Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶହୀଦ ମାଧୋ ସିଂହ ସ୍ମାରକୀ ମହାବିଦ୍ୟାଳୟ ନାମରେ ନାମିତ ହେଲା ଘେଁସ କଲେଜ

ଭୁବନେଶ୍ୱର: ବରଗଡ ଜିଲ୍ଲା ଘେଁସଠାରେ ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଅବସରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘେଁସ ଗ୍ରାମରେ ଶହୀଦଙ୍କ ସ୍ମାରକୀ ପ୍ରତିଷ୍ଠା ହେବ ଏବଂ ଏଥିରେ ତାଙ୍କ ପ୍ରତିମୂର୍ତ୍ତୀ…

ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବ: ୩୫୦ ନୃତ୍ୟଶିଳ୍ପୀ ସହ ବିଦେଶରୁ ଭାଗନେଇଥିଲେ ୧୫ ନୃତ୍ୟଶିଳ୍ପୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ହେଉଥିବା ଅନ୍ତର୍ଜାତୀୟ ଓଡ଼ିଶୀ ନୃତ୍ୟ ମହୋତ୍ସବର ଉଦ୍‌ଯାପନୀ କାର୍ଯ୍ୟକ୍ରମ ରବୀନ୍ଦ୍ର ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାରେ…

Sand Art: ବାଲୁକା କଳାରେ ବିଶ୍ୱକୁ ନବବର୍ଷର ଶୁଭେଚ୍ଛା ଓ ଶାନ୍ତିର ବାର୍ତ୍ତା…

ପୁରୀ: ରାତି ପାହିଲେ ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆବର୍ଷକୁ ସ୍ବାଗତ କରିବ ସମସ୍ତ ବିଶ୍ବ । ଏନେଇ ଚାରିଆଡେ ଉତ୍ସବ ମୁଖର । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ନୂତନ ବର୍ଷକୁ ସ୍ୱାଗତ କରି ସାରା ବିଶ୍ୱକୁ ଇଂରାଜୀ ନୂତନ ବର୍ଷ ର ଅଭିନନ୍ଦନ…

ନୋ ପିୟୁସିସି, ନୋ ଫୁଏଲ ନୀତି; ପୁଣି ବଢିଲା ଅବଧି

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର (ପିୟୁସିସି) ବିନା ନୋ ଫୁଏଲ' ନୀତି ଲାଗୁ କରିବା ପାଇଁ ସମୟସୀମାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିବା ନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ବୁଧବାର ଦିନ ସୂଚନା ଦେଇଛନ୍ତି। ତେବେ ଗାଡ଼ି ଚାଳକ ମାନଙ୍କୁ ଅଯଥା ଚାପ ବିନା ଆବଶ୍ୟକ…

ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ

ଭୁବନେଶ୍ବର: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଇଛନ୍ତି । ୪୭ ତମ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ଵ ନେଇଛନ୍ତି ଅନୁ ଗର୍ଗ । ଲୋକସେବା ଭବନରେ ସେ ବିଧିବଦ୍ଧ ଭାବେ  ଦାୟିତ୍ଵ ଗ୍ରହଣ କରିଛନ୍ତି ।  …

୧୮ ମାସରେ ୪୦,୯୪୭ ମହିଳାଙ୍କ ବିରୋଧରେ ଅପରାଧ ମାମଲା ରୁଜୁ: ବିଜେଡି

ଭୁବନେଶ୍ୱର: ଗତ ୧୮ ମାସର ବିଜେପି ଶାସନରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେବା ସହିତ ଓଡିଶା ସାରା ଦେଶରେ ନିନ୍ଦିତ ଓ ଲଜ୍ଜିତ ହୋଇଛି ବୋଲି ବିଜୁ ଜନତା ଦଳ କହିଛି । ମହିଳାଙ୍କ ବିରୋଧରେ ଅପରାଧ ସଂଖ୍ୟାରେ ଏହି ୧୮ ମାସରେ ଅହେତୁକ ବୃଦ୍ଧି ପାଇଛି ବୋଲି ବିଜେଡି ତଥ୍ୟ…

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି; ସ୍ପଷ୍ଟୀକରଣ ରଖିଲା ମନ୍ଦିର ପ୍ରଶାସନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଦ୍ୱାରା ପ୍ରସ୍ତୁତ କ୍ୟାଲେଣ୍ଡରରେ ଏକ ତ୍ରୁଟି ଦେଖାଯିବା ପରେ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛି ମନ୍ଦିର ପ୍ରଶାସନ। ତ୍ରୁଟି ସମ୍ପର୍କରେ ଚିନ୍ତା ପ୍ରକାଶ କରି ମନ୍ଦିର ସେବାୟତ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ; ବାରଙ୍ଗ ଅତିରିକ୍ତ ତହସିଲଦାର ଗିରଫ

କଟକ: କଟକ ବାରଙ୍ଗର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ତଦନ୍ତ ବେଳେ ତାଙ୍କ ପାଖରେ ଆୟ ବର୍ହିଭୂତ ସମ୍ପତ୍ତି ଥିବା ନେଇ ଜଣାପଡ଼ିଥିଲା। ଯେଉଁଥିରେ ଭୁବନେଶ୍ୱରରେ ୨ଟି ବହୁମହଲା କୋଠା,…

ବଢିବ ଶ୍ରୀମନ୍ଦିର ପରିଚାଳନା ଆୟ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ହଜାର ହଜାର ଏକର ଜମି ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଅବ୍ୟବସ୍ଥିତ ଢଙ୍ଗରେ ପଡ଼ିରହିଛି। ଏଥିରୁ ଶ୍ରୀମନ୍ଦିରର କିଛି ଆୟ ମଧ୍ୟ ହେଉନାହିଁ। ଏହିସବୁ ସମସ୍ୟାର ସମାଧାନ ନେଇ ପ୍ରସ୍ତାବ ଉପରେ ଆଇନ, ପୂର୍ତ୍ତ ଓ ଅବକାରୀ…

Abhijit Majumdar update: ସୁସ୍ଥ ହେଉଛନ୍ତି ଅଭିଜିତ୍, ଦୁଇଦିନ ଭିତରେ ଏମ୍ସରୁ ହୋଇପାରନ୍ତି ଡିସଚାର୍ଜ

ଭୁବନେଶ୍ବର: ଓଡ଼ିଶା ବାସୀଙ୍କ ପାଇଁ ଖୁସି ଖବର। ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଦୁଇଦିନ ଭିତରେ ଏମ୍ସରୁ ହୋଇପାରନ୍ତି ଡିସଚାର୍ଜ ।ଲୋକପ୍ରିୟ ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର। ସେ ଏବେ ସଙ୍କଟରୁ ବାହାରିଛନ୍ତି ସ୍ବାସ୍ଥ୍ୟବସ୍ଥାରେ ସୁଧାର…