Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆମ୍ବୁଲାନ୍ସ କର୍ମଚାରୀଙ୍କ ଆନ୍ଦୋଳନ ଉପରେ ଥିବା କଟକଣା ଅବଧି ୬ମାସକୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଯେଭଳି ପ୍ରଭାବିତ ନହେବ ସେଥିପାଇଁ ଜରୁରୀକାଳୀନ ମେଡିକାଲ ସେବା ଯୋଗାଉଥିବା ଆମ୍ବୁଲାନ୍ସ କର୍ମଚାରୀମାନଙ୍କ ଆନ୍ଦୋଳନ ଉପରେ ଥିବା କଟକଣା ଅବଧିକୁ ବୃଦ୍ଧି କରାଯାଇଛି । ଆଉ ୬ ମାସ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଗୃହ ବିଭାଗ ପକ୍ଷରୁ…

ଆଦିବାସୀ ପିଲାମାନଙ୍କ ଉଜ୍ବଳ ଭବିଷ୍ୟ ପାଇଁ ୧୫୩୫ କୋଟି ଟଙ୍କା ଖର୍ଚ୍ଚ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ଆଜି ଜନତା ମୈଦାନରେ ରାଜ୍ୟସ୍ତରୀୟ ବିର୍ସାମୁଣ୍ଡାଙ୍କ ଜୟନ୍ତୀ ଏବଂ ଜନଜାତୀୟ ଗୌରବ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଭଗବାନ ବିର୍ସା ମୁଣ୍ଡାଙ୍କୁ…

ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ ଓ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ ଶ୍ରଦ୍ଧାଳୁ

ପୁରୀ: ଶ୍ରୀମନ୍ଦିରକୁ ୪ ଦ୍ବାର ଦେଇ ପ୍ରବେଶ କରିବା ଉପରେ ହଟିଲା କଟକଣା । ଏବେ ଆଉ ଦୀର୍ଘ ସମୟ ପର୍ଯ୍ୟନ୍ତ ବାହାରେ ‌ଅପେକ୍ଷା ନକରି ୪ ଦ୍ବାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିପାରିବେ ଶ୍ରଦ୍ଧାଳୁ । ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଶ୍ରୀମନ୍ଦିର…

ଲୁଗା ଦୋକାନରେ ଅଗ୍ନିକାଣ୍ଡ, ପୋଡିଗଲେ ମାଲିକ

ଜଟଣୀ: ଖୋର୍ଦ୍ଧା ଜିଲ୍ଲା ଜଟଣୀ ରାଜା ବଜାରରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗିଯାଇ ଲକ୍ଷାଧିକ ଟଙ୍କାର ଲୁଗା ପୋଡ଼ି ଜଳି ପାଇଁଶ ହୋଇଯାଇଛି । ଏହାସହ ଦୋକାନ ଭିତରେ ଥିବା ମାଲିକ ମଧ୍ୟ ଏଥିରେ ପୋଡିହୋଇ ମୃତ୍ୟୁ ହୋଇଛି । ଆଜି ଅପରାହ୍ନ ସମୟରେ ଜଟଣୀ ରାଜା ବଜାରରେ ଥିବା ସୂର୍ଯ୍ୟ…

ଧରତୀ ଆବା ‘ବିର୍ସା ମୁଣ୍ଡା’: କାହିଁକି ଆଜି ଭାରତ ତାଙ୍କୁ ଭଗବାନ୍ କହୁଛି?

ଭୁବନେଶ୍ବର: ବିର୍ସା ମୁଣ୍ଡା, ସେ ବୀର, ସେ ଅମର, ଆଦିବାସୀ ନେତା ତଥା ସ୍ବାଧୀନତା ସଂଗ୍ରାମୀ । ଆଜି ତାଙ୍କୁ ଦେଶ ଭଗବାନ୍ ସମ୍ବୋଧନ କରୁଛି । ଆଦିବାସୀ ସମ୍ପ୍ରଦାୟର ଗର୍ବର ଚିରସ୍ଥାୟୀ ପ୍ରତୀକ ବିର୍ସାମୁଣ୍ଡା ଆଜି ୧୫୦ ବର୍ଷ ବୟସରେ ପାଦ ଥାପିଛନ୍ତି । ଯାହାଙ୍କର ଜନ୍ମଜୟନ୍ତୀ ପାଳୁଛି ସାରା…

ଦୁର୍ବୁତ୍ତ ଜାଳିଦେଲେ ଶହେ କ୍ବିଣ୍ଟାଲ ଧାନ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ ବ୍ଲକ ତେଣ୍ଡାପାଲି ପଞ୍ଚାୟତ ପଦ୍ମପୁର ଗାଁରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା । ଧାନ କଟା ହୋଇ ଗଦା ମରାହୋଇ ରଖା ଯାଇଖିବାବେଳେ ସେଥିରେ କେହି ଦୁର୍ବତ୍ତ ନିଆଁ ଲଗାଇ ଦେଇଥିବା ଜଣାପଡିଛି । ଫଳରେ ବର୍ଷକର ଅମଳ ଧାନ ଜଳିପୋଡି ପାଉଁଶ ହୋଇଯାଇଛି ।…

ମା’ ସାଜିଲା ରାକ୍ଷସୀ: ପ୍ରେମିକ ସହ ମିଶି ପିଲାକୁ ଦେଲା ଚେଙ୍କ

ଭୁବନେଶ୍ବର: ଭୁବନେଶ୍ୱରର ମୈତ୍ରୀବିହାର ଥାନା ମହାବୀର ବସ୍ତିରେ ଘଟିଛି ଲୋମଟାଙ୍କୁରା ଘଟଣା । ସ୍ବାମୀ ଥାଉ ଥାଉ ପରକୀୟା ପ୍ରିତିରେ ବୁଡି ରହୁଥିଲା ମାଆ । ବିରୋଧ କରିବାରୁ ପିଲାଙ୍କୁ ଚେଙ୍କ ଦେଉଥିଲା ମାଆର ପ୍ରେମିକ । ଖବରପାଇ ଦୁଇ ପିଲାଙ୍କୁ ଉଦ୍ଧାର କରିଛି ପୋଲିସ । ଖବର ମୁତାବକ,…

ଗ୍ୟାସ୍ ଟାଙ୍କି ଫାଟି ୩ ଗୁରୁତର

ରାୟଗଡ଼ା: ଗ୍ୟାସ ଟାଙ୍କି ଫାଟି ୩ ଜଣ ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣା ଘଟିଛି ରାୟଗଡା ଜିଲ୍ଲା ହତିପଥର ରୋଡ଼ ରାଣୀଗୁଡାଫାର୍ମ ନିକଟରେ । ଗୁରୁତରଙ୍କୁ ପ୍ରଥମେ ରାୟଗଡା ଜିଲ୍ଲା ସ୍ଵାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ଦୁଇ ଜଣଙ୍କୁ ବ୍ରହ୍ମପୁର ଏବଂ ଜଣଙ୍କୁ ଆନ୍ଧ୍ରପ୍ରଦେଶର…

ଓଡ଼ିଶାର ଗୌରବମୟ ଇତିହାସକୁ ମନେପକାଇଲେ ବିଏଚୟୁ ଛାତ୍ରୀଛାତ୍ର ଓ ପ୍ରବାସୀ ଓଡ଼ିଆ ସଂଗଠନ

ବାରଣାସୀ/ଭୁବନେଶ୍ୱର: ଓଡ଼ିଶାର ଗୌରବମୟ ଇତିହାସ ଏବଂ ଐତିହପୂର୍ଣ୍ଣ ସଂସ୍କୃତିର ମୂକସାକ୍ଷୀ କାର୍ତ୍ତିକ ପୂର୍ଣ୍ଣିମାକୁ ପ୍ରବାସୀ ଓଡ଼ିଆ ସଂଗଠନ ବାରାଣସେୟ ଉତ୍କଳ ସମାଜ ପକ୍ଷରୁ ଉତ୍ସାହପୂର୍ଣ୍ଣ ପରିବେଶରେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟରେ (ବି.ଏଚ.ୟୁ) ପାଳନ କରାଯାଇଛି । କାର୍ତ୍ତିକ…

ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ମୃତଦେହ ଉଦ୍ଧାର: ହତ୍ୟା ନା ଆତ୍ମହତ୍ୟା?

ଭଦ୍ରକ: ରେଳ ଧାରଣାରୁ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର। ଭଦ୍ରକ କେନ୍ଦୁଆପଦା ରେଳ ଷ୍ଟେସନ ନିକଟସ୍ଥ ଧାରଣାରୁ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସାବରଙ୍ଗ ଥାନା ଅଧିନ କେଦାରପୁର ପଞ୍ଚାୟତ ଶେରପୁର ଗ୍ରାମର ଲଲାଟେନ୍ଦୁ ବାରିକ। ତେବେ ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ…