Latest Odisha News

BREAKING NEWS

Browsing Category

ଓଡିଶା

Odisha

ବରିଷ୍ଠ ଗୀତିକାର ଓ ନିର୍ଦ୍ଦେଶକ ବୃନ୍ଦାବନ ଜେନାଙ୍କ ଦେହାନ୍ତ

ଭୁବନେଶ୍ୱର: ପରଲୋକରେ ବରିଷ୍ଠ ଗୀତିକାର ଓ ନିର୍ଦ୍ଦେଶକ ବୃନ୍ଦାବନ ଜେନା। ୮୭ ବର୍ଷ ବୟସରେ କଟକ ଏସସିବି ମେଡିକାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ନାୟୁଜନିତ ସମସ୍ୟା ପାଇଁ କିଛି ମାସ ହେବ ଏସସିବି ମେଡିକାଲ୍ ଆଇସିୟୁରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର…

ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ତଷ୍ଟ୍ରିଆଲ ପାର୍କ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମର ଆଜି ଦ୍ବିତୀୟ ଦିନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟରେ ମହିଳାଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ ପାର୍କ ହେବ । ଇପିକଲରେ ମହିଳା ନିବେଶକଙ୍କ ପାଇଁ ଖୋଲିବ…

ପୋଲିସକୁ ବଡ଼ ସଫଳତା, ବିପୁଳ ପରିମାଣର ଗଞ୍ଜେଇ ସହ ୪ ଗିରଫ

ବୌଦ୍ଧ: ପୁଣି ପୋଲିସକୁ ମିଳିଛି ବଡ଼ ସଫଳତା। ବୌଦ୍ଧ ଜିଲ୍ଲା ପୋଲିସ ଦୁଇଟି ପୃଥକ ମାମଲାରେ ମୋଟ ୧୩୧୩ କେଜି ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ଥିବା ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହ ଅଭିଯୁକ୍ତଙ୍କ ନିକଟରୁ ଦେଶୀ ବନ୍ଧୁକ, ଜୀବନ୍ତ ଗୁଳି, ଗଞ୍ଜେଇ ଚୋରା ଚାଲାଣ ପାଇଁ…

ସାପ କାମୁଡ଼ିବା ଘଟଣା: ପ୍ରଧାନ ଶିକ୍ଷୟତ୍ରୀ ନିଲମ୍ବିତ

ପିପିଲି: ଛାତ୍ରଙ୍କୁ ସାପ କାମୁଡ଼ିବା ଘଟଣାରେ ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ । ପୋପରଙ୍ଗା ସରକାରୀ ପ୍ରାଥମିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜୟଶ୍ରୀ ସାହୁଙ୍କୁ ନିଲମ୍ବନ କଲେ ବିଇଓ । ସେହିପରି କ୍ଲାସ୍ ଟିଚରଙ୍କୁ ବଦଳି କରାଯାଇଛି । ଗତ ସୋମବାର ଜଣେ ୪ର୍ଥ ଶ୍ରେଣୀ…

ଦେବଗଡ଼ ପୌରାଧ୍ୟକ୍ଷା ବହିଷ୍କୃତ

ଦେବଗଡ଼: ଦେବଗଡ଼ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଇ ପଦଚ୍ୟୁତ ହୋଇଛନ୍ତି। ଶାନ୍ତିମଞ୍ଜରୀ ଦେଇ ଅଯୋଗ୍ୟ ଘୋଷିତ ହେବା ସହ ତାଙ୍କୁ ତତ୍କାଳ କାର୍ଯ୍ୟରୁ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଶାନ୍ତିମଞ୍ଜରୀ ଦେଇଙ୍କୁ ବହିଷ୍କାର କଲେ ସରକାର। ଏ ନେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ…

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ

ରାଉରକେଲା: ଝାଡ଼ଖଣ୍ଡ ଚାଇବାସାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର । ଜଣେ ନକ୍ସଲଙ୍କ ମୃତଦେହ ଉଦ୍ଧାର, ଆଉ କିଛି ଆହତ ହୋଇଥିବା ନେଇ ସୂଚନା ମିଳିଛି । ଘଟଣାସ୍ଥଳରୁ ୨ଟି ଇନ୍‌ସାସ୍‌ ରାଇଫଲ ଜବତ ହୋଇଥିବା ବେଳେ ସର୍ଚ୍ଚ ଅପରେସନ ଜାରି ରହିଛି । ସୂଚନା ଅନୁସାରେ, ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ…

୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ୱର: ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ କଲା ଉଚ୍ଚଶିକ୍ଷା ବିଭାଗ । ତାଗିଦ୍ ସତ୍ତ୍ବେ କଲେଜ ଆକାଉଣ୍ଟ ଅପଡେଟ୍ କରି ନଥିବାରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ବିଭାଗ । ଚଳିତ ମାସଠାରୁ ଅନିର୍ଦ୍ଦିଷ୍ଟ ସମୟ ଯାଏଁ ଦରମା ବନ୍ଦ କରିଛି ବିଭାଗ । କାପା ପୋର୍ଟାଲରେ କଲେଜ ଆକାଉଣ୍ଟ…

କଂଗ୍ରେସ ନେତାଙ୍କ ଘରୁ ଚୋରି ମାମଲା, ଚିନ୍ତା ପ୍ରକଟ କଲେ ବିରୋଧି ନେତା

ଭୁବନେଶ୍ଵର: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଗତକାଲି ପୁଣି ଥରେ ଚୋରି ଉଦ୍ୟମକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ। ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ପ୍ରଶ୍ନ ଉଠାଇବା ସହ ବର୍ତ୍ତମାନ ଲୋକେ ଭୟରେ ବସବାସ କରୁଛନ୍ତି ବୋଲି…

ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା, ସାବିତ୍ରୀ ବେଶରେ ଦର୍ଶନ ଦେବେ ମା’ ବିରଜା

ଯାଜପୁର: ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା । ଏହି ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ସ୍ୱ-ନକ୍ଷତ୍ର(ଜନ୍ମୋତ୍ସବ) ପାଳନ ହେଉଛି। ପରମ୍ପରା ଅନୁଯାୟୀ ସମସ୍ତ କାର୍ଯ୍ୟ ସ୍ଥିର କରାଯାଇଥିବା ବେଳେ ସାଧାରଣ ଭକ୍ତଙ୍କ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।…

ଆସିଲା ରଥକାଠ; ବିଶ୍ୱପ୍ରସିଦ୍ଧ ଯାତ୍ରା ପାଇଁ ଆଜିଠୁ ପ୍ରଥମ ପ୍ରକ୍ରିୟା ଆରମ୍ଭ

ପୁରୀ: ଆସନ୍ତା ଜୁନ୍ ୨୭ରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ଯେଉଁଥିପାଇଁ ଆଜିଠାରୁ ପ୍ରଥମ ପ୍ରକ୍ରିୟା ଆରମ୍ଭ ହୋଇଛି। ସୂଚନା ଅନୁଯାୟୀ ତିନୋଟି ଟ୍ରକରେ ୧୦୧ ଖଣ୍ଡ କାଠ ରଥଖଳାରେ ପହଞ୍ଚିଛି। ୧୦୧ ଖଣ୍ଡ କାଠ ମଧ୍ୟରୁ ୪୮ ଖଣ୍ଡ ଅସନ ଓ ୫୩ ଖଣ୍ଡ ଧଉରା କାଠ ରହିଛି।…