଙ୍କ ମୃତ୍ୟୁ । ମୃତ ଦୁଇ ଚାଷୀ ହେଲେ ଜଗତସିଂହପୁର ସଦର ଥାନା ବେନୁଖଣ୍ଡା ଗାଁର ସାଗର ଭୋଇ ଓ ଅଜୟ ସାହୁ। ଉଭୟ ଚାଷୀ ବିଲରେ ଟ୍ରାକ୍ଟରରେ ଚାଷ କରି ଫେରୁଥିବା ବେଳେ ମାଟି ତଳେ…

ନକଲି ପନିର ବିକିଲେ ବ୍ୟବସାୟୀଙ୍କ ବିରୋଧରେ ହେବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଆସିଲାଣି ପାର୍ବଣ ଋତୁ। ମିଠା ବଜାରର ଚାହିଦା ମଧ୍ୟ ବଢିଛ, କିନ୍ତୁ ଏହି ସମୟରେ ବଜାରରେ ବିକ୍ରି ହେଉଛି ନକଲି ପନିର ଓ ଛେନା। ଯାହାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ବିଭିନ୍ନ ମିଠା ଦୋକାନରେ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ରାଖୀ ପୂର୍ଣ୍ଣିମା ପୂର୍ବରୁ…

Onion Prices Rise: ଚିନି ପରେ ଏବେ ପିଆଜ ଦରରେ ନିଆଁ! ୩୦ ଦିନରେ ୧୯% ବଢ଼ିଲା ଦାମ, କିଲୋ ୬୫ ଛୁଇଁଲା!

ନୂଆଦିଲ୍ଲୀ/ଭୁବନେଶ୍ବର: ଚିନି ଦର ବୃଦ୍ଧି ପରେ ଏବେ ରୋଷେଇ ଘରକୁ ଆଉ ଏକ ଝଟକା ଦେଇଛି ପିଆଜ। ଦେଶର ବିଭିନ୍ନ ସହରରେ ପିଆଜ ଦର ଦ୍ରୁତ ଗତିରେ ବଢ଼ିଛି। ଗତ ମାସକ ମଧ୍ୟରେ ପିଆଜ ଦର ପ୍ରାୟ ୧୯ ପ୍ରତିଶତ ବଢ଼ିଥିବା ବେଳେ, ବର୍ତ୍ତମାନ ହାରାହାରି ଦର କିଲୋପ୍ରତି ପ୍ରାୟ ୪୫ ଟଙ୍କାରେ ପହଞ୍ଚିଛି।…

Maoist Dump:ଜଙ୍ଗଲରୁ ବିପୁଳ ମାଓ ବିସ୍ଫୋରକ ଜବତ;ଆତ୍ମସମର୍ପଣ ନକ୍ସଲ ଦେଲେ ସୂଚନା

ରାଉରକେଲା:ଆତ୍ମସମର୍ପଣ କରିଥିବା ନକ୍ସଲମାନେ ମାଓ ଡମ୍ପ ବିଷୟରେ ଦେଲେ ସୂଚନା। ସୁନ୍ଦରଗଡ଼ର ସିଲକୁଟା ରିଜର୍ଭ ଫରେଷ୍ଟରେ ଏକ ଗୁପ୍ତ ମାଓ ଡମ୍ପ ଥିବା ସମ୍ପର୍କରେ ଆତ୍ମସମର୍ପଣ କରିଥିବା ନକ୍ସଲମାନେ ବିସ୍ତୃତ ପଚରାଉଚରା ସମୟରେ ସୂଚନା ଦେଇଛନ୍ତି । ଡିଭିଏଫ ଏବଂ ବିଡିଡିଏସର ଏକ ମିଳିତ ଦଳ…

ବାଲେଶ୍ବରରେ ରେକର୍ଡ ଭାଙ୍ଗିଲା ବର୍ଷା; ଜୁଲାଇ-ଅଗଷ୍ଟରେ ୧,୧୬୮ ମିମି. ବର୍ଷା

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲାରେ ପ୍ରାୟ ଦୁଇ ଦଶନ୍ଧି ମଧ୍ୟରେ ସର୍ବାଧିକ ଜୁଲାଇ-ଅଗଷ୍ଟରେ ବର୍ଷା ରେକର୍ଡ କରାଯାଇଛି। ସ୍ୱତନ୍ତ୍ର ରିଲିଫ୍ କମିଶନର (SRC)ଙ୍କ ତଥ୍ୟ ଅନୁଯାୟୀ, ଜୁଲାଇ ୧ ରୁ ଅଗଷ୍ଟ ୨୩, ୨୦୨୬ ପର୍ଯ୍ୟନ୍ତ କ୍ରମାଗତ ଭାବରେ ୧,୧୬୮.୬ ମିମି ବର୍ଷା ହୋଇଛି। ଅଗଷ୍ଟ ମାସର…

Penalty For Delay In Public Services:ସେବାରେ ବିଳମ୍ବ ହେଲେ ତଣ୍ଡ ଗଣିବେ ସରକାରୀ ଅଫିସର;ଦରମାରୁ କଟିବ ଟଙ୍କା

ଭୁବନେଶ୍ବର: ସରକାରୀ ସେବା ପ୍ରଦାନରେ ବିଳମ୍ବ କଲେ ଏଣିକି ତଣ୍ଡ ଗଣିବେ ସମ୍ପୃକ୍ତ ଅଫିସର। ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଲୋକଙ୍କୁ…

ବିଷାକ୍ତ ଇଞ୍ଜେକସନ ନେଇ ଲ୍ୟାବ୍ ଟେକ୍ନିସିଆନଙ୍କ ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ରହସ୍ୟମୟ ଘଟଣା ସାମ୍ନାକୁ ଆସିଛି । ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ନିଜେ ଏକ ବିଷାକ୍ତ ଇଞ୍ଜେକସନ ନେଇ ଯୁବକ ଜଣକ ଆତ୍ମହତ୍ୟା କରିଥିବା ନେଇ ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ କରୁଛି ।…

ନଦୀଗୁଡ଼ିକରେ ବଢ଼ୁଛି ଜଳସ୍ତର: ୯ଟି ସ୍ଥାନରେ ୧୦୦ ମିମିରୁ ଅଧିକ ବର୍ଷା, ସନ୍ଧ୍ୟା ସୁଦ୍ଧା ସ୍ଥିତି ସୁଧୁରିବା ନେଇ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଥିବା ଲଗାଣ ବର୍ଷା କାରଣରୁ ବିଭିନ୍ନ ପ୍ରମୁଖ ନଦୀର ଜଳସ୍ତର ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଫଳରେ ଉପକୂଳ ତଥା ଉତ୍ତର ଓଡ଼ିଶାର ଅନେକ ତଳିଆ ଅଞ୍ଚଳରେ ଏବେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏହି…

ରାଜ୍ୟରେ ଖୁବଶୀଘ୍ର ଲାଗୁ ହେବ ଡିଜିଟାଲ ପ୍ରେସକ୍ରିପସନ୍

ଭୁବନେଶ୍ୱର: ଓଡ଼ିଶା ସରକାର ଖୁବ୍ ଶୀଘ୍ର 'ଏକ ରାଷ୍ଟ୍ର, ଏକ ସ୍ୱାସ୍ଥ୍ୟ' ପ୍ରୟାସ ଆରମ୍ଭ କରିବେ। ଆଣ୍ଟିବାୟୋଟିକ୍ସର ଅବାଧ ବ୍ୟବହାରକୁ ରୋକିବା ଏବଂ ଆଣ୍ଟିମାଇକ୍ରୋବାୟଲ୍ ପ୍ରତିରୋଧକୁ ମୁକାବିଲା କରିବା ପାଇଁ ସାରା ରାଜ୍ୟରେ ଏକ ଡିଜିଟାଲ୍ ପ୍ରେସକ୍ରିପସନ୍ ଫ୍ରେମୱାର୍କ ପ୍ରଚଳନ କରିବେ।…

ନାଉଗାଁ SRA ଭଞ୍ଜକିଶୋର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍, ୩ କୋଟିରୁ ଅଧିକ…

ଭୁବନେଶ୍ୱର: ଅଗଷ୍ଟ ୧୨ ତାରିଖରେ ୩ କୋଟିରୁ ଅଧିକ ସରକାରୀ ପାଣ୍ଠିର ଅପବ୍ୟବହାର ପାଇଁ ଗିରଫ ହୋଇଥିବା ଜଗତସିଂପୁରର ନାଉଗାଁ ତହସିଲର ବରିଷ୍ଠ ରାଜସ୍ୱ ସହାୟକ (SRA) ଭଞ୍ଜ କିଶୋର ବେହେରାଙ୍କ ସହ ଜଡିତ ୬ଟି ସମ୍ପତ୍ତିରେ ସୋମବାର ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଏକକାଳୀନ ଚଢ଼ାଉ କରିଛନ୍ତି।…