Latest Odisha News

BREAKING NEWS

Browsing Category

ଓଡିଶା

Odisha

CHSE +2 Practical: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍

ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫ ତାରିଖ ଯାଏ ପରୀକ୍ଷା ହେବ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ବିଭିନ୍ନ ବିଷୟର…

New Year crowd: ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ:ଆସୁଛି ନୂଆବର୍ଷ ଏଥିପାଇଁ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ  ଜମୁଛି ଭିଡ଼ । ଜମୁଛି ଭୋଜି ଭାତର ଆସର ।  ସେଥିମଧ୍ୟରୁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ ଲକ୍ଷ ଲକ୍ଷ ସଂଖ୍ୟାର ଶ୍ରଦ୍ଧାଳୁଙ୍କ ଭିଡ଼ ସେଠି ଜମୁଛି । ଯାହାକୁ ଦୃଷ୍ଟିରେ ରଖି ପୁରୀ…

ଭଜନ ସମ୍ରାଟ ଭିକାରୀ ବଳଙ୍କ ପତ୍ନୀ ଉଷାରାଣୀଙ୍କ ଦେହାନ୍ତ

କଟକ: ଭଜନ ସମ୍ରାଟ ସ୍ୱର୍ଗତ ଭିକାରୀ ବଳଙ୍କ ପତ୍ନୀ ଉଷାରାଣୀ ବଳଙ୍କର ପରଲୋକ। ଏକ ଘରୋଇ ହସ୍ପିଟାଲ୍‌ରେ ସୋମବାର ସନ୍ଧ୍ୟାରେ ବାର୍ଦ୍ଧକ୍ୟ ଜନିତ ରୋଗରେ ଉଷାରାଣୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କର ୮୬ ବର୍ଷ ହୋଇଥିଲା। ଗତ ନଭେମ୍ବର ୨ ତାରିଖରେ ଭଜନ ସମ୍ରାଟଙ୍କ ପୁଣ୍ୟତିଥିରେ ସେ…

ଜାଡରେ ଥରୁଛି ଓଡ଼ିଶା; ୧୫ ବର୍ଷର ରେକର୍ଡ ଭାଙ୍ଗିଲା ଝାରସୁଗୁଡା

ଭୁବନେଶ୍ୱର: ଝାରସୁଗୁଡାରେ ଡିସେମ୍ବର ମାସର ତୃତୀୟ ସବୁଠାରୁ ଶୀତଳ ରାତି ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ଠାରୁ ୫.୧°C କମ୍ ଥିଲା। ମଙ୍ଗଳବାର ସକାଳେ ପାରଦ ୬.୨°C କୁ ଖସିଆସିଥିଲା। ପୂର୍ବରୁ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ୬.୫°C ରେକର୍ଡ କରାଯାଇଥିଲା। ଡିସେମ୍ବର ୭, ୨୦୨୧ରେ ୫.୬°C,…

ଭୁବନେଶ୍ବର ବିମାନବନ୍ଦରରୁ ୪ କୋଟି ଟଙ୍କାର ମରିଜୁଆନା ଜବତ

ଭୁବନେଶ୍ୱର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (BPIA)ରେ ମଙ୍ଗଳବାର ଦିନ କଷ୍ଟମ୍ସ ଅଧିକାରୀମାନେ ବ୍ୟାଗେଜ୍ ଯାଞ୍ଚ ସମୟରେ ପ୍ରାୟ ୪ କୋଟି ଟଙ୍କା ମୂଲ୍ୟର ହାଇଡ୍ରୋପୋନିକ୍ ଗଞ୍ଜେଇ ଜବତ କରିଛନ୍ତି। ସୂତ୍ର ଅନୁସାରେ, ଯାତ୍ରୀଙ୍କ ଲଗେଜରେ ଦାମୀ ଚୋରା ଦ୍ରବ୍ୟ ଲୁଚାଇ…

ମାସିକ ୧୫୦୦ ଟଙ୍କା ପାଇବେ ତୃତୀୟ ଲିଙ୍ଗୀଙ୍କ ଅଭିଭାବକ

ଭୁବନେଶ୍ୱର: ମାସିକ ୧୫୦୦ ଟଙ୍କା ପାଇବେ ତୃତୀୟଲିଙ୍ଗୀ ଶିଶୁଙ୍କ ଅଭିଭାବକ। ‘ସ୍ବୀକୃତି’ ଯୋଜନାରେ ଜାରି ହେଲା ନିର୍ଦ୍ଦେଶାବଳୀ। ତୃତୀୟଲିଙ୍ଗୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା, ସେମାନଙ୍କ ଅଧିକାରର ସୁରକ୍ଷା ପ୍ରଦାନ କରିବା ପାଇଁ ରାଜ୍ୟ ସରକାର ‘ସ୍ବୀକୃତି’ ଯୋଜନା ଆରମ୍ଭ…

ଫିକା ପଡ଼ିବ ଜିରୋ ନାଇଟ୍‌ ସେଲିବ୍ରେସନ୍: ଅସ୍ଥାୟୀ ମଦ ଲାଇସେନ୍ସ ଖାରଜ

ଭୁବନେଶ୍ୱର: ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍। ଏଥର କଠୋର ହୋଇଛି ଅବକାରୀ ବିଭାଗ। ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ। ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ରାଜ୍ୟର ସମସ୍ତ ଇଭେଣ୍ଟ ଅର୍ଗାନାଇଜର। ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଗତ…

Gulua-Barsha Controversy: ସ୍ତ୍ରୀଙ୍କ ଅଭିଯୋଗରେ ରାଗିଗଲେ ଗୁଲୁଆ, କହିଲେ ‘ମୋତେ ଆଉ କେହି ଝିଅ…

ଭୁବନେଶ୍ବର:   -ସ୍ତ୍ରୀ ବର୍ଷାଙ୍କ ସଙ୍ଗୀନ ଅଭିଯୋଗ ପରେ ପୁଣି ମୁହଁ ଖୋଲିଲେ ଗୁଲୁଆ                     -ବର୍ଷାଙ୍କ ଉପରେ ରାଗିଯାଇ ସବୁ ଭଡ଼ାସ ବାହାରକଲେ                     -ଏବେ ସୋସିଆଲ ମିଡ଼ିଆରେ ଚାଲିଛି ମିଷ୍ଟର ଗୁଲୁଆ ଓ ବର୍ଷାଙ୍କ ହାଇଡ଼୍ରାମା…

Vigilance Raid: ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍;୪ ସ୍ଥାନରେ ଚଢାଉ

ଭୁବନେଶ୍ବର: ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ରେଡ୍। ମଙ୍ଗଳବାର ସକାଳୁ ଏକକାଳୀନ ୪ଟି ସ୍ଥାନରେ ରେଡ୍ ମାରିଛି ଭିଜିଲାନ୍ସ ଟିମ୍। ଖବର ଅନୁସାରେ, ବର୍ତ୍ତମାନ…

Vigilance Raid: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ PEOଙ୍କ ଘରେ ଭିଜିଲାନ୍ସ ରେଡ୍

କେନ୍ଦୁଝର: ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ PEO। ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନାଙ୍କ ବିରୋଧରେ ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ। ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରାଯାଇଛି। କେନ୍ଦୁଝର ଓ…