Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆମ୍ବଟାକୁଆ ଜାଉ ଘଟଣା: ଦୁଇ ଗୁରୁତର ଏସସିବି ସ୍ଥାନାନ୍ତର

କଟକ: କନ୍ଧମାଳରେ ଆମ୍ବଟାକୁଆ ଖାଇ ମୃତ୍ୟୁ ଘଟଣା । କଟକ ଏସସିବିରେ ଭର୍ତ୍ତି ହେଲେ ଦୁଇ ଗୁରୁତର । ଗୁରୁତର ଟୁନି ମାଝୀ ଓ ଜିତା ମାଝୀ ଏସସିବି ଆଇସିୟୁରେ ଭର୍ତ୍ତି ହୋଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଏମକେସିଜିରୁ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ତେବେ ବର୍ତ୍ତମାନ ଏହି ଦୁଇ ଜଣ…

ସପ୍ତମାତୃକା ବେଶର ଚତୁର୍ଥ ଦିନ: ସିଂହବାହିନୀ ବେଶରେ ମା’ ଭଦ୍ରକାଳୀ

ଭଦ୍ରକ: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ଆଜି ଚତୁର୍ଥ ବେଶ ଅନୁଷ୍ଠିତ ହୋଇଛି। ଶାନ୍ତ ସ୍ଵରୂପା ମାଆ ଭଦ୍ରକାଳୀ ଆଜି ସିଂହବାହିନୀ ବେଶରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି । ମା’ ଭଦ୍ରକାଳୀ ସଦା ସର୍ବଦା ବିଶ୍ଵମାତା ରୂପରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି ।…

ଏଣିକି ଖାଉଟି ବଣ୍ଟନ ବ୍ୟବସ୍ଥାକୁ ଜଗିବ ସିସିଟିଭି

ଭୁବନେଶ୍ବର: ଏବେ ସାଧାରଣ ଖାଉଟି ବଣ୍ଟନ ବ୍ୟବସ୍ଥାକୁ ଜଗିବ ସିସିଟିଭି । ଉଭୟ ଖଳ ପ୍ରକୃତିର ଡିଲର ଓ ହିତାଧିକାରୀଙ୍କୁ କରିବ ସାବାଡ୍ । ତେବେ ଖାଉଟି ବଣ୍ଟନ ବ୍ୟବସ୍ଥାରେ ବ୍ୟାପକ ଅଭିଯୋଗ ଆସିବା ପରେ ଏବେ ବିଭାଗ ପକ୍ଷରୁ ଦୃଢ ପଦକ୍ଷେପ ଗ୍ରହଣ କରାଯାଉଛି । ପୂର୍ବରୁ ଅତ୍ୟାଧୁନିକ ଓଜନ…

ରାଜଧାନୀରେ ଭୂମିକମ୍ପ ନା ଅନ୍ୟ କିଛି? କ’ଣ କହୁଛି ଏନସିଏସ୍…

ଭୁବନେଶ୍ଵର: ରବିବାର ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ଵରରେ ଭୁକମ୍ପ ଝଟକା ଅନୁଭୁତ ହୋଇଥିବା ସାଧାରଣ ଲୋକେ ଦାବି କରିଥିଲେ। ସକାଳ ୭ଟା ୧୫ ମିନିଟରେ ଭୁବନେଶ୍ଵର ସମେତ ଆଖପାଖ ଅଞ୍ଚଳରେ ଉଚ୍ଚ ଶବ୍ଦ ହେବା ସହ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଯଦିଓ ଭୁବନେଶ୍ୱରରେ କୌଣସି ଭୂକମ୍ପ…

ପୁଣି ବଡ ମହାସ୍ନାନ କଲେ ମହାପ୍ରଭୁ..

ପୁରୀ: ପୁଣି ଆଜି ସକାଳୁ ସକାଳୁ ବଡ ମହାସ୍ନାନ କଲେ ମହାପ୍ରଭୁ । ଶ୍ରୀମନ୍ଦିରରେ ଛେପ ପଡିବା ପରେ ତିନିଠାକୁରଙ୍କ ବଡ ମହାସ୍ନାନ ନରତି ଅନୁଷ୍ଠିତ ହୋଇଥିଲା । ଏଥିପାଇଁ କିଛି ସମୟ ପାଇଁ ବନ୍ଦ ରହିଥିଲା ସାଧାରଣ ଦର୍ଶନ । ତେବେ ଆଜି ଶ୍ରୀମନ୍ଦିର ଭିତରକାଠ ନିକଟରେ ଛେପ ପଡିଥିବା…

‘ବିକଶିତ ହେବ ବଲାଙ୍ଗୀର, ପୂର୍ବ ସରକାର ଅବହେଳା କରିଥିଲେ’

ବଲାଙ୍ଗୀର: ପୂର୍ବ ସରକାର ଅମଳରେ ବଲାଙ୍ଗୀରକୁ ଅବହେଳା କରାଯାଇଛି । କିନ୍ତୁ ଆମ ସରକାର ଆସିବା ପରେ ବିଭିନ୍ନ ଯୋଜନା ହାତକୁ ନେଇଛି । ଆଗକୁ ବଲାଙ୍ଗୀର ବିକଶିତ ରାଜ୍ୟ ହେବ । ବଲାଙ୍ଗୀର ଗସ୍ତରେ ଯାଇଥିବା ବେଳେ ଆଜି ପ୍ରେସମିଟ୍ କରି ପୂର୍ବ ସରକାର ଉପରେ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ।…

ମହାନଦୀ ବିବାଦରେ ପଡିବ କି ପୂର୍ଣ୍ଣଚ୍ଛେଦ? କ’ଣ କହିଲେ ମୁଖ୍ୟମନ୍ତ୍ରୀ….

ଭୁବନେଶ୍ବର: ମହାନଦୀ ବିବାଦ ଆଜିର କି କାଲିର ନୁହେଁ, ଏ ବିବାଦ ଅନେକ ବର୍ଷ ଧରି ଓଡିଶାବାସୀଙ୍କ ପାଇଁ କାଳ ସାଝିଛି । ଛତିଶଗଡ ପାଣି ଛାଡୁଛି, ଯାହା ଓଡିଶା ଦେଇ ପ୍ରବାହିତ ହେଉଛି । ଫଳରେ ଖରା ଦିନ ଆସିଲା ଯେମିତି ପାଣି ପାଇଁ ଆଁ କରୁଛି ମହାନଦୀ । ଆଉ ବର୍ଷା ଦିନ ହେଲେ କୂଳ ଲଘୁଂଛି । ବର୍ଷ…

ମାଟ୍ରିକ୍‌ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ, ୧୮ ତାରିଖ ଯାଏଁ ଚାଲିବ ପ୍ରକ୍ରିୟା

ଭୁବନେଶ୍ୱର: ୨୦୨୫ ମସିହା ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଲାଗି ଆଜିଠୁ ଆରମ୍ଭ ହେଉଛି ଫର୍ମ ପୂରଣ । ଆସନ୍ତା ୧୮ ତାରିଖ ଯାଏ ଚାଲିବ ଏହି ପ୍ରକ୍ରିୟା। ମାଟ୍ରିକ୍‌ ରେଗୁଲାର ଓ ଏକ୍ସରେଗୁଲାର ପରୀକ୍ଷାର୍ଥୀଙ୍କ ଫର୍ମ ପୂରଣ ଅନ୍‌ଲାଇନ୍‌ରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦ୍ୱାରା ହେବ…

ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ଵରରେ ଭୁକମ୍ପ ଝଟକା

ଭୁବନେଶ୍ଵର: ସକାଳୁ ସକାଳୁ ରାଜଧାନୀ ଭୁବନେଶ୍ଵରରେ ଭୁକମ୍ପ ଝଟକା । ସକାଳ ୭ଟା ୧୫ ମିନିଟରେ ଭୁବନେଶ୍ଵରରେ ଭୂମିକମ୍ପ ଅନୁଭୂତ ହୋଇଥିବା ନେଇ ସୂଚନା ମିଳିଛି । ଭୁବନେଶ୍ବର ସମେତ ଆଖପାଖ ଅଞ୍ଚଳରେ ଝଟ୍‌କା । ବିଶେଷ କରି ପୁରୁଣା ଭୁବନେଶ୍ବରରେ ଭୁକମ୍ପ ଝଟକା ଅନୁଭୂତ ହୋଇଛି । ତେବେ ଏନେଇ…

ଧାମରାରେ ଗୁଳିକାଣ୍ଡ, ଦୁର୍ବୃତ୍ତ ଫେରାର

ଭଦ୍ରକ: ଧାମରାରେ ଗୁଳିକାଣ୍ଡ । ରାସ୍ତାକଡରେ ଠିଆ ହୋଇଥିବା ଜଣେ ଯୁବକଙ୍କ ଉପରକୁ ଗୁଳିମାଡ କଲେ ଦୁର୍ବୃତ୍ତ । ଧାମରା ଥାନା ଅଧିନ କୋଇଥଖୋଲା କିଶୋର ପ୍ରସାଦ ଛକରେ ଘଟିଛି ଏହି ଘଟଣା । ଗୁରୁତର ଯୁବକ ଜଣଙ୍କ ହେଉଛନ୍ତି କିଶୋର ପ୍ରସାଦ ଗାଁର ରାଜେନ୍ଦ୍ର ମହାପାତ୍ର । ରାଜେନ୍ଦ୍ରଙ୍କ ମୁଣ୍ଡରେ…