Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ପେସା’ ପାଇଁ ଲୋକଙ୍କ ମତ ନେବେ ସରକାର

ଭୁବନେଶ୍ବର: ଖୁବ୍ ଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ପେସା ଆଇନ୍ । ଏହି ପେସା ଆଇନ୍ ଲାଗୁ ପୂର୍ବରୁ ଲୋକଙ୍କ ମତ ନେବେ ରାଜ୍ୟ ସରକାର । ଏହା ଲାଗୁ ପାଇଁ ଲୋକଙ୍କ ମତ ନେବା ସହ ସଚେତନତା ସଭା କରିବେ ସରକାର । ଆଜି ଜନତା ମଇଦାନରେ ଜନଜାତୀୟ ଗୌରବ ଦିବସରେ ଏଡି ଘୋଷଣା କରିଛନ୍ତି…

ନୂଆ ବାଘୁଣୀର ନାଁ ଜିନତ୍, ଶିମିଳିପାଳ ସଫ୍ଟ ଏନକ୍ଲୋଜରରେ ଛଡ଼ାଯିବା ନେଇ ସୂଚନା

ବାରିପଦା: ମହାରାଷ୍ଟ୍ରରୁ ଅଣାଯାଇଥିବା ନୂଆ ବାଘୁଣୀକୁ ଶିମିଳିପାଳ କବାଟଘାଇ ଅଞ୍ଚଳରେ ପ୍ରସ୍ତୁତ ସଫ୍ଟ ଏନକ୍ଲୋଜରରେ ଛଡ଼ାଯିବ ।ସଫ୍ଟ ଏନକ୍ଲୋଜରରେ ଛଡ଼ାଯିବା ନେଇ ସୂଚନା ଦେଇଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ । ଶିମିଳିପାଳ ନର୍ଥର ଚହଲା ନିକଟ ସଫ୍ଟ ଏନକ୍ଲୋଜରରେ ଛଡ଼ାଯିବ । ତେବେ ତଡ଼ବା…

ଆଜିଠୁ ଆରମ୍ଭ ଐତିହାସିକ ‘ବାଲିଯାତ୍ରା’: କୁହେ ଗୌରବମୟ ନୌବାଣିଜ୍ୟ ପରମ୍ପରାର ଇତିହାସ

କଟକ: ଆଜିଠୁ ଆରମ୍ଭ ହେବାକୁ ଯାଉଛି କଟକର ଐତିହାସିକ ବାଲିଯାତ୍ରା । କାହିଁ କେତେ କାଳରୁ ଏହା ଆମ ନୌବାଣିଜ୍ୟ ପରମ୍ପରାର ମୂକସାକ୍ଷୀ ପାଲଟିଛି । ଇତିହାସ କୁହେ, ୨୦୦୦ ହଜାର ବର୍ଷ ପୂର୍ବରୁ ଓଡିଆ ସାଧବ ପୁଅମାନେ ଜାଭା ସୁମାତ୍ରା ଭଳି ଦ୍ବୀପଗୁଡିକୁ ବାଣିଜ୍ୟ କାରବାର କରିବାକୁ ଆଜିର ଦିନରେ…

ପାରାଦୀପ ବନ୍ଦର ପ୍ରଗତିର ମୁଖଶାଳା: ମୁଖ୍ୟମନ୍ତ୍ରୀ

ପାରାଦୀପ: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ସେଥିପାଇଁ ଚଳଚଞ୍ଚଳ ସାରା ରାଜ୍ୟ । ସକାଳୁ ସକାଳୁ ବିଭିନ୍ନ ଜଳାଶୟରେ ଡଙ୍ଗା ଭସାଇଛନ୍ତି ରାଜ୍ୟବାସୀ । ସେପଟେ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ପାରାଦୀପ ବନ୍ଦରରେ ଅନୁଷ୍ଠିତ ହୋଇଛି ବୋଇତ ବନ୍ଦାଣ ଉତ୍ସବ । କାର୍ଯ୍ୟକ୍ରମର ଉଦ୍‌ଘାଟନ…

ଡଙ୍ଗା ଭସାବେଳେ ଚାଲିଗଲା ନାବାଳିକାଙ୍କ ଜୀବନ

ମାଲକାନଗିରି: ଡଙ୍ଗା ଭସାଇବା ବେଳେ ଅଘଟଣ । ଡଙ୍ଗାରୁ ପଇସା ସଂଗ୍ରହ କରିବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ଜଣେ ନାବାଳିକାର ମୃତ୍ୟୁ । ମୃତକ ହେଉଛନ୍ତି ମାଲକାନଗିରି ନିକଟସ୍ଥ ଚମ୍ପାନଗର ଗ୍ରାମର ୧୨ ବର୍ଷିୟ ସାବିତ୍ରୀ ହନ୍ତାଳ । ସୂଚନା ଅନୁସାରେ, ଆଜି ସକାଳୁ ସାଙ୍ଗମାନଙ୍କ ସହ ଗାଁ…

ଗ୍ରୋସରୀ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ରାଉରକେଲା: ସୁରୁଚି ବଜାରରେ ଭୟଙ୍କର ଅଗ୍ନିକାଣ୍ଡ। ରାଉରକେଲା ସିଭିଲଟାଉନସିପ୍ ସୁରୁଚି ବଜାରରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ରହିଛି । ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ନିଆଁ…

ଆ – କା – ମା – ବୈ: ଶେଷ ହେଲା ଧର୍ମ ମାସ କାର୍ତ୍ତିକ

ଭୁବନେଶ୍ଵର: କାର୍ତ୍ତିକ ପୂର୍ଣ୍ଣିମାପାଇଁ ଚଳଚଞ୍ଚଳ ସାରା ଓଡ଼ିଶା । ଭୋରୁ ଭୋରୁ ହଜାର ହଜାର ଶଦ୍ଧାଳୁ ଡଙ୍ଗା ଭସାଉଥିବା ଦେଖିବାକୁ ମିଳିଛି । ପୁରୀ ବେଳାଭୂମି, ଭୁବନେଶ୍ୱର ବିନ୍ଦୁସାଗର, କୁଆଖାଇରେ ଶ୍ରଦ୍ଧାଳକୁ ମାନେ ଭୋର ୪ ଟାରୁ ଉଠି ଶ୍ରଦ୍ଧାଳୁମାନେ ଡଙ୍ଗା ଭସାଇଛନ୍ତି । ବିଶ୍ୱାସ ରହିଛି…

ଶିମିଳିପାଳକୁ ଆସିଲା ଦ୍ଵିତୀୟ ବାଘୁଣୀ

ମୟୂରଭଞ୍ଜ: ପ୍ରଥମେ ଯମୁନା ପରେ ଆଜି ପୁଣି ଶିମିଳିପାଳକୁ ଆସିଲା ଦ୍ବିତୀୟ ବାଘୁଣୀ । ମହାରାଷ୍ଟ୍ର ତାଡ଼ବା ଅନ୍ଧାରୀ ଟାଇଗର ରିଜର୍ଭରୁ ଆସି ମୟୂରଭଞ୍ଜ ଶିମିଳିପାଳ ଅଭୟାରଣ୍ୟରେ ପହଞ୍ଚିଛି ଆଉ ଏକ ବାଘୁଣୀ । ଭବିଷ୍ୟତରେ ବାଘ ସଂଖ୍ୟା ବୃଦ୍ଧି ପାଇଁ ବାହାର ରାଜ୍ୟରୁ ଦୁଇଟି ବାଘୁଣୀ ଆଣିବା…

ରୂପାରେ ଛାଉଣି ହେବ ଶ୍ରୀମନ୍ଦିର ସଂହଦ୍ବାର ଓ ପତିତପାବନଙ୍କ ମନ୍ଦିର

ପୁରୀ: ଶ୍ରୀମନ୍ଦିର ସିଂହଦ୍ବାର ଜମଶିଳା ତଥା ଦ୍ବାର ବନ୍ଧ ଓ ପତିତପାବନଙ୍କ ମନ୍ଦିରକୁ ସଂପୂର୍ଣ୍ଣ ଭାବେ ରୂପାରେ ଛାଉଁଣି କରାଯିବ । ଏନେଇ ଗୁରୁବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ନିଷ୍ପତ୍ତି ହୋଇଛି ।…

ଆସିଲା ନୂଆ ନିୟମ; ଆଗକୁ ପରୀକ୍ଷାରେ କପି କଲେ ୫ ବର୍ଷ ଜେଲ୍..

ଭୁବନେଶ୍ବର: କେନ୍ଦ୍ରର ମାର୍ଗ ଦର୍ଶନରେ ଓଡ଼ିଶା ବିଭିନ୍ନ ସରକାରୀ ଚାକିରି ପାଇଁ ନୂଆ ନୀତି ଆପଣାଇଛି । ଚାକିରି ପାଇଁ ହେଉଥିବା ପରୀକ୍ଷା ବା ଇଣ୍ଟରଭ୍ୟୁରେ ଅସାଧୁ ଉପାୟକୁ ରୋକ୍‍ ଦେବା ଲାଗି ସରକାରଙ୍କ ପକ୍ଷରୁ ଏହି ନିୟମରେ କଡ଼ା ଦଣ୍ଡ ବିଧାନ କରାଯାଇଛି । ଓଡ଼ିଶା ସରକାରଙ୍କ ବିଭିନ୍ନ…