Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟସ୍ତରୀୟ ପୋଷ୍ୟ ସନ୍ତାନ ନିର୍ଦ୍ଦେଶାବଳୀ ତାଲିମ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଆଇନଗତ ପୋଷ୍ୟ ଗ୍ରହଣ ହିଁ ପ୍ରତ୍ୟେକ ଶିଶୁକୁ ପରିବାର ଯୋଗାଇ ଦେବାର ପ୍ରକୃଷ୍ଟ ଉପାୟ। ଶିଶୁ ସୁରକ୍ଷା ବ୍ୟବସ୍ଥାର ପ୍ରତ୍ୟେକ ହିତାଧିକାରୀଙ୍କ ସକ୍ରିୟ ସହଭାଗିତା ଦ୍ୱାରା ଏହାକୁ ନିଶ୍ଚିତ କରାଯାଇ ପାରି। ଆଜି ଏକଦିବସୀୟ ରାଜ୍ୟସ୍ତରୀୟ ପୋଷ୍ୟ ଗ୍ରହଣ ନିୟମାବଳୀ, ୨୦୨୨ ତାଲିମ…

ବୟଫ୍ରେଣ୍ଡ…ବ୍ଲାକମେଲିଂ…ଗଣଦୁଷ୍କର୍ମ !

କଟକ: ବୟଫ୍ରେଣ୍ଡ ଦେଇଥିଲା ବିଶ୍ବାସରେ ବିଷ ! ଆପତ୍ତିଜନକ ଭିଡିଓ ଦେଖାଇ ବ୍ଲାକମେଲିଂ ! କଲେଜ ଛାତ୍ରୀଙ୍କୁ ବାରମ୍ବାର ଗଣଦୁଷ୍କର୍ମ! ବନ୍ଧାହେଲେ ବୟଫ୍ରେଣ୍ଡ ସହ ୬ଅଭିଯୁକ୍ତ । କଟକରେ ଏଭଳି ସାଂଘାତିକ ଅଭିଯୋଗ ଆସିଛି । ଛାତ୍ରୀଙ୍କ ବୟଫ୍ରେଣ୍ଡ ଓ ତାଙ୍କ ସାଙ୍ଗମାନେ ମିଶି ତାଙ୍କୁ…

ଓଡିଶାରେ ପୁଣି ଲଭ୍ ଜିହାଦ୍: ଜଗତସିଂପୁର ଯୁବତୀଙ୍କୁ ଫସାଇଥିଲା କଶ୍ମୀର ଯୁବକ

ଭୁବନେଶ୍ବର: ରାଜ୍ୟରେ ପୁଣି ଏକ ଲଭ୍ ଜିହାଦ୍ ମାମଲା ସାମ୍ନାକୁ ଆସିଛି । ଜଗତସିଂହପୁର ଜିଲ୍ଲାର ଜଣେ ଯୁବତୀଙ୍କ ସହ ପ୍ରେମ ସଂପର୍କର ଜାଲ ବୁଣିଥିଲା କଶ୍ମୀର ଯୁବକ । ଯୁବତୀଙ୍କୁ କଶ୍ମୀର ନେବା ପାଇଁ ଭୁବନେଶ୍ବରରେ ଆସି ପହଞ୍ଜିଥିଲା । ହେଲେ ଧରିପକାଇଥିଲା ଭୁବନେଶ୍ବର ପୋଲିସ୍ । ବର୍ତ୍ତମାନ…

ଭିଜିଲାନ୍ସ ହାତରେ ଡାକ୍ତର ବାବୁ, ସାଙ୍ଗରେ ଅଛନ୍ତି ଫାର୍ମାସିଷ୍ଟ

କୋରାପୁଟ: ଲାଞ୍ଚ ନେବା ପଡିଲା ମହଙ୍ଗା l ଭିଜିଲାନ୍ସ ହାତରେ ଧରାପଡ଼ିଲେ ଡାକ୍ତର ବାବୁ । କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ବିଶ୍ବଜିତ ଭୂୟାଁ ଓ ଫାର୍ମାସିଷ୍ଟ ଉତ୍ତମ ମହାକୁଡ଼ଙ୍କୁ ଧରିଛି ଭିଜିଲାନ୍ସ l ଲାଞ୍ଚ ନେଉଥିବା ବେଳେ ମାଡି ବସିଥିଲା…

ଆମ୍ବ ଟାକୁଆ ଟ୍ରାଜେଡି; ରାଜ୍ୟ ସରକାରଙ୍କୁ ସମାଲୋଚନା କଲା ବିଜେଡି

ଭୁବନେଶ୍ବର: କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛି ବିଜେଡି । ବିଜେଡିର ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା ଗୋଟେ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା…

୨୦୩୬ ସୁଦ୍ଧା ଓଡିଶା ହେବ ମହିଳା ବିରୋଧୀ ଅପରାଧ ମୁକ୍ତ ରାଜ୍ୟ: ମନ୍ତ୍ରୀ

ଭୁବନେଶ୍ବର: କଟକରେ ବ୍ଲାକମେଲ କରି ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିବା ଘଟଣାରେ ପୁରୁଷ ବନ୍ଧୁଙ୍କ ସମେତ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲଣ କରାଯିବା ପରେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ । ମହିଳା ବିରୋଧୀ ଅପରାଧରେ ଦୃଢ…

ଓଲଟିଲା ଯାତ୍ରୀବାହୀ ବସ୍; ଚାଳକ ମୃତ, ୩୦ ଯାତ୍ରୀ ଆହତ

ଦଶପଲ୍ଲା: ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ସୋରଡା ଛକରେ ଦୁର୍ଘଟଣା । ରାସ୍ତା କଡରେ ଥିବା ଏକ ଗଛକୁ ପିଟି ହୋଇ ଏଲଟିପଡିଲା ଯାତ୍ରୀବାହୀ ବସ୍‌ । ଫଳରେ ଦୁର୍ଘଟଣାରେ ବସ ଚାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ୩୦ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କେତେଜଣ ଗୁରୁତର ଥିବା ସୂଚନା…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡାମାଡ କଲା ଛାତ୍ର କଂଗ୍ରେସ

ଭୁବନେଶ୍ବର: ପୁଣି ତାତିଲେ ଛାତ୍ର କଂଗ୍ରେସ । ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ବାସଭବନ ଘେରାଉ କରି ହଙ୍ଗାମା କରିଛନ୍ତି ଛାତ୍ର କଂଗ୍ରେସ । ଉତ୍କଳ ବିଶ୍ବବିଦ୍ୟାଳୟର ଆଡମିଶନ ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ କରି ଘେରାଉ ସହ ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡାମାଡ଼ କରିଛନ୍ତି ।…

କଟକରେ ଲଜ୍ଜା: ଡିସିପି କହିଲେ ବ୍ଲାକମେଲକୁ ଭୟ କରନାହିଁ, ପୋଲିସଙ୍କୁ ଜଣାଅ..

କଟକ: କଟକରେ ଲଜ୍ଜା । ବ୍ଲାକମେଲ କରି ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହେବା ପରେ ଏହାକୁ ନେଇ ତତ୍ପରତା ଦେଖାଇଛି କଟକ ବାରବାଟି ପୋଲିସ୍ । ସଙ୍ଗେ ସଙ୍ଗେ ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୁକ୍ତମାନଙ୍କୁ ଗିରଫ କରିଛି ପୋଲିସ୍ । ଏହାକୁ ନେଇ ପ୍ରେସମିଟ୍ କରି ଅଧିକ…

ଆମ୍ବ ଟାକୁଆ ଜାଉ ମୃତ୍ୟୁ ଘଟଣା; ‘ରିପୋର୍ଟ ଆସିଲେ ମୃତ୍ୟୁର କାରଣ ତର୍ଜମା କରାଯିବ’

ଭୁବନେଶ୍ଵର: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାକୁ ନେଇ ଆସିଲା ବଡ଼ ଖବର । ରିପୋର୍ଟ ଆମର ହସ୍ତଗତ ହୋଇନି । ରାଜ୍ୟ ଫୋରେନସିକର ଯେଉଁ ରିପୋର୍ଟ ଗତକାଲି ଟିଭିରେ ଦେଖା ଯାଉଥିଲା, ତାହା ଜିଲ୍ଲା ରିପୋର୍ଟ । ଷ୍ଟେଟ…