Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଞ୍ଚୁକରେ ପରିବା ଦର ଆକାଶ ଛୁଆଁ

ଭୁବନେଶ୍ବର: କାର୍ତ୍ତିକ ମାସ ଓ ପଞ୍ଚୁକ ପାଇଁ ଏବେ ଆକାଶ ଛୁଆଁ ହୋଇଛି ପରିବା ଦର । ବଜାରକୁ ୧୦୦୦ ଟଙ୍କା ନେଇକି ଗଲେ ବି ବ୍ୟାଗ୍ ଟିଏ ପରିବା ହେଉନି । ଯେଉଁ ପରିବାକୁ ଛୁଇଁଲେ ନିଆଁ ପରି ଦର କରୁଛନ୍ତି ଦୋକାନୀ ଫଳରେ ଇଚ୍ଛା ଥିଲେ ବି ମୁହଁ ଫେରେଇ ଆଣୁଛନ୍ତି ଗ୍ରାହକ । ବର୍ତ୍ତମାନ ଶୀତ…

‘ଲିଜରେ ଚାଲିଥିଲା ବିଜେଡି: ଏବେ ଆଇସିୟୁରେ, ସାଲାଇନ ଲାଗିଛି’

ଭୁବନେଶ୍ବର: ବିଜେଡିର ଆୟୁଷ ବହୁତ କମ୍ । ଏବେ ତ ବିଜେଡି ଆଇସିୟୁରେ ଅଛି । ସାଲାଇନ୍ ଲାଗିଛି । ନବୀନ ପୁଣି ମୁଖ୍ୟମନ୍ତ୍ରୀ ହେବା ନେଇ ବରିଷ୍ଠ ବିଜେଡି ନେତା ଅତନୁଙ୍କ ବୟାନଙ୍କୁ କଡା ସମାଲୋଚନା କରି ଆଜି ଏପରି କିଛି ଜବାବ ରଖିଛନ୍ତି ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା…

ଗୋଆର ଭ୍ରମ ସୃଷ୍ଟି କରିବ ଚନ୍ଦ୍ରଭାଗା: ପାଇବ ଅତ୍ୟାଧୁନିକ ସ୍ପର୍ଶ

ପୁରୀ: ଗୋଆ ଏବଂ ପଣ୍ଡିଚେରୀ ବେଳାଭୂମି ପରି ଚନ୍ଦ୍ରଭାଗାକୁ ଛୁଟିବ ପର୍ଯ୍ୟଟକଙ୍କ ସୁଅ । ଅତ୍ୟାଧୁନିକ ସ୍ପର୍ଶରେ ନୂଆ ରୂପ ନେବାକୁ ଯାଉଛି ଚନ୍ଦ୍ରଭାଗା । ଚନ୍ଦ୍ରଭାଗା ବେଳାଭୂମି ଠାରୁ ଇକୋରିଟ୍ରିଟ୍ ପର୍ଯ୍ୟନ୍ତ ନବୀକରଣ କାର୍ଯ୍ୟ ହେବା ସହ ଏହା ଗୋଆ ବିଚ୍ ଭ୍ରମ ସୃଷ୍ଟି କରିବ । ଏଥିପାଇଁ…

ପୋଲିସ ପୋଷାକରେ ଡକାୟତି, ୩ ଗିରଫ

କନ୍ଧମାଳ: ପୋଲିସ ପୋଷାକ ପିନ୍ଧି ଲୋକଙ୍କ ଠାରୁ ଟଙ୍କା ଲୁଟୁଥିଲେ ନକଲି ପୋଲିସ । ୩ ଜଣଙ୍କୁ ଗିରଫ କରିଛି ଅସଲି ପୋଲିସ । ଏଭଳି ଅଜବ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲା ସୀମାବର୍ତ୍ତୀ ମୋହନ ଗିରି ଫାଣ୍ଡି ଅନ୍ତର୍ଗତ ରୁବେନ ଗାଁରେ । ଖବର ମୁତାବକ, ୭ ଜଣ ଲୁଟେରା…

ୟୁଟ୍ୟୁବରେ ବିଧାୟକଙ୍କୁ ଆକ୍ଷେପ କରିବା ପଡିଲା ମହଙ୍ଗା, ଯୁବକ ଗିରଫ

କେନ୍ଦ୍ରାପଡା: ୟୁଟ୍ୟୁବରେ ବିଧାୟକଙ୍କୁ କଟାକ୍ଷ କରି ବନ୍ଧା ହେଲେ ଯୁବକ । ଏଭଳି ଖବର ସାମ୍ନାକୁ ଆସିଛି କେନ୍ଦ୍ରାପଡା ଜିଲ୍ଲାରୁ । ଯାଜପୁର ଜିଲ୍ଲା ଧର୍ମଶାଳ ବିଧାୟକ ହିଂମାଶୁ ଶେଖର ସାହୁଙ୍କ ବିରୋଧରେ ଲଗାତାର କିଛି ମାସ ହେବ ଆପତ୍ତିଜନକ ମନ୍ତବ୍ୟ ପୋଷ୍ଟ କରି ଗିରଫ ହେଲେ ୟୁଟ୍ୟୁବର ଜୟଦେବ…

ରାଜଧାନୀରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ପୁଣି ଅସୁରକ୍ଷିତ ହୋଇପଡିଛି ରାଜଧାନୀ । ରାତି ଅଧରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୁତ୍ତ । ଛୁରୀ ଓ ସର୍ଜିକାଲ ବ୍ଲେଡ଼ରେ କଲେ ମରଣାନ୍ତକ ଆକ୍ରମଣ । ଏଭଳି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ବରର ବଡଗଡ଼ ଅଞ୍ଚଳରେ । ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ବଡଗଡ଼ ଗାଁର…

ଭରତପୁର ଥାନା ମାମଲା: ଆସିଲା ସାଇଣ୍ଟିଫିକ୍ ରିପୋର୍ଟ

ଭୁବନେଶ୍ଵର: ଭରତପୁର ଥାନାରେ ପୋଲିସ ଓ ମେଜର ବିବାଦ ମାମଲା । ଆସିଲା ନିଲମ୍ବିତ ୫ ପୋଲିସ ଅଧିକାରୀଙ୍କ ସାଇଣ୍ଟିଫିକ୍ ରିପୋର୍ଟ । କ୍ରାଇମବ୍ରାଞ୍ଚ ହାତରେ ହସ୍ତଗତ ହୋଇଛି ଗୁଜରାଟ ଡିଏଫଏସଏଲର ରିପୋର୍ଟ । ପୂର୍ବତନ ଆଇଆଇସି ଦୀନକୃଷ୍ଣଙ୍କ ବି ଟେଷ୍ଟ ରିପୋର୍ଟ ଆସିଛି । ପଲିଗ୍ରାଫ ଟେଷ୍ଟ…

ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା, ୧୫ରୁ ବଢିବ ଶୀତ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ କାରଣରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପଶ୍ଚିମଦିଗକୁ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଆଡେ ଗତି କରିବ ବୋଲି ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର…

ପଞ୍ଚକ ବ୍ରତ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ପୁରୀ: ଆଜିଠୁ କାର୍ତ୍ତିକ ମାସର ମହାପଞ୍ଚୁକ ବ୍ରତ । ତିଥି କ୍ଷୟ ଯୋଗୁଁ ଏଥର ୫ ଦିନ ବଦଳରେ ୪ ଦିନ ପଞ୍ଚୁକ ବ୍ରତ ପାଳନ କରାଯିବ । ଅନ୍ୟପଟେ ପଞ୍ଚୁକ ପାଇଁ ଭିଡ଼ରେ ଉଛୁଳିଲାଣି ଶ୍ରୀମନ୍ଦିର । ପବିତ୍ର ପଞ୍ଚୁକ ଅବସରରେ ପୁରୀରେ ନାହିଁ ନଥିବା ଭିଡ ଦେଖିବାକୁ ମିଳିଛି । ପୁରୀ ଶ୍ରୀମନ୍ଦିର…

ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ: ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା

ଆଠଗଡ: ଆଜିଠୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ବାବା ଧବଳେଶ୍ଵରଙ୍କ ପୀଠ। ପ୍ରଥମ ଦିନରେ ପ୍ରଭୁ ଧବଳେଶ୍ୱର ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି । ସେଥିପାଇଁ ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ ୧୦୮ ଗରା ଜଳରେ ମହାଦେବଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ,…