Latest Odisha News

BREAKING NEWS

Browsing Category

ଓଡିଶା

Odisha

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତ ଦେହ

ଭୁବନେଶ୍ବର: ଭୁବନେଶ୍ବର ହଷ୍ଟେଲ ରୁମ୍‌ରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ । ଛାତ୍ରୀଜଣଙ୍କ ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟରରେ ମେଡିକାଲ ପାଇଁ କୋଂଚି ନେଉଥିବା ବେଳେ ହଷ୍ଟେଲରୁ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଏହା  ଆତ୍ମହତ୍ୟା ନା ହତ୍ୟା ତାହା ଅସ୍ପଷ୍ଟ ଥିବା…

ଭୁବନେଶ୍ବର ବିମାନବନ୍ଦରରେ ହଙ୍ଗାମା, ତାତିଲେ ଯାତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ତାତିଲେ ଯାତ୍ରୀ । ବିମାନ ଉଡାଣ ବାରମ୍ବାର ବାତିଲ୍ ହେବକୁ ନେଇ ଅସନ୍ତୋଷ ପ୍ରକାଶ କରି ଧାରଣାରେ ବସିଥିଲେ । ଯଥାଶୀଘ୍ର ସେମାନଙ୍କ ଯିବା ପାଇଁ ବିମାନ ବ୍ୟବସ୍ଥା କରିବା ପାଇଁ ଦାବି କରି ବିମାନ କର୍ତ୍ତୃପକ୍ଷଙ୍କ ଉପରେ ବର୍ଷିଥିଲେ ପାଖାପାଖି ୬୦ରୁ…

ଓଡିଶାରୁ ଚାରିଧାମକୁ ଗଡିବ ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ

ଭୁବନେଶ୍ୱର: ତୀର୍ଥଯାତ୍ରୀଙ୍କ ପାଇଁ ଖୁସି ଖବର l ଓଡିଶାରୁ ଚାରିଧାମକୁ ଗଡିବ ତୀର୍ଥଯାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ବସ । ସ୍ୱଳ୍ପ ଦରରେ ଚାରିଧାମ ବୁଲିପାରିବେ ଶ୍ରଦ୍ଧାଳୁ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଓଡିଶାରୁ ଅଯୋଧ୍ୟ, ତିରୁପତି, ମଥୁରା ଓ ବୃନ୍ଦାବନ ଭଳି…

ବନ୍ଧାହେଲେ ଇଡ୍‌କୋ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ

ଭୁବନେଶ୍ୱର: ବନ୍ଧାହେଲେ ଇଡ୍‌କୋ ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହ l ଗତକାଲି ଚଢ଼ାଉ ବେଳେ ବିଜୟ କୁମାର ଉଦୟସିଂହଙ୍କ ଘରୁ ଆଖି ଖୋସା ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ l ବିଳାସପୂର୍ଣ୍ଣ ୪ ମହଲା ବିଶିଷ୍ଟ ଘର, ତା' ଭିତରେ ପୁଣି ଅତ୍ୟାଧୁନିକ ଓ ଦାମୀ ଆସବାବପତ୍ର l କୋଟି କୋଟି…

କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

ଦେବଗଡ଼: ଏସଟିଏଫକୁ ବଡ଼ ସଫଳତା। ଦେବଗଡ଼ ଜିଲ୍ଲାରେ ଚଢ଼ଉ କରି ୧ ଟନ୍ ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି। ରିଆମାଳ ଥାନା ବଞ୍ଜାରୀ ଗାଁର ଏକ ଷ୍ଟକ ୟାର୍ଡରୁ ଜବତ ହୋଇଛି ୧ ଟନ୍ ଗଞ୍ଜେଇ। ଏକ ଟ୍ରକରୁ ୮୭ଟି ଗଂଜେଇ ଭର୍ତ୍ତି ଅଖା ଜବତ କରିଥିଲା STF। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ…

ମାଆ, ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାର ପର୍ଦ୍ଦାଫାସ: ପୁଅ, ନାତି ଗିରଫ

ସମ୍ବଲପୁର: ମାଆ, ଝିଅଙ୍କୁ ପୋଡ଼ି ହତ୍ୟା ଘଟଣାର ପର୍ଦ୍ଦାଫାସ। ମୃତ ବୃଦ୍ଧାଙ୍କ ପୁଅ ଓ ନାତିଙ୍କୁ ଗିରଫ କଲା ସଦର ଥାନା ପୋଲିସ। ଗତକାଲି ମାନେଶ୍ବର ହାଟପଦା ଅଞ୍ଚଳରେ ଘଟିଥିଲା ଜଘନ୍ୟକାଣ୍ଡ। ଘରେ ମାଆ, ଝିଅ ଶୋଇଥିବା ବେଳେ ଶ୍ୱାସରୁଦ୍ଧ କରି ମାରିଥିଲେ ପୁଅ ଓ ନାତି। ପ୍ରମାଣ ନଷ୍ଟ ପାଇଁ ୨…

ଶିମିଳିପାଳକୁ ଆସିବ ଆଉ ଏକ ବାଘୁଣୀ

ମୟୂରଭଞ୍ଜ: ପୁଣି ଓଡ଼ିଶା ଆସିବ ଆଉ ଏକ ବାଘୁଣୀ। ଶିମିଳିପାଳ ଅଭୟାରଣ୍ୟକୁ ଆସିବ ଏହି ବାଘୁଣୀ। ସେଥିପାଇଁ ମହାରାଷ୍ଟ୍ରର ତଡବା ବ୍ୟାଘ୍ର ପ୍ରକଳ୍ପରେ ପହଂଚିଲେ ମୟୂରଭଞ୍ଜ ଜିଲ୍ଲାର ଦଶ ଜଣିଆ ଟିମ। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପର ସହକାରୀ ବନ ସଂରକ୍ଷକ ପ୍ରଦୀପ ଦେଙ୍କ ନେତୃତ୍ବରେ ଏକ ୧୦ ଜଣିଆ…

ପୁଳା ପୁଳା ବେଆଇନ୍ କଫ ସିରପ୍ ଜବତ, ୨ ଗିରଫ

କଟକ: କଟକରେ ମେଡିସିନ୍ ଫାର୍ମ ଉପରେ ରାତି ଅଧିଆ ଚଢ଼ାଉ । ଜବତ ହେଲା ପୁଳା ପୁଳା ବେଆଇନ୍ କଫ ସିରପ୍ । କଟକରେ ଡ୍ରଗ୍ସ କଣ୍ଟ୍ରୋଲ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ ବେଳେ ବିପୁଳ ପରିମାଣର ବେଆଇନ୍ କଫ୍ ସିରପ ଜବତ ହୋଇଛି । ସୂଚନା ଅନୁସାରେ, ଗତକାଲି ରାତିରେ କଟକ ସଦର ଥାନା ଅନ୍ତର୍ଗତ…

ଶ୍ରୀମନ୍ଦିରରେ ସେବାୟତଙ୍କୁ ମରଣାନ୍ତଙ୍କ ଆକ୍ରମଣ ଘଟଣା, ଆଉଜଣେ ସେବକ ନିଲମ୍ବିତ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସୁପରଭାଇଜର ତଥା ସେବାୟତ ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ । ପୁଣି ଜଣେ ସେବାୟତଙ୍କୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସେବାୟତ ଅମ୍ରିତାଂଶୁ ସାମନ୍ତରାଙ୍କୁ ନିଲମ୍ବନ କଲେ ଶ୍ରୀମନ୍ଦିର…

ଖୁବ୍‌ ଶୀଘ୍ର କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର: ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ । ଏହି ଯୋଜନା ଅନୁଯାୟୀ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ କରାଯିବ । ସମୁଦାୟ ୬ ହଜାର ୭୯୪ଟି ବିଦ୍ୟାଳୟ ନିର୍ମାଣ…