Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଢିଲା କନଷ୍ଟେବଳ ନିଯୁକ୍ତି ଆବେଦନ ତାରିଖ

କଟକ: ଓଡ଼ିଶାର ବିଭିନ୍ନ ବାଟାଲିଅନରେ କନଷ୍ଟେବଳ ନିଯୁକ୍ତି ପାଇଁ ଆବେଦନର ଶେଷ ତାରିଖ ବୁଧବାର ଥିବାବେଳେ ଏହାକୁ ବୃଦ୍ଧି କରିଛନ୍ତି ମାନ୍ୟବର ହାଇକୋର୍ଟ । ଆବେଦନ ତାରିଖର ସମୟ ସୀମା ନଭେମ୍ବର ୧୫ ପର୍ଯ୍ୟନ୍ତ ବଢିଛି । ଓଡ଼ିଶା ପୋଲିସ ପକ୍ଷରୁ ଆବେଦନର ସମୟସୀମା ୩୦ ଅକ୍ଟୋବର ୨୦୨୪…

ନାବାଳିକାଙ୍କୁ ଦୁଷ୍କର୍ମ ଘଟଣା: ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ

ଯାଜପୁର: ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାରେ ଅଭିଯୁକ୍ତକୁ ୨୦ ବର୍ଷର କାରାଦଣ୍ଡାଦେଶ ଶୁଣାଇଲେ ଯାଜପୁରର ସ୍ବତନ୍ତ୍ର ପୋକ୍ସୋ କୋର୍ଟ । ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅଞ୍ଚଳର ରବୀନ୍ଦ୍ର ମଲ୍ଲିକ । ୨୦୨୩ ମସିହାରେ ରବୀନ୍ଦ୍ର ମଲ୍ଲିକ ୭ ବର୍ଷୀୟ ନାବାଳିକା ତଥା ଦ୍ଵିତୀୟ…

ଓଡିଶା ଫେରିବ ପୋସ୍କୋ ଭାୟା ଜେଏସଡବ୍ଲୁ !

ଭୁବନେଶ୍ବର: ୧୯ବର୍ଷ ପରେ ପୁଣି ଓଡିଶା ଫେରିବ କି ଦକ୍ଷିଣ କୋରିଆର ଇସ୍ପାତ କମ୍ପାନୀ ପୋସ୍କୋ? ଦେଶରେ ଏକ ଇସ୍ପାତ କାରଖାନା ସ୍ଥାପନ ପାଇଁ ସଜ୍ଜନ ଜିନ୍ଦଲଙ୍କ ଜେଏସଡବ୍ଲୁ ଗ୍ରୁପ ସହ ପୋସ୍କୋ ଏକ ଏମଓୟୁ ସ୍ବାକ୍ଷର କରିଛନ୍ତି । ବୁଝାମଣାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ପ୍ରାଥମିକ ଭାବେ…

ନଭେମ୍ବରରୁ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ଼

ଭୁବନେଶ୍ୱର: ଆସନ୍ତା ମାସରୁ ହିତାଧିକାରୀଙ୍କୁ ନୂତନ ରାସନ କାର୍ଡ ମିଳିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୁଧବାର ଦିନ କହିଛନ୍ତି। ଦଶ ଲକ୍ଷରୁ ଅଧିକ ଆବେଦନ ଉପରେ ଯାଞ୍ଚ ଶେଷ ହେବା ପରେ ସରକାର ନୂତନ ରାସନ କାର୍ଡ ପ୍ରଦାନ ଆରମ୍ଭ କରିବେ ବୋଲି…

‘ଓଡ଼ିଶା ଯାତ୍ରୀ’ ଆପ୍ ଉନ୍ମୋଚିତ

ଭୁବନେଶ୍ବର: ଉବେର ଏବଂ ଓଲା କମ୍ପାନୀର କ୍ୟାବ୍ କୁ ଟକ୍କର ଦେବାକୁ ଉନ୍ମୋଚିତ ହେଲା ‘ଓଡ଼ିଶା ଯାତ୍ରୀ’ ଆପ୍ । ଏହାକୁ ଉନ୍ମୋଚନ କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଏହି ‘ଓଡ଼ିଶା ଯାତ୍ରୀ’ ଆପ୍ ଜରିଆରେ ସାଧାରଣ ଲୋକେ ବୁକ୍ କରି ଅଟୋ ଓ କାର୍ ରେ…

୮୪୩ ସରକାରୀ ଅଧିକାରୀଙ୍କ ଦରମା ବନ୍ଦ ପାଇଁ ଜିଲ୍ଲାପାଳଙ୍କ ଚିଠି

ମୟୂରଭଞ୍ଜ: ଗତ ଆର୍ଥିକ ବର୍ଷରେ ମୟୂରଭଞ୍ଜ ଜିଲ୍ଲାକୁ ଦେଢ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର କାମ ଆସିଥିଲା । ହେଲେ ଜିଲ୍ଲାରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟକାରିତା ମୂଳ ଲକ୍ଷ୍ୟରୁ ୬୫ ପ୍ରତିଶତ ପଛରେ ରହିଛି । ଫଳରେ ହଜାର ହଜାର ହିତାଧିକାରୀ…

ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: ୬ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟି ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି ।…

ଗର୍ଭବତୀଙ୍କୁ ନିର୍ଯାତନା ଘଟଣାରେ ଉପମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ: ବିଦାହେଲେ ଡେରାବିଶ ସିଡିପିଓ

ଡେରାବିଶ: କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଶିଶୁ ବିକାଶ ବିଭାଗର ସିଡିପିଓ ସ୍ନେହଲତା ସାହୁ ସେଠାରେ କାର୍ଯ୍ୟରତ ବରିଷ୍ଠ କିରାଣି ବର୍ଷା ପ୍ରିୟଦର୍ଶିନୀ ମହାପାତ୍ରଙ୍କୁ ଗର୍ଭ ଯନ୍ତ୍ରଣାରେ ଛଟପଟ ଅବସ୍ଥାରେ ଡାକ୍ତରଖାନା ନଛାଡିବାରୁ ଗର୍ଭସ୍ଥ ଶିଶୁର ମୃତ୍ୟୁ ଅଭିଯୋଗ ମାମଲାରେ ତଦନ୍ତ…

ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ: ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଝଟକା । ନିଜ ସ୍ତ୍ରୀକୁ ହତ୍ୟା ମାମଲାରେ ଭୁବନେଶ୍ୱର ଏଡିଜେ କୋର୍ଟଙ୍କ ଆଜୀବନ ଦଣ୍ଡାଦେଶକୁ କାଏମ ରଖିଲେ ହାଇକୋର୍ଟ । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଜଜଙ୍କ ଆଦେଶ ବିରୋଧରେ ଶ୍ରୀ ଗମାଙ୍ଗ…

ନବୀନ ବାବୁ ନିଜେ ଟିକେଟ ବାଣ୍ଟିଥିଲେ ବିଜେଡି ପୁଣି ସରକାର କରିଥାନ୍ତା: ସୁନନ୍ଦା

ଭୁବନେଶ୍ୱର; ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସଙ୍କ ବିସ୍ଫୋରକ ବୟାନ l ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ ବୋଲି କହିଲେ ସୁନନ୍ଦା l ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ ଆମକୁ କୁହା ଯାଇଥିଲା l ମୁଁ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ ଦେଖା କରିଥିଲି ବୋଲି…