Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚାକିରୀରୁ ନିଲମ୍ବିତ ମୋ ବସ୍ ଡ୍ରାଇଭର ଏବଂ କଣ୍ଡକ୍ଟର

ଭୁବନେଶ୍ୱର: ଚାକିରୀରୁ ନିଲମ୍ବିତ ମୋ ବସ୍ ଡ୍ରାଇଭର ଏବଂ କଣ୍ଡକ୍ଟର। ମୋ ବସ୍ ଚଳାଚଳ ସୁରକ୍ଷା ନିୟମଗୁଡିକର କଡ଼ାକଡ଼ି ଯାଞ୍ଚ ହୋଇଛି। ଗୁରୁତର ନିୟମ ଉଲ୍ଲଂଘନକୁ ଦୃଷ୍ଟିରେ ରଖି, କ୍ୟାପିଟାଲ୍ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଏକ ଡ୍ରାଇଭର ଏବଂ କଣ୍ଡକ୍ଟରଙ୍କୁ ଡ୍ୟୁଟି ସମୟରେ ତୁରନ୍ତ…

୨୦୨୯-୩୦ ସୁଦ୍ଧା ରାଜ୍ୟର ବିଦ୍ୟୁତ ଚାହିଦା ଦେଖି ରୋଡମ୍ୟାପ ପ୍ରସ୍ତୁତ କର: ମୁଖ୍ୟମନ୍ତ୍ରୀ

 ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ରାଜ୍ୟରେ ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷାରେ ଶକ୍ତି ବିଭାଗ ଉପରେ ନ୍ୟସ୍ତ ଥିବା ଶକ୍ତି ଉତ୍ପାଦନ, ବିଦ୍ୟୁତ ସରବରାହ ଓ ବଣ୍ଟନ ବ୍ୟବସ୍ଥା ଉପରେ ବିଷଦ ଆଲୋଚନା ହୋଇଥିଲା। ଆଲୋଚନା…

ତହସିଲ ଓ ସବରେଜିଷ୍ଟ୍ରାର ଅଫିସରେ ରହିବ ରେଜିଷ୍ଟର, ଆଗନ୍ତୁକ ଦେବେ ମତାମତ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ସମସ୍ତ ତହସିଲ ଓ ସବରେଜିଷ୍ଟ୍ରାର ଅଫିସକୁ ଯାଉଥିବା ବ୍ୟକ୍ତିମାନେ ନିଜର ମତାମତ ଓ ପ୍ରତିକ୍ରିୟାକୁ ରେଜିଷ୍ଟରରେ ଉଲ୍ଲେଖ କରିପାରିବେ। ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ଆଜି ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।…

ପଞ୍ଚକ ଓ ବଡଓଷା ସମୟରେ ଟ୍ରାଫିକ କଟକଣା, ଏହି ବ୍ରିଜରେ ବନ୍ଦ ରହିବ ଯାତାୟାତ..

କଟକ: ଆସନ୍ତା ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଗୁରୁଡିଝାଟିଆ ଥାନା ଅଧୀନସ୍ଥ ଧବଳେଶ୍ୱର ଶୈବ ପୀଠରେ ପଂଚକ ଓ ବଡଓଷା ପାଳନ କରାଯିବ। ଏହି ସମୟରେ ବିିଭିନ୍ନ ଜିଲ୍ଲାରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମନ୍ଦିରରେ ପୂଜାର୍ଚ୍ଚନା କରିବା ନିମନ୍ତେ ଏକତ୍ରିତ ହେବାର ଆଶା କରାଯାଏ। ଏଥିନିମନ୍ତେ…

ତହସିଲଦାରଙ୍କ ଫୋନ୍ କଲ୍ ପରେ ଅଚେତ ହୋଇଗଲେ ଆରଆଇ

କେନ୍ଦୁଝର: ତହସିଲଦାରଙ୍କ ଫୋନ୍ ପରେ ଅଚେତ ହୋଇଗଲେ ଆରଆଇ। କେନ୍ଦୁଝର ଜିଲ୍ଲାର ଘସିପୁରା ତହସିଲଦାର ଜଣେ ମହିଳା ରାଜସ୍ୱ ଇନ୍ସପେକ୍ଟର (ଆରଆଇ)ଙ୍କୁ ଫୋନ୍ ଯୋଗେ ଗାଳିଗୁଲଜ କରିବା ପରେ ଅଚେତ ହୋଇପଡିଥିବା ଜଣାଯାଇଛି। ଆରଆଇଙ୍କ ସ୍ୱାମୀଙ୍କ ଅଭିଯୋଗ ଅନୁସାରେ ଘସିପୁରାର ତହସିଲଦାର ଗତ କିଛି…

ଆଉ ୪ ଟି ହସ୍ତଶିଳ୍ପକୁ ମିଳିଲା ସରକାରୀ ଅନୁମୋଦନ

ଭୁବନେଶ୍ଵର : ଅନୁମୋଦିତ ହୋଇଥିବା ହସ୍ତଶିଳ୍ପ ତାଲିକାରେ ଯୋଡି ହୋଇଛି ଆଉ ୪ ହସ୍ତଶିଳ୍ପ।  ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ସରକାରୀ ଅନୁମୋଦନ ମିଳିଛି । ତାଲିକାରେ ୫୧ ନମ୍ବର ରୁ ୫୫ ନମ୍ବରରେ ଥିବା ହସ୍ତଶିଳ୍ପକୁ ଅନୁମୋଦନ ମିଳିଛି। ତାଲିକାରେ ଯୋଡି…

ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅକଲ୍ୟାଣ୍ଡରେ ଅବସ୍ଥାପିତ ହେବାକୁ ଥିବା କନସୁଲେଟ ଜେନେରାଲ

ଭୁବନେଶ୍ଵର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନ୍ୟୁଜିଲ୍ୟାଣ୍ଡ ସ୍ଥିତ ଅକଲ୍ୟାଣ୍ଡରେ କନସୁଲେଟ ଜେନେରାଲ ରୂପେ ଅବସ୍ଥାପିତ ହେବାକୁ ଥିବା ମଦନ ମୋହନ ସେଠୀ ସାକ୍ଷାତ କରିଛନ୍ତି। ସାକ୍ଷାତକାର ସମୟରେ…

ବୁଦା ମୂଳରୁ ଉଦ୍ଧାର ହେଲା ଅଲୋଡ଼ା ଶିଶୁକନ୍ୟା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ଭଅଁରା ଗାଁ ନିକଟରୁ ଏକ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି । ଶିଶୁ କନ୍ୟାଟିର ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ଥିବାବେଳେ ତାକୁ ମେଡ଼ିକାଲ୍‌ ଏସଏନସିୟୁରେ ଭର୍ତ୍ତି କରାଯାଇଛି । ଖବର ମୁତାବକ, କରଞ୍ଜିଆ ଥାନା ଅଧୀନ ଭଅଁରା ଗାଁ ବୁଦା…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୧୨ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: କିଛି ଦିନ ବ୍ୟବଧାନରେ ପୁଣି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଲଘୁଚାପରେ ପରିଣତ ହେବା ପରେ ପଶ୍ଚିମ ଦିଗକୁ ଗତି କରିବ ବୋଲି ସୂଚନା ମିଳିଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଆସନ୍ତା ଦୁଇଦିନ…

କଟକ ବାଲିଯାତ୍ରା ସମୟରେ ଫୁଟପାଥରେ ବସିପାରିବେନି ଉଠା ଦୋକାନୀ

କଟକ: ଆଉ କିଛି ଦିନର ଅପେକ୍ଷା ଏହା ପରେ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରା । ତେବେ ବାଲିଯାତ୍ରାକୁ ନେଇ କିଛି ନିଷେଧାଦେଶ ଜାରି କରାଯାଇଛି । ବାଲିଯାତ୍ରା ସମୟରେ ଫୁଟପାଥରେ ଉଠାଦୋକାନୀ ବସିପାରିବେ ନାହିଁ ବୋଲି ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଆଜି କଟକ ଜିଲ୍ଲାପାଳ…