Latest Odisha News

BREAKING NEWS

Browsing Category

ଓଡିଶା

Odisha

ପତାକା ଉତ୍ତୋଳନ କଲେ ନବୀନ; କହିଲେ, ସାମାଜିକ ନ୍ୟାୟ ହାସଲ ଦିଗରେ ଆହୁରି ଅନେକ ବାଟ ଯିବାକୁ ଅଛି

ଭୁବନେଶ୍ୱର: ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଆଜି ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଆୟୋଜିତ ସମାବେଶରେ ଉଦବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ଭାରତ ଏକ ମହାନ ଦେଶ । ମହାତ୍ମା…

ଲୁଟେରାଙ୍କ ଟାର୍ଗେଟରେ ବଡ ବଡ ନେତା ମନ୍ତ୍ରୀ, ପୂର୍ବତନ ପିସିସି ସଭାପତିଙ୍କ ଘରୁ ଲୁଟ୍

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ । ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ନିରଞ୍ଜନଙ୍କ ବାସଭବନରୁ ଲୁଟ୍‌ ହୋଇଥିବା ନେଇ ସୂଚନା ମିଳିଛି । ଆଲମିରା ଲକର୍‌ ତାଡ଼ି ୫୦ ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ତେବେ…

୭୬ ତମ ସାଧାରଣତନ୍ତ୍ର ଦିବସ: କଟକରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

କଟକ: ଆଜି ଦେଶ ପାଳୁଛି ୭୬ତମ କଟକ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ କଟକ ବିଡ଼ାନାସୀ ପଡ଼ିଆରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହ ଦେଶର ସୁରକ୍ଷା ପାଇଁ ପ୍ରାଣବଳି ଦେଇଥିବା ମହାନ ସଂଗ୍ରାମୀ ଏବଂ ଯବାନଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି…

ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ: ପତାକା ଉତ୍ତୋଳନ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି

ଭୁବନେଶ୍ଵର: ଦେଶ ପାଳୁଛି ୭୬ତମ ଗଣତନ୍ତ୍ର/ ସାଧାରଣତନ୍ତ୍ର ଦିବସ । ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ପରେଡ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି ଯୋଗଦେଇ ପତାକା ଉତ୍ତୋଳନ କରିଛନ୍ତି। ସେପଟେ କଟକରେ ପତାକା…

ପ୍ରଥମ ଥର ପାଇଁ ଓଡିଶାର ୧୦ଟି ଦ୍ବୀପରେ ଉଡ଼ିଲା ତ୍ରିରଙ୍ଗା

ଭୁବନେଶ୍ଵର: ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ରଥମ ଥର ଉପକୂଳରେ ଉଡିଲା ତ୍ରିରଙ୍ଗା । ସମୁଦ୍ର ତଟବର୍ତ୍ତୀ ୧୦ଟି ଦ୍ବୀପରେ ଉଡିଛି ଜାତୀୟ ପତାକା । ବାଲେଶ୍ବରର ସୁବର୍ଣ୍ଣ ଦ୍ବୀପ, ଭଦ୍ରକର ନୟାଟାପୁର, ଉଡ଼ାବାଲି, କନିକା ଦ୍ବୀପ, ଲଙ୍ଗ ହୁଇଲର ଦ୍ବୀପ, ସର୍ଟ ଆଇଲାଣ୍ଡ ଓ ସ୍ମଲ ହୁଇଲର ଦ୍ବୀପରେ…

୪ ଓଡିଆଙ୍କୁ ‘ପଦ୍ମଶ୍ରୀ’: ଜାଣନ୍ତୁ କିଏ କେଉଁ କ୍ଷେତ୍ରରେ ପାଇବେ ପୁରସ୍କାର

ଭୁବନେଶ୍ବର: ୭୬ ତମ ଗଣତନ୍ତ୍ର ଦିବସ ଅବସରରେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ପକ୍ଷରୁ ଶନିବାର ସନ୍ଧ୍ୟାରେ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। କଳା, ସମାଜସେବା, ଚିକିତ୍ସା, ଶିଳ୍ପ, ସାହିତ୍ୟ, କୀଡ଼ା ଆଦି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ମୋଟ୍ ୧୩୯ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ…

ଚନ୍ଦନପୁର ନିକଟରେ ସିରିଜ ଦୁର୍ଘଟଣା: ୧୫ରୁ ଉର୍ଦ୍ଧ୍ବ ଆହତ

ପୁରୀ: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ଚନ୍ଦନପୁର ନିକଟ ସମଯାଜପୁର ଓଭରବ୍ରିଜ୍ ଉପରେ ସିରିଜ ଦୁର୍ଘଟଣା । ଏକ ବାଲି ବୋଝେଇ ଟିପର୍ ର ଚକା ଫାଟିଯିବାରୁ ତାହା ମରାମତି ପାଇଁ ରାସ୍ତା ପାର୍ଶ୍ଵରେ ଠିଆ ହୋଇଥିଲା । ଏପଟେ ୩୫ରୁ ଅଧିକ ଯାତ୍ରୀଙ୍କୁ ନେଇ ଆସୁଥିବା ମୋ ବସ୍ ପଛପଟୁ ପ୍ରଥମେ ଟିପର୍ କୁ…

କିଟ୍ ଓ କିସ୍ ପକ୍ଷରୁ ମାରାଥନ; ପାଟାଥନରେ ଶାଢ଼ି ପିନ୍ଧି ଦୌଡ଼ିଲେ ୬ ହଜାର ମହିଳା

ଭୁବନେଶ୍ୱର: କିଟ୍ ଓ କିସ୍ ପକ୍ଷରୁ ଚଳିତ ବର୍ଷ ଓଡ଼ିଶାର ୩୭ଟି ସ୍ଥାନ ଓ ଭାରତର ୬୫ରୁ ଅଧିକ ସ୍ଥାନରେ ମିନି ମାରାଥନ ଆୟୋଜନ କରାଯାଇଛି। ଏହାର ଏକ ଅଂଶ ବିଶେଷ ଭାବେ ଭୁବନେଶ୍ୱରରେ ନିଆରା ଢଙ୍ଗରେ ‘ପାଟାଥନ’ ଆୟୋଜନ କରାଯାଇଥିଲା। ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ଚାଲିଥିବା ଏହି ପାଟାଥନର ଦ୍ୱିତୀୟ…

ଗୁଦୁରାମୁଣ୍ଡା ଗାଁରେ ଗୋଷ୍ଠୀ ସଂଘର୍ଷ; ଚାଲିଗଲା ଜଣଙ୍କ ଜୀବନ

ବରଗଡ:ମଦ ଭାଟିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ହୋଇଛନ୍ତି । ବରଗଡ଼ ଭେଡେନ ଥାନା ଅନ୍ତର୍ଗତ ଅରେଇଗୁଡ଼ି ପଞ୍ଚାୟତ ଗୁଦୁରାମୁଣ୍ଡା ଗାଁରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଛି । ମୃତକ ଜଣକ ହେଲା ମହେଶ୍ବର ବେହେରା। ମହେଶ୍ୱର ଓ ତାଙ୍କ…

ଉତ୍କର୍ଷ ଓଡିଶା କନକ୍ଲେଭ; ୫ ଲକ୍ଷର ପୁଞ୍ଜିନିବେଶ ଆଶା

ଭୁବନେଶ୍ୱର: ଉତ୍କର୍ଷ ଓଡିଶା–ମେକ୍ ଇନ୍ ଓଡିଶା କନ୍କ୍ଲେଭ୍ ୨୦୨୫। ଭୁବନେଶ୍ୱରର ଜନତା ମଇଦାନରେ ତିନି ଦିନ ଧରି ଆୟୋଜିତ ହେବ ଉତ୍କର୍ଷ ଓଡିଶା ପୁଂଜିନିବେଶ ଶିଖର ସମ୍ମିଳନୀ। ୨୦୨୫ ଜାନୁଆରୀ ୨୮ରୁ ୩୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଏହି ସମ୍ମିଳନୀ। ଉତ୍କର୍ଷ ଓଡ଼ିଶା କନ୍କ୍ଲେଭ୍ର ପ୍ରାଥମିକ…