Latest Odisha News

BREAKING NEWS

Browsing Category

ଓଡିଶା

Odisha

ଷଷ୍ଠ ଡିଏଭି ୟୁନାଇଟେଡ୍ ଫେଷ୍ଟିଭାଲ: ଯୁବପିଢିଙ୍କୁ ନିଯୁକ୍ତି ଦାତା ବନାଇବାକୁ ହେବ

ଭୁବନେଶ୍ୱର:  ଷଷ୍ଠ ଡିଏଭି ୟୁନାଇଟେଡ୍ ଫେଷ୍ଟିଭାଲ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ କହିଛନ୍ତି, ସ୍ୱାମୀ ଦୟାନନ୍ଦ ସରସ୍ୱତୀ ଭାରତୀୟ ଶିକ୍ଷା ବ୍ୟବସ୍ଥାର ଏକ ସ୍ତମ୍ଭ ଥିଲେ। ସମାଜ ନିର୍ମାଣ ପାଇଁ ସେ ଶିକ୍ଷାକୁ ଏକ ମାଧ୍ୟମ…

ବର୍ଷାରେ ଭିଜିବ ବଡଦିନ ଓ ନୂଆବର୍ଷ: ୨୪ରୁ ପୁଣି ବର୍ଷା

ଭୁବନେଶ୍ବର: ବର୍ଷାରେ ଭିଜିବ ବଡଦିନ ଓ ନୂଆବର୍ଷ। ଆସନ୍ତା ଡିସେମ୍ବର ୨୪ ଓ ୨୫ରେ ସାରା ରାଜ୍ୟରେ ଦେଖିବାକୁ ମିଳିବ ବର୍ଷା ସହ ଘନ କୁହୁଡି। ରାଜ୍ୟରେ ଗତ କିଛି ଦିନ ହେବ ବର୍ଷା ଜାରି ରହିଥିବା ବେଳେ ଆଜି ପାଗ ପରିବର୍ତ୍ତନ ହୋଇଛି । ଆଜି ପାଗ ଶୁଖିଲା ରହିଥିବା ବେଳେ ଡିସେମ୍ବର ୨୪ ଓ ୨୫ରେ…

ପଶ୍ଚିମବଙ୍ଗର ହିନ୍ଦୀ ବିଶ୍ବବିଦ୍ୟାଳୟର କୁଳପତି ହେଲେ ଓଡିଶାର ନନ୍ଦିନୀ ସାହୁ

ଭୁବନେଶ୍ୱର: ପଶ୍ଚିମବଙ୍ଗର ହିନ୍ଦୀ ବିଶ୍ବବିଦ୍ୟାଳୟର କୁଳପତି ଭାବରେ ଦାୟିତ୍ବ ଗ୍ରହଣ କରିଛନ୍ତି ଓଡ଼ିଶାର ବିଶିଷ୍ଟ ଲେଖିକା ତଥା ଶିକ୍ଷାବିତ୍ ନନ୍ଦିନୀ ସାହୁ। ସେ ଇଂରାଜୀ ସାହିତ୍ୟରେ ୩ଟି ଗୋଲ୍ଡ ମେଡାଲ ପାଇଥିବା ବେଳେ ୨୧ଟି ବହି ମଧ୍ଯ ଲେଖିଛନ୍ତି। ସେ ବିଶ୍ବଭାରତୀର ପ୍ରଫେସର…

କୋରାପୁଟରୁ ୩୨୫ କେଜି ଗଞ୍ଜେଇ ଜବତ ଘଟଣା, ୨ ଗିରଫ

କୋରାପୁଟ: କୋରାପୁଟରୁ ୩୨୫ କେଜି ଗଞ୍ଜେଇ ଜବତ କରିବା ଘଟଣାରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଦୁଇ ଅଭିଯୁକ୍ତଙ୍କ ମଧ୍ୟରେ ରହିଛନ୍ତି କୋରାପୁଟ ଜିଲ୍ଲା ସିମିଳିଗୁଡା ଥାନା ଅଞ୍ଚଳର ଗୁରୁ ଖୋରା ଏବଂ ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଞ୍ଚଳ ଝାଡ଼ବାନ୍ଧର…

ରୁବେନଙ୍କ କଲମରୁ ନବୀନଙ୍କ ଜୀବନୀ: ସମୀର କହିଲେ, ଦ୍ବିମତ ନାହିଁ…

ଭୁବନେଶ୍ବର: ୨୦୨୪ରେ ୨୪ ବର୍ଷ ସରକାରର ପତନ ପରେ ଏହାରି ଉପରେ ଆଧାରିତ ଏକ ପୁସ୍ତକ ଲେଖିଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଆଉଟଲୁକ୍ ପତ୍ରିକାର ପୂର୍ବତନ ମୁଖ୍ୟ ସମ୍ପାଦକ ରୁବେନ ବାନାର୍ଜୀ । ଯେଉଁଥିରେ ୨୪ ବର୍ଷ ସରକାରର ପତନ ଆଉ ଏଥିରେ ଆଇଏଏସ୍ ଭିକେ ପାଣ୍ଡିଆନଙ୍କ ଭୂମିକା ବିଷୟରେ ଆଳୋଭପାତ…

ଆଉ ନାହାନ୍ତି ବରିଷ୍ଠ ନେତା ବିଜୟ ମହାନ୍ତି

ଭୁବନେଶ୍ବର: ଆଉ ନାହାନ୍ତି ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ବିଜୟ କୁମାର ମହାନ୍ତି । ଆଜି ସକାଳୁ ସକାଳୁ ହୃଦଘାତରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା । ତେବେ ବିଜୟ ମହାନ୍ତି ଆଜି ସକାଳୁ ହଠାତ୍ ଅସୁସ୍ଥ ହୋଇଯିବାରୁ ତାଙ୍କ ସଂପର୍କୀୟ…

ଜାନୁଆରୀ ୧୮ରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା

ଭୁବନେଶ୍ଵର: ଜାନୁଆରୀ ୧୮ ତାରିଖରୁ ଆରମ୍ଭ ହେବ ବିଦେଶୀ ପକ୍ଷୀ ଗଣନା । ପ୍ରଥମେ ହୀରାକୁଦ ଡ୍ୟାମରୁ ଆରମ୍ଭ ହେବ ପକ୍ଷୀ ଗଣନା । ଚଳିତ ବର୍ଷ ଅକ୍ଟୋବର ମାସରୁ ବିଦେଶୀ ପକ୍ଷୀ ହୀରାକୁଦ ଡ୍ୟାମକୁ ଆସୁଛନ୍ତି । ଯେଉଁମାନଙ୍କ ସୁରକ୍ଷା ପାଇଁ ବ୍ୟାପକ ବ୍ୟବସ୍ଥା କରିଛି ପ୍ରଶାସନ । ଏନେଇ ସୂଚନା…

ପହିଲାରୁ ଶ୍ରୀମନ୍ଦିରରେ ଧାଡିରେ ଜଗା ଦର୍ଶନ କରିବେ ଭକ୍ତ

ପୁରୀ: ସରିଲାଣି ପ୍ରାୟ ସମସ୍ତ ପ୍ରସ୍ତୁତି । ନୂଆବର୍ଷ ପହିଲାରୁ ଧାଡିରେ ଶୃଙ୍ଖଳିତ ଭାବେ ଜଗା ଦର୍ଶନ କରିବେ ଶ୍ରଦ୍ଧାଳୁ । ଆସନ୍ତା ୨୮ ତାରିଖ ଭିତରେ ସମସ୍ତ ପରିବର୍ତ୍ତନ ବ୍ୟବସ୍ଥା ସରିବା ବେଳେ ଏହାପରେ ଟ୍ରାଏଲ ଧାଡି ଦର୍ଶନ ହେବ । ପରେ ଜାନୁଆରୀ ୧ରୁ ଆରମ୍ଭ ହେବ ଧାଡି ଦର୍ଶନ । ଏନେଇ…

ଥରିବ ଓଡିଶା, ୬ ଜିଲ୍ଲାକୁ ଘନ କୁହୁଡି ଚେତାବନୀ

ଭୁବନେଶ୍ବର: ବେଶ୍ ଦୁଇ ଦିନର ଲଗାଣ ବର୍ଷା ପରେ ଆଜି କିଛି କିଛି ସ୍ଥାନରେ ପାଗ ସ୍ବାଭାବିକ ଦେଖିବାକୁ ମିଳିଛି । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆଜିଠୁ ବର୍ଷା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏଥିସହିତ ରାଜ୍ୟରେ ଶୀତର ପ୍ରକୋପ ବଢିବ ।…

ମାରାଥନ ଚାଲିଥିବାବେଳେ ଯୁବକଙ୍କୁ ଗୁଳିମାଡ଼

ରାଉରକେଲା: ମାରାଥନ୍ କାର୍ଯ୍ୟକ୍ରମ ଚାଲିଥିବା ବେଳେ ଗୁଳିମାଡ଼। ସେକ୍ଟର ୩ ଥାନା ସେକ୍ଟର ୨ ଛକରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଯୁବକଙ୍କ ପିଠିରେ ବାଜିଛି ଗୁଳି। କିଏ ଓ କାହିଁକି ଗୁଳି କଲେ ତାହା ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଯୁବକଙ୍କୁ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି।…