Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି

ଭୁବନେଶ୍ଵର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି । ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ମିଜୋରାମର ପୂର୍ବତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି । ରାଜଭବନରେ ଅନୁଷ୍ଠିତ ଭବ୍ୟ ସମାରୋହରେ ନୂତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତିଙ୍କୁ…

ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ, ଚାରି ଦ୍ୱାର ଦେଇ ପ୍ରବେଶ କରିବେ ଶ୍ରଦ୍ଧାଳୁ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇ ଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି। ଡିସେମ୍ବର ୨୫ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର…

ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍

ଭୁବନେଶ୍ଵର: ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍ । ପ୍ରବାସୀ ଭାରତୀୟ ଦିବସ ବ୍ୟାଘାତ ପାଇଁ ଧମକପୂର୍ଣ୍ଣ ମେଲ୍ ପଠାଇଛି ପନ୍ନୁ । ତେବେ ଏହି ଧମକପୂର୍ଣ୍ଣ ମେସେଜ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ମେଲ୍‌କୁ ଆସିଛି । ଭିଡିଓ ମାଧ୍ୟମରେ ଧମକ ପୂର୍ଣ୍ଣ ମେଲ୍ ଦେଇଛି…

ନୂଆବର୍ଷରେ ଆସନ୍ତୁ ଦେବ୍ରିଗଡ ଅଭୟାରଣ୍ୟ, ନିଅନ୍ତୁ ଜଙ୍ଗଲ ସଫାରୀର ମଜା

ଭୁବନେଶ୍ବର: ନୂଆବର୍ଷରେ ପ୍ରକୃତିର ମଜା ନେବାକୁ ଚାହୁଁଛନ୍ତି ତେବେ ଆସିଯାଆନ୍ତୁ ଦେବ୍ରିଗଡ ଅଭୟାରଣ୍ୟ । ପ୍ରକୃତି ପ୍ରେମୀମାନଙ୍କ ପାଇଁ ଏହା ଏକ ମନୋରମ ପର୍ଯ୍ୟଟନ ସ୍ଥଳୀ ଅଟେ । ସମ୍ବଲପୁର ଜିଲ୍ଲା ମୁଖ୍ୟାଳୟରୁ ପ୍ରାୟ ପଚାଶ କିଲୋମିଟରେ ଦୂରତାରେ ଥିବା ଏହି ଅଭୟାରଣ୍ୟଟି ବରଗଡ଼ ଜିଲ୍ଲା…

ପ୍ରବଳ ଜାଡ଼ରେ ଥରୁଛି ଓଡ଼ିଶା, ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଶୀତ ପ୍ରକୋପ

ଭୁବନେଶ୍ଵର: ପ୍ରବଳ ଜାଡରେ ଥରୁଛି ଓଡିଶା । ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ପ୍ରକୋପ ବଢ଼ିଛି। ବର୍ଷା ପ୍ରଭାବ କମିବା ପରେ ବଢ଼ିଛି ଶୀତର ପ୍ରକୋପ । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ରାତି ତାପମାତ୍ରା କମିବା ଯୋଗୁ କନ୍ଧମାଳ…

ଆଦିବାସୀ ମେଳା ୨୦୨୫: ଲେଜର୍ ଶୋ’ରେ ଝଲସିବ ଆଦିବାସୀ ପରମ୍ପରା ଓ ସ୍ବାଧୀନତା ସଂଗ୍ରାମର ଗାଥା

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୫ ତାରିଖରୁ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏହା ଆୟୋଜିତ ହେଉଛି । ଜାନୁଆରୀ ୫ ତାରିଖରୁ…

ଆସନ୍ତାକାଲିଠୁ ଆରମ୍ଭ ହେବ କୃଷି ଓଡ଼ିଶା-୨୦୨୫

ଭୁବନେଶ୍ୱର: ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚାଲିବ 'କୃଷି ଓଡ଼ିଶା ୨୦୨୫' । ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ବିଜୁପଟ୍ଟନାୟକ ଖେଳ ପଡ଼ିଆରେ ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆୟୋଜନ ହେବ । ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଜାନୁଆରୀ ୩ରୁ ୫ ତାରିଖ…

ପ୍ରବାସୀ ଭାରତୀୟ ଦିବସ; ପାରମ୍ପାରିକ ଚିତ୍ରର ଗାଥାରେ ସଜେଇ ହେଲାଣି ଭୁବନେଶ୍ୱର

ଭୁବନେଶ୍ୱର: ଜାନୁୟାରୀ ୮ ତାରିଖରୁ ୧୦ ଯାଏଁ ଭୁବନେଶ୍ୱରରେ ଏକାଠି ହେବେ ପ୍ରବାସୀ ଭାରତୀୟ । ହଜାର ହଜାର ଅତିଥି ସାମିଲ ହେବାକୁ ଥିବା ଏହି ସମ୍ମିଳନୀକୁ ସଫଳତାର ସହ ଆୟୋଜନର ପ୍ରସ୍ତୁତି ଯୁଦ୍ଧକାଳୀନ ଭିତିରେ ଚାଲିଛି । ଏନେଇ ସଜେଇ ହେଲାଣି ରାଜଧାନୀ ଭୁବନେଶ୍ୱର । ସରକାର ମଧ୍ୟ ଆତିଥେୟତାରେ…

ଲାଞ୍ଚ ନେଉଥିବା ବେଳେ ସୁପରଭାଇଜରଙ୍କୁ ମାଡିବସିଲା ଭିଜିଲାନ୍ସ

କଳାହାଣ୍ଡି: ୪ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଡାକ୍ତରଖାନାରେ କାର୍ଯ୍ୟରତ ସୁପରଭାଇଜର । ଜନ୍ମ ମୃତ୍ୟୁ ପ୍ରମାଣ ପତ୍ର କରିଦେବା ପାଇଁ ତିନି ଜଣ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ ସୁପରଭାଇଜର ଲକ୍ଷ୍ମୀ ମହାରଣା । ଖବର ମୁତାବକ, କଳାହାଣ୍ଡି…

ପୁରୀ ଯାଇ ସପରିବାର ସହ ଜଗନ୍ନାଥଙ୍କୁ ଦର୍ଶନ କଲେ ନୂଆ ରାଜ୍ୟପାଳ

ପୁରୀ: ଆସନ୍ତାକାଲି ଓଡିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମପତି । ସେନେଇ ଆଜି ଅପରାହ୍ନ ୩ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ପୁରୀ ଯାଇ ସପରିବାର ସହ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ନବନିଯୁକ୍ତ ରାଜ୍ୟପାଳ ହରିବାବୁ କମ୍ଭମପତି ।…