Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ୨ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍

ପୁରୀ: ଶ୍ରୀମନ୍ଦିରରେ ବିଶୃଙ୍ଖଳା ପାଇଁ ଦୁଇ ସେବାୟତଙ୍କୁ କାରଣ ଦର୍ଶାଅ ନୋଟିସ୍ । ମୁଖ ପଖାଳ ସେବକ ମଦନ ମୋହନ ଖୁଣ୍ଟିଆ ଏବଂ ବିଶ୍ବନାଥ ଖୁଣ୍ଟିଆଙ୍କୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ଶ୍ରୀମନ୍ଦିର ଆଇନ୍ ୨୧-କ ଧାରା ଅନୁସାରେ ଉଭୟଙ୍କ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆଜିଠୁ କମିବ ବର୍ଷା, ଜାରି ରହିବ କୋହଲା ପାଗ

ଭୁବନେଶ୍ଵର: ଆଜିଠୁ କମିବ ବର୍ଷା । ଜାରି ରହିବ କୋହଲା ପାଗ । ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗତ ୨ଦିନ ହେବ ଲାଗି ରହିଥିବା ଝିପି ଝିପି ବର୍ଷା ଆଜିଠାରୁ କମିବା ସମ୍ଭାବନା ରହିଛି । ତେବେ ଦକ୍ଷିଣ ଉପକୂଳ ଜିଲ୍ଲାରେ ଆଜି ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।…

ଦେଶରେ ଜଙ୍ଗଲ ପରିମାଣ ବୃଦ୍ଧି; ଓଡ଼ିଶାରେ ସର୍ବାଧିକ

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଦେଶରେ ଯେଉଁଭଳି ଭାବେ ଜନସଂଖ୍ୟା ବୃଦ୍ଧି ପାଉଛି ଜନବସତି ନେଇ ବହୁ ପରିମାଣର ଜଙ୍ଗଲ ନଷ୍ଟ କରାଯାଉଛି । ଏହା ସହ ଶିଳ୍ପାଞ୍ଚଳ ଓ ଚାଷ ପାଇଁ ମଧ୍ୟ ବହୁ ମାତ୍ରାରେ ଗଛ ଗୁଡିକ କାଟି ଦିଆଯାଉଛି । ଫଳରେ ଏହାର ସିଧା ସଳଖ ପ୍ରଭାବ ମୌସୁମୀ ପରିବର୍ତ୍ତନ, ପ୍ରଦୂଷଣ…

କୋଟିଏ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

ମୋହନା: ଗଜପତି ଜିଲ୍ଲାରେ ଜାରି ରହିଛି ଅପରେସନ ଗ୍ରୀନ କ୍ଲିନ୍‌। ଗଞ୍ଜେଇ ଚାଷ ଏବଂ ଏହାର ବିକ୍ରି ଉପରେ ରୋକ୍ ଉଦ୍ଦେଶ୍ୟରେ ଅବକାରୀ ବିଭାଗ ଜୋରଦାର ଚେଷ୍ଟା ଚଳାଇଛି। ଆଉ ଏହାରି ଭିତରେ ଶନିବାର ପ୍ରାୟ ୧ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରିଛି ଜିଲ୍ଲା ପୋଲିସ ଓ ଅବକାରୀ ବିଭାଗ। ସୂଚନା…

ସୋଆର ‘ଗ୍ରାଣ୍ଡ ହୋମ କମିଂ’ ସମାବେଶ: ପୁରାତନ ଛାତ୍ରଛାତ୍ରୀ ଶିକ୍ଷାନୁଷ୍ଠାନ ସହ ସମ୍ପର୍କ ସୁଦୃଢ଼ କରିବା ଆବଶ୍ୟକ

ଭୁବନେଶ୍ୱର: ସୋଆ ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି ପୁରାତନ ଛାତ୍ରଛାତ୍ରୀଙ୍କର ସମାବେଶ ‘ଗ୍ରାଣ୍ଡ ହୋମ କମିଂ’ । ୨୦୦୧ରୁ ୨୦୨୪ ଶିକ୍ଷା ବର୍ଷରେ ଶିକ୍ଷା ଗ୍ରହଣ କରିଥିବା ସୋଆର ପୁରାତନ ଛାତ୍ରଛାତ୍ରୀମାନେ ଏହି ସମାବେଶରେ ଏକତ୍ରିତ ହୋଇଥିଲେ। କାର୍ଯ୍ୟକ୍ରମରେ ଶିକ୍ଷା ଓ…

ଡିସେମ୍ବର ୨୫ ସୁଦ୍ଧା ହିତାଧିକାରୀମାନଙ୍କୁ ପିଡ଼ିଏସ୍‌ ଚାଉଳ ବଣ୍ଟନ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ନବରଙ୍ଗପୁର ଓ ଦେବଗଡ଼ ଜିଲ୍ଲାରେ ଗତକାଲି ସୁଦ୍ଧା ପିଡ଼ିଏସ୍‌ ଚାଉଳ ଉଠାଣ ଶେଷ ହୋଇଛି । ଖାଦ୍ୟ ସୁରକ୍ଷା ଅଧିନସ୍ଥ ହିତାଧିକାରୀମାନଙ୍କୁ ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଜାନୁୟାରୀ ୨୦୨୫ ପାଇଁ ମାସିକିଆ ରାସନ ପ୍ରଦାନ କରାଯାଉଛି । ଏଥି ନିମନ୍ତେ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ…

ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି

କୋରାପୁଟ : ଜନ୍ମ ମାଟିରେ ଶହୀଦ ଯବାନଙ୍କୁ ଦିଆଯାଇଛି ଶେଷ ଶ୍ରଦ୍ଧାଞ୍ଜଳି। ଜନସମୁଦ୍ର ପାଲଟିଲା ଗାଁ ଶ୍ମଶାନ। ସମସ୍ତଙ୍କ ହାତରେ ଜାତୀୟ ପତକା। ସମସ୍ତଙ୍କ ମୁହଁରେ ଶହୀଦ ଯବାନ ଅମର ରହେ, ଈଶ୍ୱର ଭାଇ ଅମର ରହେ ନାରା । ନରାରେ ପ୍ରକମ୍ପିତ ହେଉଥିଲା ପରିବେଶ ।  ଏମିତି ଶୋକାକୁଳ ଦୃଶ୍ୟ…

ମାଇଲ୍ ଖୁଣ୍ଟର ରଙ୍ଗ ଭିନ୍ନ ଭିନ୍ନ କାହିଁକି?

ଭୁବନେଶ୍ବର: ଆମେ କୌଣସି ସଡକ ଯାତ୍ରା କଲାବେଳେ ଆମର ପଥ ପଦର୍ଶକ ପାଲଟିଥାଏ ରାସ୍ତା କଡରେ ଥିବା ମାଇଲ୍ ଖୁଣ୍ଟ୍ । ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ଏହା ସ୍ଥାପନା କରାଯାଇଥାଏ । ଏହା ଆମର ଗନ୍ତବ୍ୟସ୍ଥଳ ବିଷୟରେ ସୂଚନା ଦେବା ସହ ତାହା କେତେଦୂର ଅଛି ଜଣାଇଥାଏ । ଆପଣକେବେ ଲକ୍ଷ୍ୟ କରିଥିଲେ…

ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍‌, ୫ ଗୁରୁତର

କେନ୍ଦ୍ରାପଡ଼ା: ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଲା ଯାତ୍ରୀବାହୀ ବସ୍‌।  ଏହି ଦୁର୍ଘଟଣାରେ ୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ୍ ଅନ୍ତର୍ଗତ ବଡପଡ଼ାଠାରେ ଏହି ଘଟଣା ଘଟିଛି । ସୂଚନା ଅନୁଯାୟୀ, ଆଜି କଟକରୁ କେନ୍ଦ୍ରାପଡ଼ାର ଜମ୍ବୁ ଯାଉଥିବା ଯାତ୍ରୀବାହୀ ବସ୍‌…

ଘରର ଏହି ଦିଗରେ କରନ୍ତୁ ରୋଷେଇ ଘର ନହେଲେ ଭୋଗିବେ ବାସ୍ତୁ ଦୋଷ

ଭୁବନେଶ୍ବର: ଘର ତିଆରି କରିବା ସମୟରେ ବାସ୍ତୁ ନିୟମକୁ ମନେ ରଖିବା ଅତ୍ୟନ୍ତ ଜରୁରୀ | ବିଶେଷକରି ରୋଷେଇ ଘର | କାରଣ ରୋଷେଇ ଘର କୌଣସି ଘରର ଏକ ଗୁରୁତ୍ଵପୂର୍ଣ୍ଣ ଅଂଶ ଭାବରେ ବିବେଚନା କରାଯାଏ | ବାସ୍ତୁଶାସ୍ତ୍ରୀଙ୍କ ଅନୁଯାୟୀ, ଯଦି ଆପଣ ରୋଷେଇ ଘର ସମ୍ବନ୍ଧୀୟ ନିୟମକୁ ଅଣଦେଖା କରନ୍ତି,…