Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଏମ୍-ଉଷା ଯୋଜନାରେ ଓଡ଼ିଶାକୁ ୬୭୦ କୋଟି ଟଙ୍କା ଅନୁଦାନ

ଭୁବନେଶ୍ବର: ପିଏମ୍-ଉଷା ଯୋଜନାକୁ ନେଇ ବଡ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗବେଷଣା ପାଇଁ ପିଏମ୍-ଉଷା ଯୋଜନାରେ ଓଡିଶାର ବିଭିନ୍ନ ବିଶ୍ବବିଦ୍ୟାଳୟକୁ ୬୭୦ କୋଟି ଟଙ୍କା ପ୍ରଦାନ କରାଯିବ । ରେଭେନ୍ସା ବିଶ୍ବବିଦ୍ୟାଳୟ,…

‘ଗଠନ ହେବା ଦରକାର ପୁରୁଷ ସହ ପିତୃମାତୃ କମିଶନ’

ଭୁବନେଶ୍ବର: ରାଜ୍ୟରେ ଗଠନ ହେବା ଦରକାର ପୁରୁଷ କମିଶନ । ପୁରୁଷ କମିଶନ ହେବା ନିତ୍ୟାନ୍ତ ଆବଶ୍ୟକ ବୋଲି ଆଜି ମତ ବ୍ୟକ୍ତ କରିଛନ୍ତି ବାବା ବଳିଆ । ଦେଶ ତଥା ରାଜ୍ୟରେ ପୁରୁଷଙ୍କ ପ୍ରତି ବଢୁଥିବା ନିର୍ଯାତନାକୁ ଦୃଷ୍ଟିରେ ରଖି କିଛି ଏପରି ମତ ରଖିଛନ୍ତି ବାବା ବଳିଆ । ଏହି ନିକଟରେ ଜଣେ…

ରତ୍ନଗିରିରରୁ ମିଳିଲା ବୌଦ୍ଧ କୀର୍ତ୍ତିରାଜିର ଅମୂଲ୍ୟ ଅବଶେଷ..

ଯାଜପୁର: ରତ୍ନଗିରିରୁ ମିଳିଲା ବୌଦ୍ଧ କୀର୍ତ୍ତିରାଜିର ଅନ୍ୟନ୍ୟ ଅବଶେଷ । ଓଡ଼ିଶାର ଯାଜପୁର ଜିଲ୍ଲାର ରତ୍ନଗିରି ବୌଦ୍ଧ ସ୍ଥଳରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଦ୍ୱାରା ଖନନ କାର୍ଯ୍ୟ ଚାଲିଥିବା ବେଳେ ଏବେ ସେଠୁ ବୌଦ୍ଧ କୀର୍ତ୍ତିରାଜିର କିଛି ଅମୂଲ୍ୟ ଅବଶେଷ ଆବିଷ୍କାର ହୋଇଛି ।…

ଆଜି ମଧ୍ୟରାତ୍ରିରୁ ଯାଞ୍ଚ: ମଦ ପିଇ ଗାଡ଼ି ଚଳାଇଲେ ରଦ୍ଦ ହେବ ଲାଇସେନ୍ସ

ଭୁବନେଶ୍ବର: ଜିରୋ ଆଓ୍ବାରରେ ସମୟରେ ମନମାନି କଲେ କଡା କାର୍ଯ୍ୟନୁଷ୍ଠାନ । ମଦ୍ୟପାନ କରି ଗାଡି ଚଳାଇଲେ ରଦ୍ଦ ହେବ ଲାଇସେନ୍ସ । ଏପରି କି ମୋଟା ଅଙ୍କର ଟଙ୍କା ବି ଗଣିବାକୁ ପଡିବ । ନିୟମ ଉଲଘଂନ କରି ଦ୍ରୁତଗତି ଏବଂ ବେପୁରୁଆ ଭାବେ ଗାଡି ଚାଳନା କରୁଥିବା ଚାଳକକୁ ସାବାଡ କରିବା ପାଇଁ ଏଭଳି…

ସାମ୍ବାଦିକଙ୍କ ପାଇଁ ଫିଟିଲା ସଚିବାଳୟ ଦ୍ବାର

ଭୁବନେଶ୍ବର: ଲୋକସେବା ଭବନ ଭିତରେ ଖବର ପ୍ରସାରଣକୁ ନେଇ ସାମ୍ବାଦିକଙ୍କ ଉପରେ ଲାଗିଥିବା କଟକଣାକୁ ଆଜି ଉଚ୍ଛେଦ କରିଛନ୍ତି ରାଜ୍ୟ ସରକାର । ଲୋକସେବା ଭବନ ଭିତରକୁ ପ୍ରବେଶ ପାଇଁ ସାମ୍ବଦିକଙ୍କୁ ଅନୁମତି ମିଳିଛି । ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି…

୩୮ ବର୍ଷ ହେଲାଣି ରାଜ୍ୟର ଏହି ଗାଁ ପାଳିନି ନୂଆବର୍ଷ…

ବାଲେଶ୍ବର: ରାତିପାହିଲେ ନୂଆବର୍ଷର ଆଗମନ । ୨୦୨୫ ପ୍ରବେଶକୁ ଧୂମଧାମରେ ପାଳନ କରିବ ପୂରା ଦେଶ । ହେଲେ ସେଠି ରାଜ୍ୟର କିଛି ଏମିତି ସ୍ଥାନ ରହିଛି, ଯେଉଁଠି ନୂଆବର୍ଷା ଆସିଲେ ଲୁମଟାଙ୍କୁରୀ ଉଠେ, ଆଖି ଭରିଯାଏ । ଆଉ ମନେପଡିଯାଏ ସେଦିନର ସେ କରାଳ ଦିନ । ଯାହାକୁ ଆଜି ବି ଭୁଲି ନାହାନ୍ତି ଗାଁ…

ରାଜ୍ୟରେ ଆଜିଠୁ ବଢିବ ଶୀତ, ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା

ଭୁବନେଶ୍ଵର: ରାଜ୍ୟରେ ଆଜିଠୁ ବଢିବ ଶୀତ । ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟର ପଶ୍ଚିମା ଗତି ଯୋଗୁଁ ଆଜିଠାରୁ ରାଜ୍ୟ ମଧ୍ୟକୁ ଥଣ୍ଡା ଶୁଷ୍କ ବାୟୁର…

ରାତି ପାହିଲେ ବଦଳିବ କ୍ୟାଲେଣ୍ଡରର ପୃଷ୍ଠା: ନୂଆବର୍ଷକୁ ସ୍ୱାଗତ କରିବାକୁ ଜୋରଦାର ପ୍ରସ୍ତୁତି

ଭୁବନେଶ୍ଵର: ବିଦାୟ ୨୦୨୪। ସ୍ୱାଗତ ୨୦୨୫। ରାତି ପାହିଲେ ନୂଆବର୍ଷ। ନୂଆ ତାରିକାରେ ନୂଆ ଢ଼ଙ୍ଗରେ ନୂଆ ଶୈଳୀରେ ନୂତନ ବର୍ଷକୁ ଆପଣେଇବାକୁ ପ୍ରସ୍ତୁତ ହେଉଛନ୍ତି ଲୋକ। କିଏ ପରିବାର ସହ ପିକନିକ୍ ଯାଉଛି ତ କିଏ ସାଙ୍ଗସାଥୀ ସହ ବଣଭୋଜି ପାଇଁ ବାହାରି ସାରିଛନ୍ତି । ସେହିପରି କିଏ କ୍ଲବ ଓ ପବ୍…

ନୂଆବର୍ଷରୁ ଭୁବନେଶ୍ୱର ଓ ଝାରସୁଗୁଡାରୁ ଏହି ସବୁ ସହରକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଓଡ଼ିଶା ବିମାନ ଯୋଗାଯୋଗ ସେବା ସହ ଯୋଡ଼ି ହେବାକୁ ଯାଉଛି ଆହୁରି ନୂଆ ସହର । ଜାନୁଆରୀ ୧ରୁ ଝାରସୁଗୁଡ଼ା ବିମାନ ବନ୍ଦରରୁ ଅଧିକ ୪ଟି ସହରକୁ ସିଧାସଳଖ ବିମାନ ସେବା ଯୋଡି ହେଉଥିବାବେଳେ, ଜାନୁୟାରୀ ୩ରୁ ଭୁବନେଶ୍ୱର ବିମାନ ବନ୍ଦରରୁ ଆଉ ୫ଟି ସହରକୁ ସିଧାସଳଖ ବିମାନ ସେବା ମିଳିବ ।…

ଯୋଗ୍ୟ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରିବାକୁ ବୀମା କମ୍ପାନୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଅଦିନିଆ ବର୍ଷା ଜନିତ ଫସଲ କ୍ଷୟକ୍ଷତି ସମ୍ପର୍କିତ କ୍ଷତିପୂରଣ ଯୋଗ୍ୟ ଚାଷୀମାନଙ୍କ ହିତରେ ସମସ୍ତ ପ୍ରକ୍ରିୟାକୁ ଅତିଶୀଘ୍ର ସାରିବାକୁ ବୀମା କମ୍ପାନୀ ଗୁଡିକ ସହ ପରାମର୍ଶ କରିଛନ୍ତି କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ଼ ଅରବିନ୍ଦ କୁମାର ପାଢ଼ୀ । ଏହା ସହ ଏଥିରେ କୌଣସି…