Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାତ୍ୟା ସମୟରେ ପ୍ରବଳ ବର୍ଷା ଯୋଗୁଁ ୧୬ ଜିଲ୍ଲାରେ ବନ୍ୟା ଆଶଙ୍କା

ଭୁବନେଶ୍ୱର: ସମୁଦ୍ରରୁ ବଳ ଗୋଟାଇ ଉପକୂଳ ଅଭିମୁଖେ ପ୍ରବଳ ବେଗରେ ମାଡି ଆସୁଛି ବାତ୍ୟା ‘ଦାନା’ । ସଦ୍ୟ ସୂଚନା ଅନୁଯାୟୀ ଏହା ଏବେ ପାରାଦ୍ୱୀପ ଠାରୁ ୧୦୦ କିଲୋମିଟର ଏବଂ ଧାମରା ଠାରୁ ୧୩୦ କିଲୋମିଟର ଦୂରରେ ରହିଛି । ଯାହାର ପ୍ରଭାବ ଅନେକ ଜିଲ୍ଲାରେ ଦେଖାଯିବା ଆରମ୍ଭ ହୋଇଯାଇଛି ।…

ବାତ୍ୟା ସମୟରେ ନେଟୱର୍କ ସିଷ୍ଟମ ଉପରେ ବଡ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ସ୍ଥଳଭାଗକୁ ମାଡି ଆସୁଛି ବାତ୍ୟା ‘ଦାନା’ । ଏହାର ପ୍ରଭାବ ବର୍ତ୍ତମାନ ବିଭିନ୍ନ ଜିଲ୍ଲାରେ ଦେଖିବାକୁ ମିଳୁଛି । ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ପବନର ବେଗ ମଧ୍ୟ ବଢିବାରେ ଲାଗିଲାଣି । ତେବେ ଗୁରୁବାର ରାତି ୩ଟାରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ୍…

ଉପକୂଳ ମୁହାଁ ‘ଦାନା’, ପାରାଦ୍ୱୀପରୁ ମାତ୍ର ଏତିକି ଦୂରରେ ଅଛି…

ଭୁବନେଶ୍ବର: ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳ ମୁହାଁ ହେଉଛି ‘ଦାନା’ । ପାରାଦୀପରୁ ଠାରୁ ଏବେ ୧୦୦ କିମି ଦୂରରେ ରହିଛି । ସେହିଭଳି ଧାମରାର ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ୧୩୦ କିମି ଦୂରରେ ରହିଛି ଦାନା । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଭିତରକନିକା ଓ ଧାମରା ମଧ୍ୟରେ ରାତି…

ବାତ୍ୟା ‘ଦାନା’ ପାଇଁ ବନ୍ଦ ରହିବ ଧଉଳି ଶାନ୍ତି ସ୍ତୁପ

ଭୁବନେଶ୍ୱର: ବାତ୍ୟା 'ଦାନା' ପାଇଁ ଦୁଇ ଦିନ ଧଉଳି ଶାନ୍ତି ସ୍ତୁପ ପର୍ଯ୍ୟଟକ ମାନଙ୍କ ନିମନ୍ତେ ବନ୍ଦ ରହିବ। ସମ୍ଭାବ୍ୟ ବାତ୍ୟା ଦାନା ର ଗଭୀର ପ୍ରଭାବ ରେ ଜିଲ୍ଲାର ସମୁନ୍ଦ୍ର ଉପକୂଳ ଅଞ୍ଚଳ ମାନଙ୍କରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ପାଗ ଖରାପକୁ ଦୃଷ୍ଟିରେ ଆଖି ଆଗରେ ରଖି ଆଜି ଠାରୁ…

ଲୋକମାନେ ଆତଙ୍କିତ ନହୋଇ ପ୍ରଶାସନିକ ନିର୍ଦ୍ଦେଶାବଳୀକୁ ପାଳନ କରନ୍ତୁ: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା "ଦାନା" ର ମୁକାବିଲା ତଥା ଲୋକଙ୍କ ସୁରକ୍ଷା ପାଇଁ ସମସ୍ତ ପ୍ରକାର ପ୍ରଶାସନିକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା ନିମନ୍ତେ ସମୀକ୍ଷା କରିବା ସହ ଧାମରା ବନ୍ଦର ଗସ୍ତ କରିଛନ୍ତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ଗତକାଲି ରାତିରେ ମନ୍ତ୍ରୀ ଶ୍ରୀ ସୂରଜ…

ଭୁବନେଶ୍ୱର ପରେ ଝାରସୁଗୁଡା ବିମାନବନ୍ଦରକୁ ବୋମା ଧମକ

ଝାରସୁଗୁଡା: ଭୁବନେଶ୍ୱରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ପରେ ଗୁରୁବାର ଦିନ ବୀର ସୁରେନ୍ଦ୍ର ସାଇ ବିମାନବନ୍ଦରକୁ ବୋମା ଧମକ ମିଳିଛି। ଇଣ୍ଡିଗୋ ଝାରସୁଗୁଡା-ବେଙ୍ଗାଲୁରୁ ବିମାନ (6E-128) ମଝି ଆକାଶରେ ଥିବା ବେଳେ ବୋମା ଧମକ ନେଇ ସୂଚନା ପାଇଥିଲା।  ଏହି ବିମାନ ଦିନ ୧୨ଟା…

ପାଖେଇ ପାଖେଇ ଆସିଲାଣି ‘ଦାନା’: ପ୍ରଭାବରେ ରାଜଧାନୀରେ କାଚୁଛି ବର୍ଷା 

ଭୁବନେଶ୍ୱର: ସ୍ଥଳଭାଗ ମୁହାଁ ହେବା ପୂର୍ବରୁ ନିଜର ପ୍ରଭାବ ଜାହିର କଲାଣି ବାତ୍ୟା ଦାନା। ଯେତେ ପାଖେଇ ପାଖେଇ ଆସୁଛି, ତାହାର ପ୍ରଭାବ ସେତିକି ଅନୁଭୂତ ହୋଇଛି। ସକାଳୁ ରାଜଧାନୀରେ ଏହାର ପ୍ରଭାବରେ ଝିପି ଝିପି ମେଘ ତୁହାକୁ ତୁହା ଲାଗିରହିଥିବା ବେଳେ ଏବେ ବର୍ଷାର ପରିମାଣ ବଢ଼ିଛି। ରାଜଧାନୀ…

ଅସ୍ତରଙ୍ଗ ଯାଇ ବାତ୍ୟା ମୁକାବିଲାର ସ୍ଥିତି ପରକ୍ଷିଲେ ଉପମୁଖ୍ୟମନ୍ତ୍ରୀ

ଅସ୍ତରଙ୍ଗ: ପୁରୀ ଜିଲ୍ଲା ଅସ୍ତରଙ୍ଗ ଗସ୍ତ କରି ବାତ୍ୟାର ପ୍ରଭାବ ଓ ତାର ମୁକାବିଲା ପାଇଁ କିଭଳି ପଦକ୍ଷେପ ନିଆଯାଇଛି ତାହାର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସମୁଦ୍ର ନିକଟବର୍ତ୍ତୀ ତଳିଆ ଅଞ୍ଚଳର ବାସିନ୍ଦାମାନଙ୍କୁ କେତେ ମାତ୍ରାରେ ଆଶ୍ରୟସ୍ଥଳୀଙ୍କୁ ସ୍ଥାନାନ୍ତର…

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ

ଭୁବନେଶ୍ବର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗୁରୁବାର ଦିନ ବୋମା ଧମକ ମିଳିବା ପରେ ହାଇ ଆଲର୍ଟରେ ବିମାନ ବନ୍ଦର। ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ପରେ ଏହାକୁ ଏକ ଗୁଜବ ବୋଲି କୁହାଯାଇଛି। ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ…