Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାଡରେ ଥରୁଛି ସାରା ଭାରତ, ଆହୁରି ଗୋଟେ ଦିନ ରାଜ୍ୟରେ ପ୍ରବଳ ଶୀତ

ଭୁବନେଶ୍ଵର: ଶୀତରେ ଥରୁଛି ସାରା ଦେଶ। ପୂର୍ବରୁ ପଶ୍ଚିମ, ଉତ୍ତରରୁ ଦକ୍ଷିଣ ସବୁଠି ହାଡ଼ ଭଙ୍ଗା ଜାଡ଼ ଜାରି ରହିଛି। ଶୀତ ସାଙ୍ଗକୁ କୋହଲା ପବନ ବି ବହୁଛି। ସେପଟେ ରାଜ୍ୟରେ ଆହୁରି ଗୋଟେ ଦିନ ଅସ୍ତବ୍ୟସ୍ତ କରିବ ଶୀତ । ପାଣିପାଗ ବିଭାଗ ସୂଚନା ଅନୁସାରେ, ଆଜି ସର୍ବନିମ୍ନ ତାପମାତ୍ରାରେ କୌଣସି…

ଟ୍ରାଫିକ ନିୟମ ପାଳନ ସହ ସୁରକ୍ଷିତ ଭାବେ ଗାଡ଼ି ଚଳାନ୍ତୁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବର୍ତ୍ତମାନ ଏକ ମାସ ଧରି ରାଜ୍ୟ ସରକାରଙ୍କ ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ କରାଯାଉଛି । ଏହି ଅବସରରେ ଆଜି ଲୋୟର ପିଏମଜିରେ ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଏକ ସଚେତନତା ପଦଯାତ୍ରା ଲୋୟର ପିଏମଜିରୁ…

ସୋଆରେ ବରିଷ୍ଠ କୀଟ ତତ୍ତ୍ୱବିତମାନଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର:  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଏଗ୍ରିକଲ୍‌ଚରାଲ୍‌ ସାଇନସେସ୍‌ (ଆଇଏଏସ୍‌)ର କୀଟତତ୍ତ୍ୱ ବିଭାଗ ପକ୍ଷରୁ ନିକଟରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଡିଶାର ପାଞ୍ଚ ଜଣ ବରିଷ୍ଠ ତଥା ଜାତୀୟ ସ୍ତରର ଖ୍ୟାତି ସମ୍ପନ୍ନ କୀଟତତ୍ୱବିତ୍‌…

ବ୍ରହ୍ମପୁର ହତ୍ୟା ଘଟଣା: ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ବ୍ରହ୍ମପୁର: ସାନ ଭାଇଙ୍କୁ ହତ୍ୟା କରିଥିବା ଆସାମୀକୁ ଗଞ୍ଜାମ ଜିଲ୍ଲା ଦୌରାଜଜ୍‌ ରୂପଶ୍ରୀ ଚୌଧୁରୀ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି। ହତ୍ୟା ମାମଲାର ଶୁଣାଣି କରି ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଆଧାରରେ କୋର୍ଟ ହତ୍ୟାକାରୀ ପୂର୍ଣ୍ଣଚନ୍ଦ୍ର ବେହେରାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବାଣ ବିସ୍ଫୋରଣରେ ଉଡ଼ିଲା ଛାତ, ଜଣେ ମୃତ

ଜଗତସିଂହପୁର: ବାଣ ଭିଡୁଥିବା ବେଳେ ଘଟିଛି ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣ ଏତେ ଭୟଙ୍କର ଥିଲା କି ଘରର ଛାତ ମଧ୍ୟ ଉଡ଼ିଯାଇଛି।  ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଛି। ୪ ଜଣ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଛନ୍ତି। ଶୁକ୍ରବାର ରାତିରେ ଏହିପରି ଅଘଟଣ ଘଟିଛି ଜଗତସିଂହପୁର ସଦର ଥାନା…

ଜାତୀୟ ଖୋ ଖୋ ଟିମକୁ ସ୍ପନସର୍ କରିବେ ରାଜ୍ୟ ସରକାର, ଖର୍ଚ୍ଚ ହେବ ୧୫ କୋଟି

ଭୁବନେଶ୍ୱର: ‘ଖୋ ଖୋ’ ଖେଳକୁ ପ୍ରୋତ୍ସାହନ ଦେବେ ରାଜ୍ୟ ସରକାର। ପରିଚିତ ହେବ ‘ଖୋ ଖୋ’ ଖେଳ। ବିଶ୍ବ ସ୍ତରରେ ରାଜ୍ୟକୁ ପରିଚିତ କରିବେ ଖେଳାଳି। ଦେଶର ‘ଖୋ ଖୋ’ ଖେଳ ପାଇଁ  ସୁବର୍ଣ୍ଣ ସମୟ ଆସିଛି। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ…

ଏବେ ବିଦେଶାଗତ ପକ୍ଷୀଙ୍କ ଉପରେ ନଜର ରଖିବ ସାଟେଲାଇଟ

ଭୁବନେଶ୍ବର: ବର୍ତ୍ତମାନ ଶୀତ ଋତୁ ଚାଲିଥିବାବେଳେ, ଏହି ସମୟରେ ଚିଲିକା, ଅଂଶୁପା, ହୀରାକୁଦ ଏବଂ ଭିତରକନିକାକୁ ବହୁ ବିଦେଶ ପକ୍ଷୀଙ୍କ ଆଗମନ ହୋଇସାରିଛି । ବିଭିନ୍ନ ରଙ୍ଗ ବେରଙ୍ଗର ବିଦେଶାଗତ ପକ୍ଷୀଙ୍କ କିଚିରି ମିଚିରି ଶବ୍ଦରେ ଫାଟିପଡୁଛି ଏହି ସବୁ ହ୍ରଦ ଓ ଏହାର ପାଖଆଖ ପରିବେଶ । ତେବେ…

‘ଆଳୁ ଯୋଗାଣକୁ ନେଇ ଓଡିଶାକୁ ବ୍ଲାକମେଲ୍ କରୁଥିଲେ ଦିଦି’

ଭୁବନେଶ୍ୱର: ଓଡ଼ିଶାକୁ ଏକ ପ୍ରକାର ବ୍ଲାକମେଲ୍ କରୁଥିଲା ଆମ ପଡ଼ୋଶୀ ରାଜ୍ୟ । ପଶ୍ଚିମବଙ୍ଗ ଆଳୁ ଟ୍ରକ୍‌ କୁ ରାଜ୍ୟର ସୀମାରେ ଅଟକାଇ ଦେଉଥିଲା । ତେଣୁ ଆମେ ନିଷ୍ପତ୍ତି ନେଇଛୁ, ମମତା ଦିଦିଙ୍କୁ ଆଉ ବ୍ଲାକମେଲ୍ କରିବାକୁ ସୁଯୋଗ ଦେବୁନି ଏଭଳି କହି ପଶ୍ଚିମବଙ୍ଗ ସରକାରଙ୍କୁ ଟାର୍ଗେଟ…

ଦରଦାମ ଆନ୍ଦୋଳନକୁ ନେଇ ବିଜେଡିକୁ ବିଜେପିର କଟାକ୍ଷ, କହିଲା ‘ବିଜୁ ଯାତ୍ରା ଦଳ’

ଭୁବନେଶ୍ୱର: ଦରଦାମ ବୃଦ୍ଧିକୁ ନେଇ ଆସନ୍ତା ୬ ତାରିଖରେ ବିଜେଡିର ଆନ୍ଦୋଳନକୁ କଡ଼ା କଟାକ୍ଷ କରିଛି ବିଜେପି। ବିଜେଡିର ଚାଷୀ କାନ୍ଦ ନାଟକ ଧରାପଡିବା ପରେ ଏବେ ବିଜେଡିର ଦରବୃଦ୍ଧି ନାଟକ ଆରମ୍ଭ ହୋଇଛି ବୋଲି କହିଛନ୍ତି ବିଜେପି ମୁଖପାତ୍ର ଅନିଲ ବିଶ୍ୱାଳ। ଏନେଇ ଅନିଲ କହିଛନ୍ତି, ବିଜୁ…

୮୦ ବର୍ଷରୁ ଉର୍ଦ୍ଧ୍ବ ଏବଂ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମିଳିବ ମାସିକ ୩୫୦୦ ଟଙ୍କା ଭତ୍ତା

ଭୁବନେଶ୍ୱର: ରାଜ୍ୟର ୮୦ ବର୍ଷରୁ ଅଧିକ ବୃଦ୍ଧ ଓ ବୃଦ୍ଧାଙ୍କୁ ୩୫୦୦ ଟଙ୍କା ଭତ୍ତା ମିଳିବ । ଏହା ସହିତ ୮୦ ପ୍ରତିଶତରୁ ଅଧିକ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ମଧ୍ୟ ମାସିକ ଭତ୍ତା ୩୫୦୦ ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ପୂର୍ବରୁ ଏହି ଭତ୍ତା ୧୨୦୦ ଟଙ୍କା ଥିବା ବେଳେ ଏବେ ଏହାକୁ…