Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାରାଷ୍ଟ୍ରରୁ ଓଡ଼ିଶା ଆସିଲା ରୟାଲ ବେଙ୍ଗଲ ବାଘ

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ମହାରାଷ୍ଟ୍ରରୁ ଅଣାଗଲା ରୟାଲ ବେଙ୍ଗଲ ଟାଇଗର। ଏଠାରେ ଜନସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି। ବନ ବିଭାଗର ସୂଚନା ଅନୁଯାୟୀ, ଏନଟିସିଏର ଅନୁମୋଦନ ପରେ ବାଘକୁ ଅଣାଯାଇଛି। ପୂର୍ବରୁ ମହାରାଷ୍ଟ୍ରରୁ ବାଘକୁ ଆଣିବା…

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ।…

ଭାରତକୁ ବିକଶିତ ରାଷ୍ଟ୍ର କରିବା ପାଇଁ ସମସ୍ତଙ୍କର ସହଯୋଗ ଆବଶ୍ୟକ: ଓମ୍ ବିର୍ଲା

ଭୁବନେଶ୍ୱର: ଓଡ଼ିଶାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲା। ରାଜଭବନଠାରେ ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡା ସାକ୍ଷାତ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ…

ଏଣିକି ପୋଲିସ୍ ପିନ୍ଧିବେ ବଡି କ୍ୟାମେରା, ରେକର୍ଡ ହେବ କିଏ କହୁଛି ସତ…

ଭୁବନେଶ୍ବର: ଏଣିକି ପୋଲିସ୍ ପିନ୍ଧିବେ ବଡି କ୍ୟାମେରା । କୌଣସି ରିପୋର୍ଟ ଲେଖିଲା ବେଳେ କିମ୍ବା ରେଜିଷ୍ଟ୍ରେସନ ମେଣ୍ଟେନ୍ କଲା ବେଳେ ରିସେପସନରେ ବସୁଥିବା ପୋଲିସ୍ ଅଧିକାରୀମାନେ ବଡି କ୍ୟାମେରା ପିନ୍ଧିବେ । ଅମାନିଆାଙ୍କୁ ସାବାଡ୍ କରିବା ପାଇଁ କିଛି ଏମିତି ଯୋଜନା ଆଣିଛି କମିଶନରେଟ…

ବାତ୍ୟା ‘ଦାନା’ରେ ପ୍ରଭାବିତ ହୋଇଛି ୧୦୮ ବ୍ଲକର ୧୬୭୧ ପଞ୍ଚାୟତ

ଭୁବନେଶ୍ଵର: ବାତ୍ୟା ପରର ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା । ବାତ୍ୟା 'ଦାନା' ପ୍ରଭାବରେ ପ୍ରଭାବିତ ହୋଇଛି ୧୪ ଜିଲ୍ଲାର ୧୦୮ ବ୍ଲକର ୧୬୭୧ ପଞ୍ଚାୟତ । ସେହିପରି ୩୧ ସହରାଞ୍ଚଳର ୪୨୬ଟି ୱାର୍ଡ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ରାଜସ୍ବ…

୨୦ ଲକ୍ଷ ଲୋକଙ୍କୁ ୬ ମାସ ଭିତରେ ମିଳିବ ଘର

ବାଲେଶ୍ବର: ୬ ମାସ ଭିତରେ ୨୦ ଲକ୍ଷ ଲୋକଙ୍କୁ ଘର ଦିଆଯିବ । ବାଲେଶ୍ବର ସୋରରେ ବାତ୍ୟା ପରର ସ୍ଥିତି ସମୀକ୍ଷା କରିବା ପରେ ଏଭଳି ମନ୍ତବ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ତେବେ ବାତ୍ୟାରେ ଯେଉଁମାନଙ୍କ ଘର ଭାଙ୍ଗିଯାଇଛି ସେମାନଙ୍କୁ ସରକାରଙ୍କ ପକ୍ଷରୁ ପକ୍କାଘର…

ବିପଦ ସଂକେତ ଡେଇଁଲା କାଂଶବାଂଶ: ପାଣି ଘେରରେ ୫ ଗାଁ

ସୋର: ଟଳିଯାଇଛି ବାତ୍ୟା । ହେଲେ ବାତ୍ୟା ପ୍ରଭାବରେ ଲଗାଣ ବର୍ଷା ଏବେ ଦୁଃଖ ବଢାଉଛି । ତୁହାକୁ ତୁହା ବର୍ଷା ଏବେ ପ୍ରମୁଖ ନଦୀରେ ବନ୍ୟା ଆଶଙ୍କା ସୃଷ୍ଟି କରିଥିବା ବେଳେ ବିପଦ ସଙ୍କେତ ଟିପିଛି ବାଲେଶ୍ବର ଜିଲ୍ଲାର କାଂଶବାଂଶ ନଦୀ । ଫଳରେ ଜିଲ୍ଲାର ୫ ଗାଁ ପାଣି ଘେରରେ ରହିଛି । ତେବେ…

ବାତ୍ୟା ଦେଇଯାଇଛି ଦୁଃଖ: କେଉଁଠି ଉଜୁଡିଛି ଚାଷ, ଆଉ କେଉଁଠି ଜଳବନ୍ଦୀ ପରିସ୍ଥିତି

ଭୁବନେଶ୍ବର: ଟଳି ଯାଇଛି ବାତ୍ୟା ଦାନା । ହେଲେ ଦେଇଯାଇଛି ଦୁଃଖ । କେଉଁଠି ମାଟିରେ ମିଶିଛି ଘର ତ ଆଉ କେଉଁଠି ଜଳବନ୍ଦୀରେ ଜୀବନ କାଟୁଛନ୍ତି ଲୋକେ । ବାତ୍ୟା ଦାନା ପ୍ରଭାବରେ ପ୍ରବଳ ବର୍ଷା କିଛି କିଛି ସ୍ଥାନରେ ଏବେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଥିବା ବେଳେ ଅନେକଙ୍କ ଘରେ ପାଣି ପଶି…

ବରୀରେ ଲଜ୍ଜା: ୮ ବର୍ଷର ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଯାଜପୁର: ଯାଜପୁର ବରୀରେ ଲଜ୍ଜା । ୮ ବର୍ଷର କୁନି ଝିଅକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଗତ ୨୩ ତାରିଖରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବେଳେ ଏବେ ପର୍ଯ୍ୟନ୍ତ ପୋଲିସ୍ ଅଭିଯୁକ୍ତଙ୍କୁ ଗିରଫ କରୁନଥିବା ଅଭିଯୋଗ ହୋଇଛି । ତେବେ ପୀଡିତାଙ୍କ ଜଣେ ପଡୋଶୀ ଏଭଳି କାଣ୍ଡ…

ବାଘ ନୁହେଁ ବଣଭୂଆଁ, ସ୍ପଷ୍ଟ କଲା ବନବିଭାଗ

ଭୁବନେଶ୍ବର: ଭୁବନେଶ୍ବର ବିମାନବନ୍ଦରରେ ନିକଟରେ ବାଘ ବୁଲୁଥିବାର ଯେଉଁ ଗୁଜବ ଉଠିଥିଲା, ସେନେଇ ସ୍ପଷ୍ଟିକରଣ ରଖିଛି ବନବିଭାଗ ଏହା କଲରାପତରିଆ ବାଘ ନୁହେଁ, ବଣଭୂଆଁ ନେଇ ସ୍ପଷ୍ଟ କରିଛି ବନ ବିଭାଗ । ତେବେ ରାତି ତମାମ ଖାନ୍ ତଲାସୀ ବେଳେ ଆଜି ଭୋର୍ ସମୟରେ କର୍ମଚାରୀମାନେ ଏକ ବଣଭୂଆଁ…