Latest Odisha News

BREAKING NEWS

Browsing Category

ଓଡିଶା

Odisha

ଘର ଉପରେ ଗଛ ପଡ଼ିଛି କି? ଏହି ନମ୍ୱରରେ କଲ୍ କରନ୍ତୁ…. ସଙ୍ଗେ ସଙ୍ଗେ କଟାଯିବ

ଭୁବନେଶ୍ବର: ଧିରେ ଧିରେ ଦୁର୍ବଳ ହେଉଛି ବାତ୍ୟା ଦାନା। କାଲି ମଧ୍ୟ ରାତି ଠାରୁ ତାଣ୍ଡବ ରଚିଥିବା ବେଳେ ଆଜି ସକାଳୁ ଧିରେ ଧିରେ ଶାନ୍ତ ହୋଇ ଗଭୀର ଅବପାତ ରୂପ ନେଉଛି। ବାତ୍ୟା ଦାନା ତାଣ୍ଡବ ରଚିବା ପରେ ଏବେ ଜୋରସୋରରେ ଚାଲିଛି ଉଦ୍ଧାରକାର୍ଯ୍ୟ । ଯୁଦ୍ଧକାଳୀନ ଭିତ୍ତିରେ ଅଗ୍ନିଶମ ବାହିନୀ…

ଦେବଦୂତ ସାଜି ବୃଦ୍ଧାଙ୍କୁ କାନ୍ଧରେ ବୋହିଲେ ଆଶା କର୍ମୀ, ଛୁଟୁଛି ଶୁଭେଚ୍ଛାର ସୁଅ

ରାଜନଗର: ବାତ୍ୟା ‘ଦାନା’ର ପ୍ରକୋପ ସମୟରେ ଲୋକେ ସୁରକ୍ଷିତ ସ୍ଥାନରେ ରହିବାକୁ ଉଦ୍ୟତ ହେଉଥିବା ବେଳେ ସେବା ମନୋଭାବ ନେଇ ଆଗେଇ ଆସିଥିଲେ ଜଣେ ଆଶାକର୍ମୀ । ବିପଦ ସଙ୍କୁଳଙ୍କ ପାଇଁ ସାଜିଥିଲେ ଦେବଦୂତ। ପବନ, ବର୍ଷାକୁ ଖାତିର ନ କରି ବିପଦରେ ପଡ଼ିଥିବା ଜଣେ ବୃଦ୍ଧାଙ୍କୁ ନିଜ କାନ୍ଧରେ ବୋହି…

ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ମାଓବାଦୀ ନିହତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧୀନ ବୁଦାନାଇ ଜଙ୍ଗଲରେ ପୁଣି ସକ୍ରିୟ ହୋଇଛନ୍ତି ମାଓବାଦୀ । ଆଜି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ତେବେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ରହିଛି । ମିଳିଥିବା ସୂଚନା…

ବାତ୍ୟାରେ ଘର ଭାଙ୍ଗିଥିବା ପରିବାରଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର: ବାତ୍ୟାରେ ଯେଉଁ ପରିବାରଙ୍କ ଘର ଭାଙ୍ଗିଯାଇଛି, କିମ୍ବା କଚ୍ଚା ଘର କ୍ଷତିଗ୍ରସ୍ତ ହୋଇଛି ସେମାନଙ୍କୁ ସରକାର ପକ୍କା ଘର ପାଇଁ ସହାୟତା ପ୍ରଦାନ କରିବେ। ଆଜି ବାତ୍ୟା ପରବର୍ତ୍ତୀ ଆଲୋଚନାରେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ମନ୍ତ୍ରୀ…

ଜେଲରେ ୱାର୍ଡରଙ୍କୁ ପିଟିଲେ କଏଦୀ

ଭୁବନେଶ୍ୱର: ପୁଣି ଝାରପଡ଼ା ଜେଲ୍ ଭିତରେ ମାରପିଟ୍‌ ହେବା ଘଟଣା ସାମ୍ନାକୁ ଆସିଛି । ଜେଲ ୱାର୍ଡରଙ୍କୁ କେତେଜଣ କଏଦୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ମାରପିଟ୍‌ ପରେ ଜେଲରେ ଏମର୍ଜେନ୍ସି ସାଇରନ୍‌ ବାଜି ଉଠିଥିଲା । ଖବର ପାଇ ଲକ୍ଷ୍ମୀସାଗର ପୋଲିସ ଜେଲରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ…

ବାତ୍ୟା ଦାନା ପ୍ରଭାବ: ପୁରୀରେ ସବୁଠୁ ଅଧିକ ବର୍ଷିଲା

ଭୁବନେଶ୍ୱର: ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ଦାନା। ଶୁକ୍ରବାର ରାତି ୧୨.୫ରେ ସ୍ଥଳଭାଗ ଛୁଇଁଥିବା ବେଳେ ଆଜି ସକାଳେ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ କରିଛି ଦାନା। ବର୍ତ୍ତମାନ ଭୀଷଣ ବାତ୍ୟା, ବାତ୍ୟା ରୂପ ନେଇଥିବା ବେଳେ ଧୀରେ ଧୀରେ ଗଭୀର ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ…

ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ସିଂହଦ୍ଵାର ଆଉ ବେଳାଭୂମି…

ପୁରୀ: ପର୍ଯ୍ୟଟକଙ୍କ ପାଇଁ ପୁଣି ଖୋଲିଲା ପୁରୀ। ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ବାତ୍ୟାର ପ୍ରଭାବ କମିବା ପରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ପ୍ରତ୍ୟାହୃତ କରାଯାଇଛି। ତେବେ ବାତ୍ୟା ଲ୍ୟାଣ୍ଡଫଲ୍…

କାହିଁକି ଦୁର୍ବଳ ହେଲା ଭୟଙ୍କର ବାତ୍ୟା ‘ଦାନା’? ଜାଣନ୍ତୁ କାରଣ…

ଭୁବନେଶ୍ବର: ଭୀଷଣ ବାତ୍ୟାର ରୂପ ନେଇ ଉପକୂଳ ଆଡକୁ ମାଡିଆସୁଥିବା ‘ଦାନା’ ହଠାତ୍ ଦୁର୍ବଳ ହୋଇଯାଇ ଗତ ରାତି ୧୨ଟାରେ ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ଏହା ଲ୍ୟାଣ୍ଡଫଲ୍‌ କରିଥିଲା । ଆଉ ସକାଳ ସାଢେ ୮ଟାରେ ଏହାର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ସରିଥିଲା । ହେଲେ ହଠାତ୍ କେଉଁ…

ଧିରେ ଧିରେ ଶାନ୍ତ ହେଉଛି ‘ଦାନା’: ସରିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା

କେନ୍ଦ୍ରାପଡା: ଶେଷ ହେଲା ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।ତାଣ୍ଡବ ରଚିବା ପରେ ଧିରେ ଧିରେ ଶାନ୍ତ ହେଉଛି 'ଦାନା'।ଶୁକ୍ରବାର ମଧ୍ୟରାତ୍ରିରେ ପ୍ରାୟ ୧୨ ଟା ୫ ମିନିଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଭିତରକନିକା ଏବଂ ଧାମରା ଅଞ୍ଚଳରେ ପବନର ବେଗ ବୃଦ୍ଧି ପାଇଥିଲା। ରାତିସାରା ତାଣ୍ଡବ…

ବ୍ରହ୍ମପୁର ମେଡିକାଲ କଲେଜରେ ରାଗିଂ ଅଭିଯୋଗ

ବ୍ରହ୍ମପୁର: ବ୍ରହ୍ମପୁର ଏମକେସିଜିରେ ଏମବିବିଏସ ୨ୟ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। କଲେଜର ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ କରାଯାଇଥିବା ନେଇ ନ୍ୟାସନାଲ ମେଡିକାଲ କାଉନସିଲ୍‌ ନିକଟରେ ଅଭିଭାବକମାନେ ଅଭିଯୋଗ କରିଛନ୍ତି। ଉକ୍ତ ଅଭିଯୋଗ ଆଧାରରେ ତଦନ୍ତ ପାଇଁ କଲେଜ…