Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଉ ଦିନେ ବଢିଲା କଟକ ବାଲିଯାତ୍ରା

ଭୁବନେଶ୍ବର: ଆଉ ଦିନେ ବଢିଲା କଟକ ବାଲିଯାତ୍ରା ଅବଧି। ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ ବାଲିଯାତ୍ରା। ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଦିନେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟମନ୍ତ୍ରୀଙ୍କ…

‘ସାଧାରଣ ଶ୍ରେଣୀର ଯାତ୍ରୀଙ୍କ ପାଇଁ ସୁବିଧା ପ୍ରଦାନ କରିବା ରେଳବାଇର ସର୍ବୋଚ୍ଚ ପ୍ରାଥମିକତା’

ଭୁବନେଶ୍ବର: ରେଳ ଯାତ୍ରା ପ୍ରତି ସାଧାରଣ ଜନତାଙ୍କ ଦିନକୁ ଦିନ ବୃଦ୍ଧି ପାଉଥିବା ଆଗ୍ରହ ଏବଂ ଆକର୍ଷଣକୁ ଦୃଷ୍ଟିରେ ରଖି ରେଳବାଇ ମଧ୍ୟ ସେହି ଅନୁଯାୟୀ ସୁବିଧା ପ୍ରଦାନର ବିସ୍ତାରକୁ ତ୍ୱରାନ୍ୱିତ କରୁଛି । ଏହି କ୍ରମରେ ରେଳବାଇ ଗତ ତିନି ମାସ ମଧ୍ୟରେ ବିଭିନ୍ନ ଟ୍ରେନରେ ଜେନେରାଲ୍ କ୍ଲାସ୍…

ବାଲିଯାତ୍ରାରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ଉତ୍କଳୀୟ ନୌବାଣିଜ୍ୟ ପରମ୍ପରା ସଂସ୍କୃତି କକ୍ଷ

ଭୁବନେଶ୍ୱର: ଷଷ୍ଠ ଦିନରେ ଜମୁଛି ବିଶ୍ବ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା । ଏହି ଅବସରରେ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ସମ୍ବନ୍ଧରେ ବିଭିନ୍ନ ବର୍ଗର ଜନସାଧାରଣ ଓ ବିଶେଷ ଭାବରେ ଯୁବପିଢୀମାନଙ୍କୁ ଅବଗତ କରିବା ପାଇଁ କଟକ ବାଲିଯାତ୍ରା ପଡିଆରେ ଓଡ଼ିଶା ସରକାରଙ୍କ ଓଡ଼ିଆ ଭାଷା,…

କୋଚିଂ ସେଣ୍ଟର ପାଇଁ ଆସିବ ସ୍ଵତନ୍ତ୍ର ଗାଇଡ୍‌ଲାଇନ୍‌, ୨୦ ରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ରାଜ୍ୟରେ କୋଚିଂ ସେଣ୍ଟର ଚାଲିବା ପାଇଁ ଆସିବ ସ୍ଵତନ୍ତ୍ର ନିୟମ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଦେଖା ଦେଇଛି ତତ୍ପରତା। ଏ ସଂକ୍ରାନ୍ତରେ ଆସନ୍ତା ୨୦ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ସୂଚନା ଅନୁଯାୟୀ, ପୁସ୍ତକ ଭବନସ୍ଥିତ ଓଡ଼ିଶା…

୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା। ଖୁବଶୀଘ୍ର ବେଡ ସଂଖ୍ୟା ବୃଦ୍ଧି ପାଇ ୪୦ରେ ପହଞ୍ଚିବ।  ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ…

ଓଡ଼ିଶା ପିସିସି ଷ୍ଟିୟରିଂ କମିଟି ପକ୍ଷରୁ ରାଜ୍ୟ ପଦୂଷଣ ବୋର୍ଡ ସଦସ୍ୟଙ୍କୁ ସ୍ମାରକ ପତ୍ର ପ୍ରଦାନ

ଭୁବନେଶ୍ୱର: ଜିନ୍ଦଲ କମ୍ପାନୀ ଦେଶର ସର୍ବାଧିକ ପ୍ରଦୂଷଣ କରୁଥିବା ଶିଳ୍ପସଂସ୍ଥା । ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଏବଂ ଅନୁଗୁଳ ସହରର ପ୍ରାୟ ୬୦ଟି ଗ୍ରାମର ଜନସାଧାରଣ ଜିନ୍ଦଲ କମ୍ପାନୀ ଦ୍ୱାରା ନିର୍ଗତ ପାଉଁଶ ପୋଖରୀ ପାଣିଦ୍ୱାରା ମାରାତ୍ମକ ରୋଗର ଶୀକାର ହେଉଛନ୍ତି । ଏହି…

ବାଲିଯାତ୍ରାରେ ‘ଐତିହାସିକ’ ବିଶୃଙ୍ଖଳା !

ଭୁବନେଶ୍ବର: କଟକ ଐତିହାସିକ ବାଲିଯାତ୍ରାରେ ବିଶୃଙ୍ଖଳାକୁ ନେଇ ବର୍ଷିଲା ବିଜେଡି । ପ୍ରଥମ ଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଗିଲେ ତ ଦ୍ବିତୀୟ ଦିନ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କୁ ମଞ୍ଚରୁ ଓହ୍ଲାଇ ଦିଆଗଲା । କରେଣ୍ଟ ଲାଗି ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ ହେଲା ତ ବିଜେପି ବିଧାୟକ ଇଂରାଜୀ…

୨୬ଟି କଳା ପଥରଖଣି କାର୍ଯ୍ୟ ସ୍ଥଗିତ ରଖିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଯାଜପୁର ଜିଲ୍ଲାର ଧର୍ମଶାଳା ତହସିଲରେ ୨୬ଟି କଳା ପଥର ଖଣି ମାଲିକଙ୍କୁ ସୁରକ୍ଷା ନିୟମ ଉଲ୍ଲଂଘନ ଅଭିଯୋଗରେ ଖଣି କାର୍ଯ୍ୟ ତଥା ଅନ୍ୟାନ୍ୟ ଆନୁସଙ୍ଗିକ କାର୍ଯ୍ୟକଳାପକୁ ସ୍ଥଗିତ ରଖିବାକୁ କୁହାଯାଇଛି। ଏହି ଖଣିଗୁଡ଼ିକ ବିଛାଖଣ୍ଡି, ରାହାଡ଼ପୁର, ଅଞ୍ଜିରା, ବାଜବତୀ, ଚଢ଼େଇଧରା…

ପୁଣି ଭିଜିବ ଓଡିଶା…ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ବର: ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ ତେରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧୁଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପାଣିପାଗ ବିଭାଗ କହିବା ଅନୁଯାୟୀ, ଆସନ୍ତା…

ଅର୍ଥ ସାଜିଲା ବାଧକ; ନବଜାତ ଶିଶୁକନ୍ୟାକୁ ବିକ୍ରି କଲା ମା’

ରାୟଗଡ଼ା: ନିଜର ନବଜାତ ଶିଶୁ କନ୍ୟାକୁ ବିକ୍ର କଲା ଜନ୍ମକଲା ମାଆ । ୨୦ ହଜାର ଟଙ୍କା ମୂଲ୍ୟରେ ଶିଶୁ କନ୍ୟାଟିକୁ ବିକ୍ରି କରିଥିବା ସୂଚନା ରହିଛି । ଏଭଳି ଘଟଣା ସାମ୍ନାକୁ ଆସିଛି ରାୟଗଡ଼ା ଜିଲ୍ଲା ଜେକେପୁର ଚାନ୍ଦିଲି ଥାନା ଅନ୍ତର୍ଗତ ନୂଆପଡା ସାହିରେ । ତେବେ ଅର୍ଥାଭାବ ଯୋଗୁ ମାଆ ତାର ନବଜାତ…