Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ବର ଡେଲଟା ଛକରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ୱର: ରବିବାର ରାତି ପ୍ରାୟ ସାଢେ ୧୦ଟାରେ ଭୁବନେଶ୍ବରରେ ଘଟିଛି ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଛି। ଜଣେ ଯୁବକ ଦ୍ରୁତ ଗତିରେ ଗାଡି ଚଲାଉଥିବା ବେଳେ ଭାରସାମ୍ୟ ହରାଇ ପ୍ରଥମେ ଡିଭାଇଡରକୁ ପିଟିବା ପରେ ଗଛକୁ ଜୋରରେ ଧକ୍କା ଦେଇଥିଲେ। ଫଳରେ ଘଟଣାସ୍ଥଳରେ…

ଛତିଶଗଡ଼ରେ ପିକଅପ୍ -ଟ୍ରାକ୍ଟର ଧକ୍କା: ୩ ଓଡ଼ିଆ ଶ୍ରମିକ ମୃତ, ୧୨ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡ଼ା ବ୍ଲକ ସୀମାନ୍ତ ବକାୱଣ୍ଡ ରାଜନଗର ନିକଟରେ ବିଳମ୍ବିତ ରାତିରେ  ପିକଅପ୍ -ଟ୍ରାକ୍ଟର ଧକ୍କାରେ ୩ ଜଣ ଓଡ଼ିଆ ଶ୍ରମିକ ପ୍ରାଣ ହରାଇଛନ୍ତି। ଏହି ଦୁର୍ଘଟଣାରେ ୧୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ମୃତକ ଶ୍ରମିକମାନେ ହେଲେ ଏମ କେରାଗାଁ ପଞ୍ଚାୟତ…

ମୋହନ ସରକାର ଆଣୁଛନ୍ତି ପ୍ରଦୂଷଣ ନିରୋଧ ନିୟମ, ପାଉଁଶ ଡମ୍ପିଂ ପାଇଁ କଡା କଟକଣା

ଭୁବନେଶ୍ଵର: ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି ପ୍ରସ୍ତୁତି।  ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉତ୍ତରାଞ୍ଚଳ ଆରଡିସିଙ୍କ କାର୍ଯ୍ୟାଳୟରେ ଏକ  ବୈଠକ ଅନୁଷ୍ଠିତ ହୋଇଛି। ମାସେ ମଧ୍ୟରେ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିବା ନେଇ ବୈଠକରେ ଆଲୋଚନା…

ପିକ୍‌ଅପ୍‌ – କଣ୍ଟେନର ଧକ୍କା ; ୨ ମୃତ, ୩ ଗୁରୁତର

ସମ୍ବଲପୁର : ସମ୍ବଲପୁରରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏହି ଅଘଟଣରେ ୨ ଜଣ ପ୍ରାଣ ହରାଇଥିବା ବେଳେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମ୍ବଲପୁର ସଦର ଥାନା ଅନ୍ତର୍ଗତ କୁଦପାଲି ନିକଟରେ ଆଜି ସନ୍ଧ୍ୟାରେ ଏକ ପିକ୍‌ଭ୍ୟାନ୍‌କୁ ଏକ କଣ୍ଟେନର ପଛରୁ ଧକ୍କା ଦେବାରୁ ୨ ଜଣ ଶ୍ରମିକଙ୍କ…

ବ୍ରହ୍ମପୁର ପୋଲିସର ଅଭିନବ ପୋଷ୍ଟ, ଦେଖିଲେ ହସ ଲାଗିବ

ବ୍ରହ୍ମପୁର: ବାପା ଓ ପୁଅକୁ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ପୋଲିସ ଚାରି ଜଣଙ୍କୁ ଗିରଫ କରିଛି। ତେବେ ଏନେଇ ପୋଲିସ ପକ୍ଷରୁ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ସୂଚନା ଦିଆଯାଇଛି। ତେବେ ପୋଷ୍ଟ ଏଭଳି ମଜାଦାର ହୋଇଛି ଯେ ହସିହସି ବେଦମ ହୋଇପଡିଛନ୍ତି ନେଟିଜେନ୍ସ। ବ୍ରହ୍ମପୁର…

ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ଝଲସିବ ପିପିଲି ଚାନ୍ଦୁଆ

ଭୁବନେଶ୍ବର: ସାରା ଦେଶରେ ଚମକିବ ପିପିଲି ଚାନ୍ଦୁଆ । ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ସ୍ଥାନ ପାଇବ ଓଡିଶା କାରୀଗରୀଙ୍କ ହାତର କଳା । ପିପିଲି ଚାନ୍ଦୁଆକୁ ନେଇ ଏପରି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ରାଷ୍ଟ୍ରୀୟ ସାଂସ୍କୃତିକ ମହୋତ୍ସବରେ ପିପିଲି…

ଚାଷରେ ପଛରେ ପଡିଛି ଓଡିଶା, ଆନ୍ଧ୍ର ମଡେଲ ଅନୁସରଣ ପାଇଁ ପରାମର୍ଶ

ଭୁବନେଶ୍ବର: ଓଡିଶା ଏକ କୃଷି ପ୍ରଧାନ ରାଜ୍ୟ ଭାବେ ବେଶ୍ ଜଣାଶୁଣା । ଭାତ ଏଠିକାର ପ୍ରଧାନ ଖାଦ୍ୟ । ହେଲେ ଏବେ ଓଡିଶା କାଳେ ଚାଷ କ୍ଷେତ୍ରରେ ପଛରେ ପଡିଛି । କୃଷି ପ୍ରଧାନ ରାଜ୍ୟ ଓଡିଶା ଚାଷରେ ପଛୁଆ ରହିଛି । କୃଷିକ୍ଷେତ୍ର ନେଇ ସୂଚନା ଦେଇ କିଛି ଏପରି ରିପୋର୍ଟରେ ଦର୍ଶାଇଛି ନୀତି ଆୟୋଗ…

‘ପୂର୍ବର ସରକାରଙ୍କୁ ଅନୁକରଣ କରୁଛନ୍ତି ମୋହନ ସରକାର’

ଭୁବନେଶ୍ବର: ଯାହା ନବୀନ ସରକାର ଅମଳରେ ହୋଇଥିଲା, ତାହାକୁ ଅନୁକରଣ କରୁଛନ୍ତି ଏବେକା ସରକାର । ଓଡିଶାବାସୀଙ୍କୁ ଭ୍ରମିତ କରି ଖାଲି ମିଛରେ ବାହାଦୁରି ନେଉଛନ୍ତି ସରକାର । ନୂଆ ସରକାରରେ କିଛି ବି ନୂତନତ୍ବ ନାହିଁ ବୋଲି କହି ପ୍ରେସମିଟ କରି ବର୍ଷିଛନ୍ତି ବିଜେଡି ମୁଖପାତ୍ର ତଥା ମିଡିଆ…

ଓଡିଶା ଇତିହାସ ଉପରେ ହେବ ଗବେଷଣା, କହିବ ଆମ ବୀର ପୁଅଙ୍କ ଗାଥା

ଭୁବନେଶ୍ବର: କ’ଣ ରହିଛି ଓଡିଶାର ପ୍ରକୃତ ଇତିହାସ? ଆଜିର ଓଡିଶାକୁ ତିଆରି କରିବା ପାଇଁ କେତେ ସଂଘର୍ଷ କରିଥିଲେ ଆମ ଓଡିଆ ମଉଡମଣି? ଏ ସବୁକୁ ନେଇ ଏବେ ଗବେଷଣା ହେବ । ଗବେଷଣା କହିବ, ଓଡିଶା ଇତିହାସର ଗାଥା । ଓଡ଼ିଆ ବରପୁତ୍ରଙ୍କ ଓ ଓଡ଼ିଶାର ପ୍ରକୃତ ଇତିହାସ ଜାଣିବାକୁ ଗବେଷଣା ହେବା ନେଇ…

ମିଲେଟ୍ ମିଶନ୍: ମା’ମାନଙ୍କୁ ଆହ୍ବାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମାଣ୍ଡିଆକୁ ପ୍ରୋତ୍ସାହିତ କରିବାକୁ ସମସ୍ତ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର । ଏନେଇ ଆଜି ରାଜ୍ୟ କୃଷି ବିଭାଗ ପକ୍ଷରୁ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ଆନ୍ତର୍ଜାତିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଲୋକସେବା ଭବନରେ ଆୟୋଜିତ ଏହି ସମ୍ମିଳନୀକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…