Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓମଫେଡର ବଡ ନିଷ୍ପତ୍ତି, ଉପକୃତ ହେବେ ଉଭୟ ଗ୍ରାହକ ଓ ଦୁଗ୍ଧ ଚାଷୀ

ଭୁବନେଶ୍ବର: ଆହୁରି ୨ ଲକ୍ଷ ଲିଟର ଦୁଗ୍ଧ କ୍ରୟ ଓ ବିକ୍ରୟ କରିବ ଓମ୍‌ଫେଡ୍‌ । ଆସନ୍ତା ଦୁଇ ମାସ ମଧ୍ୟରେ ଏହି ପ୍ରକ୍ରିୟା ଆରମ୍ଭ ହେବ । ବର୍ତ୍ତମାନ ଓମଫେଡ୍ ଦିନକୁ ୫ ଲକ୍ଷ ଲିଟର ଦୁଗ୍ଧ ପ୍ରକ୍ରିୟାକରଣ କରି ବଜାରରେ ବିକ୍ରି କରୁଥିବା ବେଳେ ଆଗକୁ ଆହୁରି ୨ ଲକ୍ଷ ଲିଟର କ୍ଷୀର ପ୍ରକ୍ରିୟାକରଣ…

ପରଲୋକରେ ପୂର୍ବତନ କଂଗ୍ରେସ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀ

କୋରାପୁଟ: ପରଲୋକରେ ପୂର୍ବତନ କଂଗ୍ରେସ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀ । କୋରାପୁଟ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀଙ୍କ ଦେହାନ୍ତ ହୋଇଛି । ସେ ଦିବଂଗତ କଂଗ୍ରେସ ବିଧାୟକ ଅନନ୍ତରାମ ମାଝୀଙ୍କ ପୁଅ । ଅନନ୍ତରାମଙ୍କ ଦେହାନ୍ତ ପରେ ୨୦୦୮ରେ ସେ ଲକ୍ଷ୍ମୀପୁରର ବିଧାୟକ ହୋଇ…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଗିରଫ

ଭୁବନେଶ୍ୱର: ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ବଳାତ୍କାର ମାମଲାରେ ୩ ଜଣ ଗିରଫ ହୋଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅଧିକ ତଦନ୍ତ ପାଇଁ ଦିଲ୍ଲୀ ପୋଲିସକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିବା ସେ କହିଛନ୍ତି।…

ଓଡ଼ିଶାରେ ହିନ୍ଦୀ ଭାଷାର ପ୍ରସାର ପାଇଁ ୬ଟି ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ନୂଆ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ପ୍ରସ୍ତାବ ରଖିଥିଲେ।…

ଜନସ୍ୱାସ୍ଥ୍ୟ ନୀରିକ୍ଷଣରେ ଉତ୍କୃଷ୍ଟତା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟ୍ ସମ୍ବର୍ଦ୍ଧିତ

ଭୁବନେଶ୍ୱର : ନୂଆଦିଲ୍ଲୀରେ ଆୟୋଜିତ ଆଇଡିଏସପିର ୨୦ ବର୍ଷିଆ ସ୍ମାରକୀ କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ନିରୀକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟକୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ସ୍ୱୀକୃତି ଓଡିଶାର ଜନସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ରାଜ୍ୟ ନିରୀକ୍ଷଣ ୟୁନିଟର…

ନଭେମ୍ବର ୨୧ରୁ ଆରମ୍ଭ ହେବ ଖରିଫ ଧାନ କିଣା

ଭୁବନେଶ୍ୱର: ନଭେମ୍ବର ୨୧ରୁ ଖରିଫ ଧାନର କ୍ରୟ ପ୍ରକ୍ରିୟା ଆରମ୍ଭ କରିବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ ମନ୍ତ୍ରୀ ସ୍ତରୀୟ ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି। କୃଷକମାନଙ୍କଠାରୁ ଖରିଫ ଧାନ…

ମହିଳା ଓ ଶିଶୁ ବିକାଶ ବିଭାଗର କନିଷ୍ଠ ସହାୟକଙ୍କୁ ବୃତ୍ତିଭିତ୍ତିକ ତାଲିମ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆଜି ଆରମ୍ଭ ହୋଇଯାଇଛି କନିଷ୍ଠ ସହାୟକ (ଜୁନିୟର ଆସିଷ୍ଟାଣ୍ଟ)ଙ୍କ ବୃତ୍ତିଭିତ୍ତିକ ତାଲିମ କାର୍ଯ୍ୟକ୍ରମ। ଏହି ତାଲିମ କାର୍ଯ୍ୟକ୍ରମର ଉଦ୍‌ଘାଟନ ଅବସରରେ ମହିଳା ଓ ଶିଶୁ ବିକାଶର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ମୁଖ୍ୟ…

ସୁନ୍ଦରଗଡ଼ରେ ସରକାରୀ ସ୍କୁଲ ଓ ଅଙ୍ଗନବାଡ଼ିର ଭିତ୍ତିଭୂମି ବଢାଇଲା ବେଦାନ୍ତ

ଭୁବନେଶ୍ୱର: ଗୁଣାତ୍ମକ ଶିକ୍ଷାର ବ୍ୟାପକ ଉପଲବ୍ଧତା ଏବଂ ଯୁବପିଢ଼ିଙ୍କୁ ସଶକ୍ତ ସହିତ ଗୋଷ୍ଠୀ ବିକାଶ ଦିଗରେ ପ୍ରତିଶ୍ରୁତିବଦ୍ଧତାର ପରିଚୟ ଦେଇ ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ୍ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ର ଜାମକାନି କୋଇଲା ଖଣି ଅଞ୍ଚଳରେ ଥିବା…

ଗଜପତିଙ୍କ ଅନୁରୋଧ ସତ୍ବେ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସ୍ତୁତି

ଭୁବନେଶ୍ୱର: ଗଜପତି ମହାରାଜଙ୍କ ଅନୁରୋଧ ପରେ ମଧ୍ୟ ଆମେରିକାର ହଷ୍ଟନରେ ଅଦିନିଆ ରଥଯାତ୍ରା ପାଇଁ ପ୍ରସ୍ତୁତି ଚଳାଇଛି ଇସ୍କନ। ସେପ୍ଟେମ୍ବରରେ ଇସ୍କନ ପକ୍ଷରୁ ନଭେମ୍ବର ୩ ଏବଂ ନଭେମ୍ବର ୯ରେ ପ୍ରଭୁ ଜଗନ୍ନାଥଙ୍କ ସ୍ନାନ ଯାତ୍ରା ଏବଂ ରଥ ଯାତ୍ରା ପାଳନ କରିବାକୁ ଯୋଜନା କରିଥିଲା। ଏହା…

ଆମ୍ବ ଟାକୁଆ ଜାଉ ପ୍ରସଙ୍ଗ: ଚିକିତ୍ସିତ ୨ ଗୁରୁତରଙ୍କୁ ହେପାଟାଇଟିସ୍

ଭୁବନେଶ୍ୱର: କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମାଣ୍ଡିପଙ୍କା ଗ୍ରାମରେ ଆମ୍ବ ଟାକୁଆ ଜାଉ ଖାଇ ଦୁଇ ମହିଳାଙ୍କର ମୃତ୍ୟୁ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ଏହି ଘଟଣାରେ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ବଡ଼ ପ୍ରତିକ୍ରିୟା ମିଳିଛି। ଏସ୍‌ସିବିରେ…