Latest Odisha News

BREAKING NEWS

Browsing Category

ଓଡିଶା

Odisha

ବେଦମାତା ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଭଦ୍ରକର ଅଧିଷ୍ଠାତ୍ରୀ ମା’ ଭଦ୍ରକାଳୀ

ଭଦ୍ରକ: କାଳୀପୂଜା ପାଇଁ ଉତ୍ସବମୁଖର ହୋଇ ଉଠିଛି ଭଦ୍ରକ ସହର । ଏହି ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠ ହୋଇଉଠି ଚଳଚଞ୍ଚଳ । ଆଜି ପବିତ୍ର କାଳୀପୂଜା ଅବସରରେ ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା' ଭଦ୍ରକାଳୀ ବେଦମାତା ବେଶରେ ଦର୍ଶନ ଦେଉଛନ୍ତି । ମା' ଭଦ୍ରକାଳୀ ଆଜି…

ନୂଆ ଜାଗା ସହ ଖାପ ଖୁଆଉଛି ଯମୁନା, କଲା ପ୍ରଥମ ଶିକାର

ମୟୂରଭଞ୍ଜ: ନୂଆ ଜାଗା ସହ ଧିରେ ଧିରେ ଖାପ ଖୁଆଉଛି ଯମୁନା। ଖୋଲାରେ ବିଚରଣ କରିବା ସହ ଏବେ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ନୂଆ ବାଘୁଣୀ ଯମୁନା ତାର ପ୍ରଥମ ଶିକାର କରିଛି। ସ୍ଵତନ୍ତ୍ର ଏନକ୍ଲୋଜର ଭିତରେ ହରିଣ ଆଉ କିଛି ବାରହା ଛଡା ଯାଇଥିବା ବେଳେ ଯମୁନା ବାରହାକୁ ତାର ପ୍ରଥମ ଶିକାର…

ଶ୍ରମଯୋଗୀ କଏଦୀଙ୍କୁ ମିଳିବ ଅଧିକ କ୍ୟାଲୋରୀ ଯୁକ୍ତ ଖାଦ୍ୟ

କଟକ: ଏଣିକି ଜେଲରେ ଶ୍ରମ କରୁଥିବା କଏଦୀଙ୍କୁ ମିଳିବ ପୋଷାକ ଯୁକ୍ତ ଖାଦ୍ୟ। ଯେଉଁଥିରେ ଦିନକୁ ଦିଆଯାଉଥିବା ଖାଦ୍ୟରେ ଆହୁରି ଅଧିକ ୩୭୦ କ୍ୟାଲୋରୀ ଯୁକ୍ତ ଖାଦ୍ୟ ଦିଆଯିବ। ଆଜି କିଛି ଏପରି ଶୁଣାଣି ହୋଇଛି ହାଇକୋର୍ଟରେ। ଜେଲରେ ଅଧିକ ଶ୍ରମ କରୁଥିବା କଏଦୀଙ୍କୁ ଏଣିକି ଦିନକୁ ଅଧିକ କ୍ୟାଲୋରୀ…

ମଧ୍ୟରାତ୍ରୀରେ ଧରାବତରଣ କରିବେ ମା’କାଳୀ, ଅପେକ୍ଷାରେ ଭକ୍ତ

ଭୁବନେଶ୍ଵର: ଆସିଛି ଆଲୋକର ପର୍ବ ଦୀପାବଳି। ମଧ୍ୟରାତ୍ରୀରେ ଧରାବତରଣ କରିବେ ମା’କାଳୀ । ମନ୍ଦିରରୁ ମଣ୍ଡପ ସବୁଠି ବହୁ ଧୁମଧାମରେ ଚାଲିଛି ମା’ଙ୍କ ଆରାଧନା ପାଇଁ ପ୍ରସ୍ତୁତି। ବିଶ୍ବାସ ରହିଛି, ମା’ କାଳୀଙ୍କ ପୂଜା କଲେ ନିଜ ଭିତରୁ ଓ ଚାରିପାଖରୁ ନକାରାତ୍ମକ ଶକ୍ତି ସବୁ ଦୂର ହୋଇ…

ଆଜି ଆଲୋକର ପର୍ବ ଦୀପାବଳି, ଚଳଚଞ୍ଚଳ ଗାଁ ଠୁ ସହର

ଭୁବନେଶ୍ଵର: ଆଜି ଆଲୋକର ପର୍ବ ଦୀପାବଳି । ଚଳଚଞ୍ଚଳ ଗାଁ ଠୁ ସହର । ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ସବୁ ଗଳିକନ୍ଦି । ଆଜିର ପବିତ୍ର ଦିନରେ ପିତୃପୁରୁଷଙ୍କ ସ୍ମରଣ କରି ବଡ଼ ବଡିଆ ଡକା ହେବ । ସେପଟେ କାର୍ତିକ ମାସ ଅମାବ୍ୟାସା ତିଥି ଯୋଗୁ ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି ।…

ଉନ୍ମୋଚନ ହେଲା ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭’ ପ୍ରସ୍ତୁତି ପାଇଁ ୱେବପୋର୍ଟାଲ

ଭୁବନେଶ୍ବର: ଆସନ୍ତା ୨୦୩୬ ମସିହା ସୁଦ୍ଧା ‘ସମୃଦ୍ଧ ଓଡ଼ିଶା’ ଗଠନ ହେବା ସହ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନରେ ଓଡ଼ିଶାର ଅବଦାନ ମହତ୍ୱପୂର୍ଣ୍ଣ ହେବ। ଓଡ଼ିଶା ପ୍ରଦେଶ ଗଠନର ୧୦୦ବର୍ଷ ପୂର୍ତ୍ତି ଅର୍ଥାତ୍ ୨୦୩୬ ମସିହା ବେଳକୁ ଓଡ଼ିଶା କିଭଳି ସମୃଦ୍ଧ ରାଜ୍ୟରେ ପରିଣତ ହେବ ସେନେଇ ରାଜ୍ୟ…

ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ୧୫୦ଟି ଗୁଳି, ଅନୁସନ୍ଧାନ କରୁଛି ଜିଆରପି

ପୁରୀ : ପୁରୀ ରେଳ ଷ୍ଟେସନରୁ ପୁରୁଷୋତ୍ତମ ଏକ୍ସପ୍ରେସ(12802 )ର ଏସ2  ସ୍ଲିପର କୋଚର ଏକ ସିଟ ତଳୁ ଅଫୁଟା ଗୁଳି ମିଳିଛି। ଜବତ ହୋଇଛି ମୋଟ ୧୫୦ଟି ଜୀବନ୍ତ ଗୁଳି।ସେଠାରେ ସନ୍ଦିଗ୍ଧ ଅବସ୍ଥାରେ ଥିବା ଏକ କଳା ବ୍ୟାଗକୁ ଆରପିଏଫ ଯାଞ୍ଚ କରିଥିଲା।  ଯାଞ୍ଚ ସମୟରେ ବ୍ୟାଗ  ଭିତରୁ ୧୫୦ଟି 8mm…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମିଳିଲା ୭୧ ଲକ୍ଷ ସହାୟତା ରାଶି

ଭୁବନେଶ୍ୱର: ବାତ୍ୟା ‘ଦାନା’ ରେ କ୍ଷତିଗ୍ରସ୍ତଙ୍କ ସହାୟତା ଓ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟ ପାଇଁ ଆଜି ଲୋକସେବା ଭବନ ଠାରେ ବିଭିନ୍ନ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୬ଟି ସଂସ୍ଥା ପକ୍ଷରୁ ୭୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି।…

ଢେଙ୍କାନାଳ ପିଓ ଭାବେ ବଦଳି ହେଲେ ଡେରାବିଶ ସିଡିପିଓ ସ୍ନେହଲତା ସାହୁ

ଡେରାବିଶ : ଗର୍ଭବତୀ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଡାକ୍ତରଖାନା ଯିବାକୁ ନଦେବା ତଥା ଦୁର୍ବ୍ୟବହାର କରିବା ଘଟଣାରେ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ସିଡିପିଓ ସ୍ନେହଲତା ସାହୁଙ୍କୁବଦଳି କରାଯାଇଛି। ଏହାର ତ୍ଵରିତ ତଦନ୍ତ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ନିର୍ଦ୍ଦେଶ…

ଏମକେସିଜିରେ ରାଗିଂ ଘଟଣା : ୫ ସିନିୟରଙ୍କୁ ଛଅ ମାସ ହଷ୍ଟେଲ ଓ କ୍ୟାମ୍ପସ ମନା

ବ୍ରହ୍ମପୁର : ଏମକେସିଜିରେ ରାଗିଂ।  ଵ୍ରହ୍ମପୁର ସ୍ଥିତ ମେଡିକାଲ କଲେଜ ଓ ହସ୍ପିଟାଲରେ ଜଣେ ଏମବିବିଏସ ଦ୍ଵିତୀୟ ବର୍ଷ ଛାତ୍ରଙ୍କୁ ରାଗିଂ କରାଯାଇଛି। ଏହି ଘଟଣାରରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ମଧ୍ୟ ହୋଇଛି।  ୫ଜଣ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ୬ମାସ ପାଇଁ ସମ୍ପୂର୍ଣ ଭାବେ…