Latest Odisha News

BREAKING NEWS

Browsing Category

ଓଡିଶା

Odisha

‘ଦାନା’କୁ ନେଇ ଆତଙ୍କିତ ନ ହୋଇ ମୁକାବିଲା କରନ୍ତୁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବିପର୍ଯ୍ୟୟ ପ୍ରସ୍ତୁତି ବୈଠକ  ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ସିଂହଦେଓ ସମସ୍ତ ଅଧିକାରୀଙ୍କୁ ଆତଙ୍କିତ ନ ହୋଇ ସତର୍କ ତଥା…

ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

ଭୁବନେଶ୍ୱର: ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା । ସୋମବାର ରାଜ୍ୟ ସରକାର ସେମାନଙ୍କ ମହଙ୍ଗା ଭତ୍ତାକୁ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି । ଏହା ଜୁଲାଇ ପହିଲା ୨୦୨୪ରୁ ପିଛିଲା ଭାବରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତୁତି ବୈଠକ, ଦେଲେ ଏହି ସବୁ ପରାମର୍ଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହିତ ସମସ୍ତ ସମ୍ଭାବ୍ୟ ପ୍ରଭାବିତ…

ଆସୁଛି ବାତ୍ୟା; ସ୍କୁଲ ଛୁଟିକୁ ନେଇ ବଡ଼ ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଥିବା ସମ୍ଭାବ୍ୟ ବାତ୍ୟା ‘ଦାନା’ ପୁରୀ-ବାଲେଶ୍ୱର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୧୦ରୁ ୧୨୦ କିଲୋମିଟର ରହିପାରେ ବୋଲି ପୂର୍ବନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ୨୩ ତାରିଖରୁ ରାଜ୍ୟରେ…

କିଟ୍‍ ବିଶ୍ୱବିଦ୍ୟାଳୟକୁ ଗ୍ରୀନ୍‍ କ୍ୟାମ୍ପସ୍‍ ପୁରସ୍କାର-୨୦୨୪, ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସଦସ୍ୟ ସମ୍ମାନ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟରେ ଆଜି ପରିବେଶରେ ଆର୍ସେନିକ୍‍ ଉପରେ ୯ମ ଅନ୍ତର୍ଜାତୀୟ କଂଗ୍ରେସ ପ୍ରଦର୍ଶନୀ ଉଦ୍‍ଘାଟିତ ହୋଇଛି। ଚାରିଦିନଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ୫୦ଟି ଦେଶରୁ ୧୦୦ରୁ ଊର୍ଦ୍ଧ ପ୍ରତିନିଧିଙ୍କ ସମେତ ୪୦୦ ପ୍ରତିନିଧି ଯୋଗଦେଇଛନ୍ତି। ସେମାନଙ୍କ ମଧ୍ୟରେ…

କିଟ୍‍ ଓ କିସ୍‍ ପରିଦର୍ଶନ କଲେ ସଂସଦୀୟ ଷ୍ଟାଣ୍ଡିଂ କମିଟି

ଭୁବନେଶ୍ୱର: ତଫସିଲଭୁକ୍ତ ଜାତି ଓ ଜନଜାତି କଲ୍ୟାଣ ସମ୍ବନ୍ଧୀୟ ସଂସଦୀୟ ଷ୍ଟାଣ୍ଡିଂ କମିଟି ରବିବାର କିଟ୍‍ ଓ କିସ୍‍ ଦର୍ଶନ କରିଛନ୍ତି। ସାଂସଦ ଡ. ଫଗନ ସିଂହ କୁଲସ୍ତେଙ୍କ ଅଧ୍ୟକ୍ଷତାରେ ଏହି କମିଟି କିଟ୍‍ ଓ କିସ୍‍ ପରିଦର୍ଶନରେ ଆସି କିଟ୍‍ର ବିଭିନ୍ନ କ୍ୟାମ୍ପସ୍‍ ବୁଲି ଦେଖିବା ସହ…

ହବିଷ୍ୟାଳୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ପ୍ରଦାନ କଲେ ଏହି ସବୁ ସାମଗ୍ରୀ

ପୁରୀ: ପୁରୀରେ ବୃନ୍ଦାବତୀ ନିବାସ ହବିଷ୍ୟାଳୀ ଶିବିର ପରିଦର୍ଶନ କରିବା ସହ ବୃନ୍ଦାବତୀ ନିବାସ ଶିବିରରେ ଆନୁସଙ୍ଗିକ ବ୍ୟବସ୍ଥାର ସମୀକ୍ଷା ସହ ବ୍ରତଧାରୀ ମାନଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କୁ ହୁଳହୁଳି ଦେଇ ସ୍ବାଗତ କରିଥିଲେ ବ୍ରତଧାରୀ…

ବାତ୍ଯା ‘ଦାନା’; ଏନଆରଟିଏସ୍ ଓ ସ୍କଲାରସିପ ପରୀକ୍ଷା ସ୍ଥଗିତ କଲା ବିଏସଇ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ) ବାତ୍ଯା 'ଦାନା' କାରଣରୁ ଏନଆରଟିଏସ୍ ଏବଂ ପ୍ରାଥମିକ ସ୍କଲାରସିପ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି। ସୋମବାର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି। ବୋର୍ଡ ପକ୍ଷରୁ କୁହାଯାଇଛି ଯେ ନ୍ୟାସନାଲ ରୁରାଲ୍ ଟାଲେଣ୍ଟ ସ୍କଲାରସିପ୍ (ଏନଆରଟିଏସ୍)…

ବାଲିଗୁଡ଼ାରେ ଟିକା ନେଇ ୫୦ରୁ ଉର୍ଦ୍ଧ୍ୱ ଅସୁସ୍ଥ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରେ ଅଘଟଣ। ଯକ୍ଷ୍ମା (ଟିବି)ରୁ ରକ୍ଷା ପାଇଁ ଦିଆଯାଉଥିବା ବିସିଜି ଟିକା ନେଇ ୫୦ରୁ ଉଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି । ଟିକା ନେବାର ୨ ରୁ ୩ ଦିନ ଯନ୍ତ୍ରଣା ପରେ ଉକ୍ତ ସ୍ଥାନରେ ଘା’ ସଂକ୍ରମଣ ହୋଇ ଯାଉଥିବା ଜଣାପଡିଛି ।…

ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଟିପିଏସ୍ଓଡିଏଲ ପକ୍ଷରୁ ପ୍ରସ୍ତୁତି

ବ୍ରହ୍ମପୁର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ 'ଦାନା'କୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ତତ୍ପରତା ଦେଖାଇଛି। ନିରବଚ୍ଛିନ୍ନ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ସହ ବିଦ୍ୟୁତ ସରବରାହରେ ବାଧାବିଘ୍ନକୁ ହ୍ରାସ କରିବା…