Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିମାପଡା, ଗୋପ ଗସ୍ତ କରି ଅଦିନିଆ ବର୍ଷାଜନିତ କ୍ଷୟକ୍ଷତିର ଆକଳନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିମାପଡା, ଗୋପ ଗସ୍ତ କରିଛନ୍ତି । ଏହି ସମୟରେ ସେ ଅଦିନିଆ ବର୍ଷାଜନିତ କ୍ଷୟକ୍ଷତିର ଆକଳନ କରିଛନ୍ତି । ଗୋପ ବ୍ଲକ ଅଧିନସ୍ଥ ଅଣ୍ଢିରା ଇଚ୍ଛାପୁର ପଞ୍ଚାୟତର ବେଣିପୁର, ମାଧଗାଡ଼ିଆ, ଇଚ୍ଛାପୁର, ଆଳିଚର, ବଡ଼ମଠ, ଅଣ୍ଢିରା ଗ୍ରାମ,…

ଉଜୁଡ଼ା ଫସଲ ଦେଖିଲେ ନବୀନ; ତୁରନ୍ତ କ୍ଷତିପୂରଣ ପାଇଁ କଲେ ଦାବି

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଞ୍ଜାମ ଗସ୍ତ କରିଛନ୍ତି । ଏହି ଗସ୍ତ ସମୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି କ୍ଷୟକ୍ଷତି ସମ୍ପର୍କରେ ପଚାରି ବୁଝିଛନ୍ତି । ଏହା ସହ କ୍ଷତିଗ୍ରସ୍ତ ଶେରଗଡ଼ର ଟକରଡ଼ା, ହିଞ୍ଜିଳିର ପୋଡିଙ୍ଗି, ଆସ୍କାର ବରଗାଁ, କବିସୂର୍ଯ୍ୟନଗରର…

ନିଖିଳ ଓଡିଶା ଆଇନଜୀବୀ ସଂଘର ସଭାପତି ହେଲେ ବିଭୁ ପ୍ରସାଦ ତ୍ରପିାଠୀ

ମାଲକାନଗିରି: ନିଖିଳ ଓଡିଶା ଆଇନଜୀବୀ ସଂଘର ସଭାପତି ଭାବେ ଆଇନଜୀବୀ ବିଭୁ ପ୍ରସାଦ ତ୍ରିପାଠୀ ନିର୍ବାଚିତ ହୋଇଛନ୍ତି । ମାଲକାନଗିରିରେ ଆୟୋଜିତ ସଂଘର ୫୩ ତମ ବାର୍ଷିକ ଅଧିବେଶନରେ ରାଜ୍ୟର ପ୍ରତିଷ୍ଠିତ ଆଇନଜୀବୀ ତଥା ରାଜ୍ୟ ବାର୍ କାଉନସିଲର ସଦସ୍ୟ ବିଭୁ ପ୍ରସାଦ ତ୍ରିପାଠୀ ଓ ରାଇରଙ୍ଗପୁର…

ପ୍ରବାସୀ ଭାରତୀୟ ଦିବସରେ ଗଡିବ ଡବଲ ଡେକର ବସ୍

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ଗଡ଼ିବ ଡବଲ ଡେକର୍ ବସ୍। ୨ଟି ଇଲେକ୍ଟ୍ରିକ ଡବଲ ଡେକର ବସ୍ ମୁମ୍ୱାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଲାଣି। ଏନେଇ କ୍ରୁଟ୍ ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟଫର୍ମ 'ଏକ୍ସ'ରେ ସୂଚନା ଦିଆଯାଇଛି। କ୍ରୁଟ୍ ପକ୍ଷରୁ ବସର ଫଟୋ ମଧ୍ଯ ଶେୟାର…

ଓଡିଶା ଫେରିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ବର: ଆଜି ଓଡିଶା ଫେରିଛନ୍ତି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ । ମୁଣ୍ଡରେ ଗଭୀର ଆଘାତ ଲାଗିଥିବା କାରଣରୁ ତାଙ୍କର ନୋଏଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିଲା । ତେବେ ସେ ସୁସ୍ଥ ହୋଇ ଆଜି ଓଡ଼ିଶା ଫେରିଥିବା ସୂଚନା ରହିଛି । ସାଂସଦ ପ୍ରତାପ ଷଡ଼ଙ୍ଗୀ…

ଶିମିଳିପାଳରେ ୧୩ ଶିକାରୀଙ୍କୁ ଧରିଲା ଏଆଇ

ମୟୂରଭଞ୍ଜ: ବନ ବିଭାଗର କାମକୁ ସହଜ କଲା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) । ଶିମିଳିପାଳ ଅଭୟାରଣ୍ୟରେ ୧୩ ଶିକାରୀଙ୍କୁ ଧରାଇଦେଲା ଏଆଇ । ଏଆଇର ତଥ୍ୟ ଆଧାରରେ ବନ ବିଭାଗ ୧୩ ଜଣ ଶିକାରୀଙ୍କୁ ଗିରଫ କରିବାପରେ ସଫଳ ହୋଇଛି । ସମସ୍ତ ଅଭିଯୁକ୍ତ କରଞ୍ଜିଆ ଥାନା ଅଧୀନର ବୋଲି ଜଣା ପଡିଛି ।…

ନନ୍ଦନକାନନରେ ବୟସ୍କ ସିମ୍ପାଞ୍ଜି ମୃତ

ଭୁବନେଶ୍ୱର: ଭୁବନେଶ୍ୱର ନିକଟସ୍ଥ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୟସ୍କ ସିମ୍ପାଞ୍ଜି ଜୁଲୁର ସୋମବାର ଦିନ ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଜୁଲୁ ବାର୍ଦ୍ଧକ୍ଯ ଜନିତ ଅସୁସ୍ଥତା ପାଇଁ ପ୍ରାଣୀ ଉଦ୍ୟାନର ଚିକିତ୍ସାଳୟରେ ଚିକିତ୍ସାଧୀନ ହେଉଥିଲା। ମୃତ୍ୟୁ ବେଳକୁ ତାକୁ ୩୬ ବର୍ଷ ବୟସରେ…

ନୂଆ ସରକାରଙ୍କ ପୁରୁଣା ବର୍ଷ

ଭୁବନେଶ୍ବର: ବର୍ଷ ୨୦୨୪ ଓଡିଶା ରାଜନୀତିରେ ଆଣିଥିଲା ଟର୍ଣ୍ଣିଂ ପଏଣ୍ଟ । ୨୪ବର୍ଷର ବିଜେଡି ଶାସନରେ ବ୍ରେକ୍ ଲଗାଇ ପ୍ରଥମ ଥର ପାଇଁ ବିଜେପି କ୍ଷମତାକୁ ଆସିଥିଲା । ଲୋକଙ୍କ ସରକାରର ନାରା ଲଗାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ଅନେକ ସମୟରେ ଭିନ୍ନ ଭିନ୍ନ କାରଣକୁ ନେଇ ବିରୋଧୀଙ୍କ…

ଜନ ସମୁଦ୍ର ପାଲଟିଛି ବଡଦାଣ୍ଡ: ଅସମ୍ଭାଳ ଭିଡରେ ୧୦ ଅସୁସ୍ଥ

ପୁରୀ: ନୂଆବର୍ଷ ପାଖେଇ ଆସୁଥିବାରୁ ଏବେ ଛୁଟିରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଛୁଟିଛି ଭକ୍ତଙ୍କ ସୁଅ । ଜନସମୁଦ୍ର ପାଲଟିଛି ଶ୍ରୀମନ୍ଦିର ପରିସର । ବର୍ଷର ଶେଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚିଥିବା ବେଳେ ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ…

ଫେବୃଆରୀରୁ ଆୟୁଷ୍ମାନ: ଜାଣନ୍ତୁ କେମିତି କରିବେ ଆବେଦନ…

ଭୁବନେଶ୍ବର: ରାଜ୍ୟରେ ଫେବୃଆରୀରୁ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଯୋଜନା । ଆସନ୍ତା ବର୍ଷ ଫେବୃଆରୀରୁ ରାଜ୍ୟରେ ଉଭୟ ଆୟୁଷ୍ମାନ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟବାସୀ ଉପକୃତ ହୋଇପାରିବେ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ…