Latest Odisha News

BREAKING NEWS

Browsing Category

ଓଡିଶା

Odisha

କାର୍ତ୍ତିକରେ ପରିବା ବଜାରରେ ନିଆଁ! ଆକାଶ ଛୁଆଁ ଦର

ଭୁବନେଶ୍ବର: ଧର୍ମ ମାସ କାର୍ତ୍ତିକର ଅଧା ଦିନ ବିତିଗଲାଣି ହେଲେ ଏବେବି ବଜାରରେ ଚଢା ଦରରେ ମିଳୁଛି ପନିପରିବା । ପ୍ରାୟ ଅଧିକାଂଶ ପରିବାରେ ତ ହାତ ମାରିବାକୁ ଡରୁଛନ୍ତି ଗ୍ରାହକ । ବଜାରରେ ଏବେ ପ୍ରାୟ ସବୁ ପରିବା ଦର ୬୦ ଉପରେ ରହିଛି । ଯାହାଦ୍ବାରା ରୋଷେଇଘରେ ସବୁଜ ପନିପରିବା ପାଇବା ଏବେ…

ଯୁବକଙ୍କ ଉପରକୁ ଗୁଳିମାଡ଼

ରାଉରକେଲା: ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ ହିଂସାକାଣ୍ଡ । ସାମାନ୍ୟ ବଚସାରୁ ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ । ଆହତ ଯୁବକଜଣକ ହେଲେ ଅଭ୍ୟାସ ରାୟ । ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସହରର ଆରଜିଏଚ୍‌ରେ ଭର୍ତ୍ତି କରିଛନ୍ତି । ଖବର ମୁତାବକ, ଆଜି ସକାଳେ…

ହରିହର ବେଶରେ ଦର୍ଶନ ଦେବେ ବଡ଼ଠାକୁର

ପୁରୀ: ଆଜି ଶ୍ରୀମନ୍ଦିରରେ ହେବ ଶ୍ରୀଜିଉଙ୍କ ହରିହର ବେଶ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜ୍ଜିତ କରାଯିବ । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି (ବିଷ୍ଣୁ) ଓ ହର (ଶିବ)ଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର…

କାର୍ତ୍ତିକ ତୃତୀୟ ସୋମବାର: ଚଳଚଞ୍ଚଳ ଧବଳେଶ୍ୱର ପୀଠ

ଆଠଗଡ: ଧର୍ମମାସ କାର୍ତ୍ତିକର ଆଜି ତୃତୀୟ ସୋମବାର। ଗତ ଦୁଇ ସୋମବାର ଭଳି ଆଜି ମଧ୍ୟ କଟକ ଜିଲ୍ଲା ଆଠଗଡ଼ର ପ୍ରସିଦ୍ଧ ଶୈବପୀଠରେ ବାବା ଧବଳେଶ୍ୱରଙ୍କ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଏହି ଅବସରରେ ପୂଜକ ସମାଜ ଓ ଦେବୋତ୍ତର ବିଭାଗ ପକ୍ଷରୁ ଠାକୁରଙ୍କ ନୀତିପାଳିଆ…

ଆଜିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ଗସ୍ତ ସମୟରେ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବାର ମଧ୍ୟ ସୂଚନା…

କାଳୀ ମେଢ଼ ଭଷାଣରେ ଗଣ୍ଡଗୋଳ, ୬ ଆହତ

କଟକ: କାଳୀ ମେଢ଼ ଭଷାଣରେ ଗଣ୍ଡଗୋଳ, ୬ ଆହତ। କଟକରେ କାଳୀ ମେଢ଼ ଭଷାଣ ବେଳେ ଦୁଇଗୋଷ୍ଠୀ ମୁଁହାମୁହିଁ। ଚାନ୍ଦିନୀଚୌକ ରୟାଲ ଗାର୍ଡେନ ନିକଟରେ ଦୁଇଗୋଷ୍ଠୀ ଗଣ୍ଡଗୋଳ ହେବା ସହ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରବଳ ଢେଲା ପଥର ସହ କାଚ ବୋତଲ ମାଡ ହୋଇଛି। ସୂଚନା ମୁତାବକ, କଟକ ଚାନ୍ଦିନୀଚୌକ ରୟାଲ…

ଏକଲବ୍ୟ ପୁରସ୍କାର ପାଇଲେ ପ୍ରତ୍ୟାଶା ରାୟ

ଭୁବନେଶ୍ୱର: ଓଡ଼ିଶାର ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ସନ୍ତରଣକାରୀ ପ୍ରତ୍ୟାଶା ରାୟ ପାଇଲେ ଚଳିତ ବର୍ଷର ସମ୍ମାଜନକ ‘ଏକଲବ୍ୟ ପୁରସ୍କାର’। ପ୍ରତ୍ୟାଶା ଉଭୟ ଜୁନିଅର ଓ ସିନିଅର ବର୍ଗରେ ଜାତୀୟ ଓ ଆନ୍ତର୍ଜାତୀୟ ପଦକ ପାଇଛନ୍ତି। ତାଙ୍କୁ ପୁରସ୍କାର ବାବଦରେ ୭ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ…

ଗ୍ୟାସ ଟାଙ୍କି ଫାଟି ଜଳିଗଲା ଘର, ଅଳ୍ପକେ ବଞ୍ଚିଗଲେ ଦୁଇ ପରିବାର

କେନ୍ଦ୍ରାପଡା: ଗ୍ୟାସ ଟାଙ୍କି ଫାଟି ଜଳିଗଲା ଦୁଇ ବଖରା ଆଜବେଷ୍ଟ ଘର। ବଡ଼ଧରଣର ଅଘଟଣରୁ ଅଳ୍ପକେ ବଞ୍ଚିଲେ ଦୁଇ ପରିବାର। କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ନାଟରା ଗାଁରେ ଘଟିଛି ବଡ ଅଘଟଣ। ସୂଚନା ଅନୁସାରେ, ଗାଁର ସମର ଦାସଙ୍କ ଘରେ ସଂଧ୍ୟାରେ ଚା କରୁଥିବାବେଳେ ହଠାତ ଗ୍ୟାସ ଟାଙ୍କିରେ ନିଆଁ…

ବର୍ଷବ୍ୟାପୀ ପାଳନ ହେବ ହରେକୃଷ୍ଣ ମହତାବଙ୍କ ଜନ୍ମବାର୍ଷିକୀ

ଭୁବନେଶ୍ୱର: ଜନନାୟକ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଏକ ବର୍ଷ ପର୍ଯ୍ୟନ୍ତ ପାଳନ କରାଯିବ। ଡକ୍ଟର ମହତାବଙ୍କ ଜୟନ୍ତୀ ଅବସରରେ ନଭେମ୍ବର ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ରାଜଧାନୀ ଭୁବନେଶ୍ବରରେ ସମାରୋହ ଅନୁଷ୍ଠିତ ହେବ। ଏହା ସହିତ ଆସନ୍ତା ଏକବର୍ଷ…

ରାଜ୍ୟରେ ଅସ୍ଵାଭାବିକ ହାତୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜଙ୍ଗଲ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ୫୦ ହାତୀ ଅପମୃତ୍ୟୁର ଶିକାର ହୋଇଥିବା ରିପୋର୍ଟ ମିଳିଛି।ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରିଛନ୍ତି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହଖୁଣ୍ଟିଆ। ରାଜ୍ୟରେ ହାତୀମାନଙ୍କର ଅସ୍ୱାଭାବିକ ମୃତ୍ୟୁ ଘଟଣାର ବିସ୍ତୃତ ତଦନ୍ତ ପାଇଁ…