Latest Odisha News

BREAKING NEWS

Browsing Category

ଓଡିଶା

Odisha

୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ, ଶୁଭେଚ୍ଛା ଜଣାଇଲେ ଡିଜିପି

ଭୁବନେଶ୍ବର : ଘୋଷଣା ହେଲା କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ ପୁରସ୍କାର। ରାଜ୍ୟର ୩ ପୋଲିସ ଇନ୍ସପେକ୍ଟରଙ୍କୁ ମିଳିବ କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ। ଅପରାଧୀକ ମାମଲାର ତଦନ୍ତରେ ଉଲ୍ଲେଖନୀୟ ସଫଳତା ପାଇଁ ଏହି ପୁରସ୍କାର ଦିଆଯିବ ବୋଲି ସୋସିଆଲ ମିଡ଼ିଆ ହ୍ୟାଣ୍ଡେଲ ଏକ୍ସରେ ଡିଜିପି…

ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ ୨୦୧ କୋଟି ଦେବେ କେନ୍ଦ୍ର ସରକାର

ଭୁବନେଶ୍ବର: ରାଜ୍ୟରେ ଅଗ୍ନିଶମ ସେବାର ଆଧୁନିକୀକରଣ ପାଇଁ କେନ୍ଦ୍ର ସରକାର ଦେବେ ୨୦୧.୧୦କୋଟି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ କମିଟି ବୈଠକରେ ଓଡ଼ିଶା, ଛତିଶଗଡ଼ ଓ ପଶ୍ଚିମବଙ୍ଗରେ ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସମ୍ପ୍ରସାରଣ ପାଇଁ କେନ୍ଦ୍ର…

ବଦଳି କିମ୍ବା ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ ଆକ୍ସନ

ଭୁବନେଶ୍ୱର: ବଦଳି କିମ୍ବା ପୋଷ୍ଟିଂ ପାଇଁ ଚାପ ପକାଇଲେ ଆକ୍ସନ ନିଆଯିବ ବୋଲି ଓଡିଶା ସରକାର କର୍ମଚାରୀ ମାନଙ୍କୁ କଡା ଚେତାବନୀ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସମସ୍ତ ବିଭାଗର ସଚିବମାନଙ୍କୁ ଲେଖିଥିବା ଚିଠିରେ କହିଛନ୍ତି ଯେ ବଦଳି ଏବଂ ପୋଷ୍ଟିଂ ପାଇଁ କୌଣସି ଅଧିକାରୀଙ୍କ…

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ରେ ଯୋଗ ଦେବେ ୨୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହେଉଛି। ନଭେମ୍ବର ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ  ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ୍-୩ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ବ୍ଲକ ଓ…

ମଙ୍ଗଳବାର ରାଜ୍ଯର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଦ୍ବାରା ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ସମେତ…

ମିସ୍‍ ଟିନ୍‍ ୟୁନିଭର୍ସ ମୁକୁଟ ହାତେଇଲେ କିଟ୍‍ ଛାତ୍ରୀ ତ୍ରିଷ୍ଣା ରାୟ

ଭୁବନେଶ୍ୱର: ଦକ୍ଷିଣ ଆଫ୍ରିକାରେ ଅନୁଷ୍ଠିତ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ସୁନ୍ଦରୀ ପ୍ରତିଯୋଗିତାରେ କିଟ୍‍ ବିଶ୍ୱବିଦ୍ୟାଳୟ ଫେସନ୍‍ ସ୍କୁଲ୍‍ ଛାତ୍ରୀ ତ୍ରିଷ୍ଣା ରାୟ ବାଜିମାତ କରିଛନ୍ତି। ଏହା ସହ ମିସ୍‍ ଟିନ୍‍ ୟୁନିଭର୍ସ ୨୦୨୪ ଟାଇଟଲ୍‍ ହାସଲ କରିଛନ୍ତି। କିଟ୍‍ ଫେସନ୍‍ ଟେକ୍ନୋଲୋଜି…

ବଦଳିଲା ଧ୍ଵଜା ବନ୍ଧା ନୀତି ସମୟ

ପୁରୀ: ଶ୍ରୀମନ୍ଦିରରେ ଧ୍ଵଜା ବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩.୩୦ ରୁ ୪.୦୦ ଘଟିକା ମଧ୍ୟରେ ହୋଇଛି। କାର୍ତ୍ତିକ ମାସରେ ଶ୍ରୀମନ୍ଦିର ଭିତରେ ପ୍ରବଳ ଭିଡ଼ ହେଉଥିବାରୁ ଏହାକୁ ନଜରରେ ରଖି ଧ୍ଵଜା ବନ୍ଧା ନୀତି ସମୟରେ ପରିବର୍ତ୍ତନ କରାଯାଇଥିଲା। ବିଶେଷ କରି ପବିତ୍ର କାର୍ତ୍ତିକ…

ଏବେଠୁ ମହିଳା କର୍ମଚାରୀଙ୍କୁ ମିଳିବ ବର୍ଷକୁ ୧୨ ଦିନ ଅତିରିକ୍ତ ଛୁଟି

ଭୁବନେଶ୍ବର: ଏବେଠୁ ମହିଳା କର୍ମଚାରୀ ପାଇବେ ୧୨ ଦିନ ଅତିରିକ୍ତ ଛୁଟି । ମହିଳା ସରକାରୀ କର୍ମଚାରୀଙ୍କୁ ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରାଯାଇଛି । ସମସ୍ତ ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ବୟସ ପୂରଣ ପର୍ଯ୍ୟନ୍ତ ଋତୁସ୍ରାବ ପାଇଁ ବାର୍ଷିକ…

ଦଳ ଭାଙ୍ଗିବ ନା ସରକାର ଗଢିବ?

ଭୁବନେଶ୍ବର: ଅତନୁଙ୍କ ମିଶାଣ ବଢିଲା ବିଜେପିର ଟେନସନ୍ ! ବିଜେପି ସରକାର ଭାଙ୍ଗିବାକୁ ଗେମପ୍ଲାନ୍ ! କଂଗ୍ରେସ ସହ ହାତ ମିଳାଇବ କି ବିଜେଡି? କାହିଁକି ବାରମ୍ବାର ସରକାରକୁ ଫେରିବାକୁ ହିସାବ ଦେଖାଉଛନ୍ତି ବିଜେଡି ନେତା? ପ୍ରଥମେ ଦେବାଶିଷ ସାମନ୍ତରାୟ, ମୁନ୍ନା ଖାଁ ଆଉ ଏବେ ଅତନୁ ସବ୍ୟସାଚୀ…

ଝାଡଖଣ୍ଡ ପ୍ରଚାର ମଇଦାନରେ ରଣହୁଙ୍କାର ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଝାଡଖଣ୍ଡ ପ୍ରଚାର ମଇଦାନରେ ରଣହୁଙ୍କାର ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବା ବେଳେ ମୁଖ୍ୟମନ୍ତ୍ରୀ ଆଜି ପ୍ରଚାର ମଇଦାନରେ ବିଜେପି ପାର୍ଥୀଙ୍କ ପାଇଁ ଭୋଟ ଅପିଲ୍ କରିବେ । ଏଥିପାଇଁ ଆଜି ଦିନିକିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ।  …