Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତ ପ୍ରସଙ୍ଗ: ‘ଦୋଷଦର୍ଶୀ ନୁହଁ ଦୂରଦୃଷ୍ଟି ହେବା ଉଚିତ’

ଭୁବନେଶ୍ବର: ଆଜିଠୁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଙ୍ଗାପୁରରେ ଶିଳ୍ପପତିଙ୍କୁ ଭେଟି ପୁଞ୍ଜି ଆକର୍ଷଣ କରିବେ । ଏଥିସହ ବଡ଼ବଡ଼ ପେଟ୍ରୋ କେମିକାଲ୍ସ ହବ୍ ବୁଲି ଦେଖିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ସିଙ୍ଗାପୁର ଗସ୍ତ ନେଇ…

ପୁଣି ରାଜଧାନୀରେ ଲଜ୍ଜା: ୭ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ଦିନକୁ ଦିନକୁ ଅସୁରିକ୍ଷିତ ହେବାରେ ଲାଗିଛି ସ୍ମାର୍ଟ ସିଟି ଭୁବନେଶ୍ବର । ପୁଣି ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ଲିଙ୍ଗରାଜ ଥାନା ଅଞ୍ଚଳରେ ୭ ବର୍ଷୀୟ ଝିଅକୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଏତଲା ହୋଇଥିବା ବେଳେ ଏନେଇ ଅଧିକ ତଦନ୍ତ କରୁଛି ପୋଲିସ୍ ।…

ଡିବ୍ରୁଗଡ଼-କନ୍ୟାକୁମାରୀ ଏକ୍ସପ୍ରେସରେ ନିଆଁ, ଟଳିଲା ବଡ ବିପଦ

ଭଦ୍ରକ: ଡିବ୍ରୁଗଡ଼-କନ୍ୟାକୁମାରୀ ଏକ୍ସପ୍ରେସ ଟ୍ରେନରେ ନିଆଁ । ଭଦ୍ରକର ରମ୍ଭିଳା ନିକଟରେ ଡିବ୍ରୁଗଡ଼-କନ୍ୟାକୁମାରୀ ବିବେକ ସୁପରଫାଷ୍ଟ ଏକ୍ସପ୍ରେସ୍‌ରେ ଅଗ୍ନିକାଣ୍ଡ ଘଟିଥିବାର ଖବର ମିଳିଛି । ବ୍ରେକ ବାଇଣ୍ଡିଂରେ ନିଆଁ ଲାଗି ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ତେବେ ସୂଚନା…

କଟକ ଓ ସମ୍ବଲପୁରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

କଟକ: ସମ୍ବଲପୁର ଓ କଟକରେ ହେବ ମହାନଦୀ ରିଭର ଫ୍ରଣ୍ଟ । ଏହା ସାବରମତୀ ରିଭର ଫ୍ରଣ୍ଟ ଭଳି ହେବ । ଦୁଇଟି ପ୍ରକଳ୍ପ ପାଇଁ ୨ ଶହ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି । ଐତିହାସିକ ବାଲି ଯାତ୍ରାକୁ ଉଦଘାଟନ ସମୟରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ଭୁଵନେଶ୍ବର ମେଟ୍ରୋ ରେଳ…

ସିଙ୍ଗାପୁରର ବିଭିନ୍ନ ଶିଳ୍ପପତିଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରାଯିବ: ମୋହନ ମାଝୀ

ଭୁବନେଶ୍ଵର: ୬ ଦିନିଆ ସିଙ୍ଗାପୁର ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଦିଲ୍ଲୀରେ ପହଞ୍ଚିବା ପରେ ସେଠାରୁ ସିଙ୍ଗାପୁର ଯିବେ ମୁଖ୍ୟମନ୍ତ୍ରୀ । ୧୭ରୁ ୨୦ ଯାଏ ୩ ଦିନିଆ ସିଙ୍ଗାପୁର ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସିଙ୍ଗାପୁରରେ ଶିଳ୍ପପତିଙ୍କୁ ଭେଟି ପୁଞ୍ଜି ଆକର୍ଷଣ…

ସରିଲା କାର୍ତ୍ତିକ, ଆଜିଠୁ ପୁଣି ଖୋଲିଲା ଶ୍ରୀମନ୍ଦିର ୪ ଦ୍ଵାର

ପୁରୀ: ଶେଷ ହୋଇଛି ଧର୍ମ ମାସ କାର୍ତ୍ତିକ । ନିଜ ନିଜ ଘରକୁ ଫେରିବେ ହବିଷ୍ୟାଳି । ସେପଟେ କାର୍ତ୍ତିକ ମାସ ଶେଷ ହେବା ଶ୍ରୀମନ୍ଦିରରୁ ହଟିଛି କାର୍ତ୍ତିକ କଟକଣା । ଆଜିଠୁ ପୁଣିଥରେ ଶ୍ରୀମନ୍ଦିରର ଚାରିଦ୍ବାର ଦେଇ ଭିତରକୁ ପ୍ରବେଶ କରିପାରିବେ ଭକ୍ତ । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର…

ବିମାନ ଯାତ୍ରୀଙ୍କ ପାଇଁ ଖୁସି ଖବର; ଭୁବନେଶ୍ୱର-ଝାରସୁଗୁଡାରୁ ଏହି ସହରକୁ ଆରମ୍ଭ ହେବ ବିମାନ ସେବା

ଭୁବନେଶ୍ୱର: ଯୋଗାଯୋଗ ବ୍ୟବସ୍ଥା କୁ ଆହୁରି ସୁଦୃଢ଼ କରିବାକୁ ରାଜ୍ୟ ସରକାର ନୂଆ ପଦକ୍ଷେପ ନେଉଛନ୍ତି । ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଆହୁରି ଅଧିକ ସହରକୁ ସିଧାସଳଖ ବିମାନ ଚଳାଚଳ କରିବାକୁ ନିଷ୍ପତ୍ତି ହୋଇଛି । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ…

ଛାଡଖାଇରେ ସଂକ୍ରାନ୍ତି, ଖାଁ ଖାଁ ଆମିଷ ବଜାର

ଭୁବନେଶ୍ଵର: ଶେଷ ହୋଇଛି ଧର୍ମ ମାସ କାର୍ତ୍ତିକ । ଆଜି ହେଉଛି ଛାଡଖାଇ । ଆଜି ଘରେ ଘରେ ଆମିଷ ହୋଇଥାନ୍ତା । କାହା ଘରେ ମାଛ ତ କାହା ଘରେ ମାଂସ କସା ହୋଇଥାନ୍ତା । କେଉଁ ରାତିରୁ ଦୋକାନରେ ଗ୍ରାହକଙ୍କ ଲାଇନ ଲାଗିଥାନ୍ତା । ଚଳଚଞ୍ଚଳ ହୋଇ ଉଠିଥାନ୍ତା ଆମିଷ ବଜାର । ଭଲ ଦୁଇ ପଇସା ବେପାର…

ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ ଉପରେ ଥିବା କଟକଣା ଅବଧି ୬ମାସକୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଯେଭଳି ପ୍ରଭାବିତ ନହେବ ସେଥିପାଇଁ ଜରୁରୀକାଳୀନ ମେଡିକାଲ ସେବା ଯୋଗାଉଥିବା ଆମ୍ବୁଲାନ୍ସ କର୍ମଚାରୀମାନଙ୍କ ଆନ୍ଦୋଳନ ଉପରେ ଥିବା କଟକଣା ଅବଧିକୁ ବୃଦ୍ଧି କରାଯାଇଛି । ଆଉ ୬ ମାସ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଗୃହ ବିଭାଗ ପକ୍ଷରୁ…

ଆଦିବାସୀ ପିଲାମାନଙ୍କ ଉଜ୍ବଳ ଭବିଷ୍ୟ ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଆଜି ଜନତା ମୈଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଭଗବାନ ବିର୍ସା ମୁଣ୍ଡାଙ୍କୁ…