Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲୋୟର ପିଏମଜିରେ ଆଶାୟୀ ହିନ୍ଦୀ ସଂସ୍କୃତ ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ବର: ରାଜ୍ୟରେ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଅବହେଳିତ କରାଯାଉଛି। ବହୁତ କଷ୍ଟରେ ଏଣ୍ଟ୍ରାନ୍ସ ପାସ କରି ସଂସ୍କୃତ ପଢି ମଧ୍ୟ ସେମାନଙ୍କୁ ମିଳୁନି ସେମାନଙ୍କ ଅଧିକାର। ସେମାନେ ସଂସ୍କୃତ ହିନ୍ଦୀ ପଢିବା ସହ ବିଏଡ ମଧ୍ୟ କରିଛନ୍ତି। ହେଲେ ସରକାରଙ୍କ ଦ୍ବାରା…

‘ଦୁର୍ନୀତି ହେଉଛି ବିକାଶ ପଥର ମୁଖ୍ୟ ବାଧକ’

ପୁରୀ: ଚଳିତ ବର୍ଷ ଅକ୍ଟୋବର ୨୮ ତାରିଖ ଠାରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ ଆଜି ସକାଳ ୧୧ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭିଡ଼ିଓ କନଫେରେନ୍ସ ମାଧ୍ୟମରେ ସମସ୍ତଙ୍କୁ ଶପଥ ପାଠ କରାଇଥିଲେ ।…

୮ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡିଶାର ୮ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ। ଏହି ଜିଲ୍ଲା ଗୁଡିକରେ ସାମାନ୍ୟରୁ…

ଟ୍ରେଲର ଚାଲିଛି…ଫିଲ୍ମ କେବେ?

ଭୁବନେଶ୍ବର: ପୂର୍ବ ସରକାରକୁ ତେରେଛା ବାଣ। ମୁଖ୍ୟମନ୍ତ୍ରୀ କହିଲେ, ଦୁର୍ନୀତିକୁ ଜିରୋ ଟଲରାନ୍ସ। ବିଜେପି ସରକାରକୁ ଆସିବା ପରେ ବନ୍ଧା ହେଲେଣି ୬ ମୁଖ୍ୟଯନ୍ତ୍ରୀ । ତେବେ ଏହା କେବଳ ଟ୍ରେଲର ଆଗକୁ ପୂରା ଫିଲ୍ମ ବାକି ଅଛି ବୋଲି ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ…

ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀଙ୍କ ବଡ ସୂଚନା

ଭୁବନେଶ୍ୱର: ପୁଣି ଆଉ ଏକ ନୂଆ ଯୋଜନା ଆଣିବାକୁ ଯାଉଛି ବିଜେପି ସରକାର । ନୂଆ ଯୋଜନା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ସୂଚନା ଦେଇଛନ୍ତି । ଏହି ଯୋଜନା ଧର୍ମ ପୀଠ ଯେମିତି ମଠ ଓ ମନ୍ଦିରର ସୁରକ୍ଷା ପାଇଁ ରହିବ । ଏହାର ନାମ ରହିଛି ‘ଦେବାଳୟ ଯୋଜନା’। ଯୋଜନା ସମ୍ପର୍କରେ…

କାଲି ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ

ଭୁବନେଶ୍ବର: ଆସନ୍ତାକାଲିଠାରୁ ସାରା ଭାରତରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ୨.୦ । ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଯୋଜନାକୁ ଭର୍ଚ୍ଚୁଆଲ ମାଧ୍ୟମରେ ଶୁଭାରମ୍ଭ କରିବେ । ଏହା ପରେ ରାଜ୍ୟରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାରେ ଏକକ କାର୍ଡରେ ସୁବିଧା…

ଇସ୍କନ ଭକ୍ତଙ୍କୁ ସିଂହଦ୍ୱାର ମନା ଚେତାବନୀ ଦେଲେ ଜଗନ୍ନାଥ ପ୍ରେମୀ

ପୁରୀ: ପୁଣି ଅଦିନିଆ ରଥଯାତ୍ରାକୁ ନେଇ ତେଜିଲା ବିବାଦ । ଆମେରିକାର ହ୍ୟୁଷ୍ଟନ ଇସ୍କନ ଶାଖାକୁ ଜଗନ୍ନାଥ ପ୍ରେମୀଙ୍କ ତୀବ୍ର ବିରୋଧ । ନଭେମ୍ବର ୩ରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ୯ ତାରିଖରେ ରଥଯାତ୍ରା କରିବାକୁ ହ୍ୟୁଷ୍ଟନ ଶାଖା ୱେବ୍ ସାଇଟ୍ ରେ ସୂଚନା ମିଳିବା ପରେ ଏହାକୁ ରୋକିବା ପାଇଁ…

ଖାଦ୍ୟ ଅନ୍ୱେଷଣରେ ଆସି କୂଅରେ ପଡ଼ିଗଲେ ୨୮ ବାରହା

କେନ୍ଦୁଝର: ହରିଚନ୍ଦନପୁର ବ୍ଲକ ଜୁଙ୍ଗା ପଞ୍ଚାୟତ ଭଗାମୁଣ୍ଡା ଗାଁସ୍ଥିତ ଘଟିଛି ଅଭାବନୀୟ ଘଟଣା। ଏହି ଗାଁର କିଷାନ ସାହିର ଏକ ପରିତ୍ୟକ୍ତ କୂଅରେ ପଡ଼ିଛନ୍ତି ୨୮ରୁ ଉର୍ଦ୍ଧ ଜଙ୍ଗଲୀ ବାରାହା। ଖବର ପାଇ ଘଟଣାସ୍ଥଳରେ ଜଙ୍ଗଲ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର ପାଇଁ ପ୍ରୟାସ ଜାରି ରଖିଛି। ଖାଦ୍ୟ…

ପୁଣି ଖାତାକୁ ଚଢିବ ସୁଭଦ୍ରା କିସ୍ତି, ଜାଣନ୍ତୁ କ’ଣ କରିବେ ଯଦି ଏପର୍ଯ୍ୟନ୍ତ ପାଇନାହାନ୍ତି….

ଭୁବନେଶ୍ବର: ପୁଣି ଖାତାକୁ ଚଢିବ ସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ କିସ୍ତି ଖୁବ୍ ଶୀଘ୍ର ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା । ତେବେ କ’ଣ ଆପଣ ଆବେଦନ କରିଥିଲେ ବି…

ପୁଣି ଫେରୁଛି ପଥୋତ୍ସବ, ଆହୁରି ମଜାଦାର ହେବ ଶୀତୁଆ ସକାଳ

ଭୁବନେଶ୍ୱର: ଏଥର ଶୀତୁଆ ସକାଳର ଖୁବ ମଜା ନେବେ ରାଜଧାନୀବାସୀ । ଖୁବଶୀଘ୍ର ରାଜଧାନୀକୁ ଫେରୁଛି ସମସ୍ତଙ୍କର ପ୍ରିୟ ପଥୋତ୍ସବ । କୁହୁଡି ସକାଳ ସହ କଅଁଳ ଖରାରେ ଜମିବ ପଥୋତ୍ସବ । ତେବେ ମଙ୍ଗଳବାର ଦିନ ମାଷ୍ଟରକାଣ୍ଟିନ୍ ଛକରୁ ରାମ ମନ୍ଦିର ଛକ ଦେଇ ପ୍ରଦର୍ଶନୀ ପଡ଼ିଆ ଯାଏ ପଥୋତ୍ସବ କରାଯିବ…