Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଦ୍ମ ଛାଡି ଶଙ୍ଖ ଫୁଙ୍କିଲେ ସମ୍ବଲପୁର ସାଂସଦଙ୍କ ପତ୍ନୀ ଅରୁନ୍ଧତୀ ଦେବୀ

ଭୁବନେଶ୍ବର: ବିଜେଡିରେ ଯୋଗ ଦେଲେ ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ । ତାଙ୍କ ସହ ତାଙ୍କ ପୁଅ ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି । ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ଉଭୟ ଅରୁନ୍ଧତୀ ଦେବୀ ଓ ପୁଅ ନମନ ଗଙ୍ଗଦେବ ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ବଢୁଛି ଗ୍ରୀଷ୍ମ ପ୍ରବାହ, ଚେତାବନୀ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନ ଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି । ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୨ ରୁ ୪ ଡ଼ିଗ୍ରୀ ଯାଇଁ ବୃଦ୍ଧି…

ବିଜେପିରେ ଅଲୋଡା ବିଶ୍ବେଶ୍ବର !

ଭୁବନେଶ୍ୱର: ନା ଲୋକସଭା ନା ବିଧାନସଭା ଟିକେଟ୍ । ବିଜେପିରେ ଅଲୋଡା କି ବିଶ୍ବେଶ୍ବର ଟୁଡୁ? ପ୍ରଥମ ବିଜୟରେ ହିଁ କେନ୍ଦ୍ରମନ୍ତ୍ରୀ ହୋଇଥିଲେ ମୟୂରଭଞ୍ଜ ସାଂସଦ । ହେଲେ ନିଜ ବୟାନ ଓ ଆଚରଣକୁ ନେଇ ବିବାଦ ଘେରକୁ ଆସିଥିଲେ ବିଶ୍ବେଶ୍ବର । କେତେବେଳେ ପ୍ରଶାସନିକ ଅଧିକାରୀଙ୍କ ସଂପର୍କରେ ବିବାଦୀୟ…

ଓଆରଏଚଡିସି ଦୁର୍ନୀତି ମାମଲା: ମୋକିମଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କଲେ ସୁପ୍ରିମକୋର୍ଟ

କଟକ: ଓଆରଏଚଡିସି ଦୁର୍ନୀତି ମାମଲାରେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ସାମୟିକ ଆଶ୍ଵସ୍ତି । ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଆଶ୍ବସ୍ତି ପ୍ରଦାନ କଲେ ସୁପ୍ରିମକୋର୍ଟ । ଓଆରଏଚଡିସି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡ ହାଇକୋର୍ଟ କାଏମ ରଖିଥିଲେ ଏହାକୁ…

ବିଜେଡିରେ ମିଶିଲେ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ୱର: ବିଜେଡ଼ିରେ ଯୋଗଦେଲେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ । ଆଜି ଶଙ୍ଖଭବନ ଠାରେ ଧର୍ମଶାଳା ବିଧାୟକ ତଥା କଳାହାଣ୍ଡି ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ…

ଉନ୍ନତିକରଣ ନେଇ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନିର୍ବାଚନ ପୂର୍ବରୁ ଉନ୍ନତିକରଣକୁ ନେଇ ଲୋକଙ୍କ ମତ ନେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ଭଏସ କଲ ଆଉ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ସହ କଥା ହେବା ସଙ୍ଗେ ସଙ୍ଗେ ସେମାନଙ୍କ ଅଞ୍ଚଳର ବିକାଶ କଥା ପଚାରି ବୁଝୁଛନ୍ତି…

ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ, ନିକଟରେ ବିଜେଡି ଛାଡିଥିଲେ

ଭୁବନେଶ୍ବର: ବିଜେପିରେ ଯୋଗଦେଲେ ତେଲକୋଇର ପୂର୍ବତନ ବିଜେଡି ବିଧାୟକ ବେଦବ୍ୟାସ ନାୟକ । ସେ ପ୍ରାର୍ଥୀ ପାଇଁ ଆଶାୟୀ ଥିବାବେଳେ, ଦଳ ଟିକେଟ୍ ନଦେବାରୁ ବେଦବ୍ୟାସ ଅସନ୍ତୁଷ୍ଟ ଥିଲେ । ସେନେଇ ବେଦବ୍ୟାସ ନିକଟରେ ବିଜେଡି ଛାଡିଥିଲେ । ଆଜି ବିଜେପି ରାଜ୍ୟ କାର୍ଯ୍ୟଳୟରେ ବେଦବ୍ୟାସ ସହ ଶହଶହ…

ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁଲେ ବିଚାରଧୀନ କଏଦୀ

ଝାରସୁଗୁଡ଼ା: ଶୁଣାଣି ଚାଲିଥିବା ବେଳେ କୋର୍ଟ ଛାତରୁ ଡେଇଁ ପଡ଼ିଲେ ବିଚାରାଧୀନ କଏଦୀ । ଝାରସୁଗୁଡ଼ା ଜିଲା ଦୌରାଜଜଙ୍କ ଅଦାଲତର ଦ୍ୱିତୀୟ ମହଲାରୁ ଆଜି କଏଦୀ ଜଣକ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଅଭିଯୁକ୍ତ ଜଣକ ହେଲେ ବେଲପାହାଡ଼ ଥାନା ଅଧୀନ ଜୁନା ଗାଁର ସନାତନ ସିଂ । ସୂଚନା…

ଭିକେ ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି

ଭୁବନେଶ୍ବର: ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ବିରୋଧରେ ସିଇଓଙ୍କୁ ଫେରାଦ ହେଲା ବିଜେପି । ବିଜେପି ଅଭିଯୋଗ କରିଛି ଯେ, ବିଜେଡି ନେତା ତଥା 5-ଟି ଅଧ୍ୟକ୍ଷ ପାଣ୍ଡିଆନ ଆଜି ଆଦର୍ଶ ନିର୍ବାଚନ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଘଂନ କରିଛନ୍ତି । ଦଳ ଆହୁରି କହିଛି ଯେ, ବସ୍ ଦୁର୍ଘଟଣାରେ ଆହତ…

ଦିଲ୍ଲୀପ ରାୟ ରିଟର୍ଣ୍ଣସ୍

ଭୁବନେଶ୍ୱର: ଆସିଲା ବିଜେପି ପ୍ରାର୍ଥୀ ତାଲିକା । ୨୧ଜଣିଆ ତାଲିକାରେ ଅନେକ ସରପ୍ରାଇଜ । ରାଉରକେଲା ରାଜନୀତିକୁ ଫେରିଲେ ଦିଲ୍ଲୀପ ରାୟ । ବଦଳିଲେ ରଣପୁର, ପଟାଙ୍ଗୀ ପ୍ରାର୍ଥୀ । ତୁଟିଲା ଚୈତନ୍ୟ ଦ୍ୱନ୍ଦ୍ୱ । ଭେଟେରାନଙ୍କୁ ଭରସା, ଆମଦାନୀ ନେତାଙ୍କୁ ଟିକେଟ୍ । ଚବିଶ ରାଜନୀତିରେ କେତେ ସଫଳ…