Latest Odisha News

BREAKING NEWS

Browsing Category

ଓଡିଶା

Odisha

ପଙ୍କରେ ପଦ୍ମ, ଚମକିଲେ ବଣ୍ଡା ଘାଟି ଝିଅ ବିନି

ମାଲକାନଗିରି: କୁହନ୍ତି ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସେ । ଇଚ୍ଛା ଶକ୍ତି ଆଗରେ ସବୁ କିଛି ସତେ ଯେମିତି ହାର ମାନିଥାଏ । ବାପା ହାଇସ୍କୁଲର ରୋଷେୟା ଓ ମାଆ ଜଣେ ଅଙ୍ଗନବାଡି କର୍ମୀ । ପିଲାବେଳୁ ଜଣେ ଅଫିସର ହେବା ପାଇଁ ଇଚ୍ଛା ଥିଲା କିନ୍ତୁ ଅର୍ଥ ସାଜିଥିଲା ବାଧକ । ଶେଷରେ ଆଶାର ବାଡି…

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ସାମ୍ନାକୁ ଆସିଲା ସିସିଟିଭି

ପୁରୀ: ଶ୍ରୀମନ୍ଦିର ବରିଷ୍ଠ ସେବାୟତ ତଥା ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ ସାମ୍ନାକୁ ଆସିଲା ସିସିଟିଭି ଦୃଶ୍ୟ । ଶୁକ୍ରବାର ସନ୍ଧ୍ୟା ସମୟରେ ବକ୍ସି ରାମଚନ୍ଦ୍ର ପ୍ରତିହାରୀ ତାଙ୍କ ସ୍କୁଟରରେ ବସି ବାହାରିବା ବେଳେ ପଛ ଆଡୁ ଆକ୍ରମଣ କରିଥିଲା ଦୁର୍ବୃତ୍ତ ।…

ଆସୁଛି ‘ଦାନା’, କଳାବଜାରୀଙ୍କୁ ସାବଧାନ୍!

ଭୁବନେଶ୍ବର: ଆସୁଛି ବାତ୍ୟା । ଆସନ୍ତା ୨୩ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ବାତ୍ୟା ‘ଦାନା’ । ତେବେ ବାତ୍ୟା ନେଇ ଆଇଏମଡିର ଆକଳନ ପରେ ଏବେ ଲୋକଙ୍କ ମନରେ ଛନକା ପଶିଥିବା ବେଳେ ଏହାର ଫାଇଦା ଉଠାଇ କିଛି ଅସାଧୁ ବ୍ୟବସାୟୀ ବିଭିନ୍ନଜ ଆବଶ୍ୟକୀୟ ସାମଗ୍ରୀକୁ ଚଢା…

ଗୋପ ବ୍ଲକ ଡିହସାହିରେ ଅଘଟଣ: ବଜ୍ରପାତରେ ୨ ମୃତ

ଗୋପ: ସାରା ରାଜ୍ୟକୁ ଘଡ଼ିଛି ବାତ୍ୟା ଭୟ। ଏହାରି ଭିତରେ ଗୋପ ବ୍ଲକ ଡ଼ିହସାହି ଗାଁରେ ଘଟିଛି ବଡ ଅଘଟଣ। ବଜ୍ରପାତରେ ଯାଇଛି ଦୁଇ ମହିଳାଙ୍କ ଜୀବନ। ଗୋପ ବ୍ଲକ ଏରବଙ୍ଗ ପଞ୍ଚାୟତ ଅନ୍ତର୍ଗତ ଡିହସାହି ଗାଁରେ ବଜ୍ରପାତ ନେଇଛି ୨ ଜୀବନ । ମୃତକ ୨ ମହିଳାଙ୍କ ନାମ  ରୀନା ଭୋଇ(୪୫) ଓ ସରସ୍ବତୀ ସ୍ବାଇଁ…

ତିତଲି ପରେ ଆସୁଛି ‘ଦାନା’, ଥରହର ହେବ କି ଓଡିଶା?

ଭୁବନେଶ୍ବର: ଅକ୍ଟୋବର ଆସିଲେ ଛାତି ଥରେ । ୧୯୯୯ ପରେ ଗତ କିଛି ବର୍ଷ ଯେମିତି ଅକ୍ଟୋବର ବାତ୍ୟା ଆଉ ଓଡିଶା ପରସ୍ପର ସହ ଜଡିତ ଥିଲେ । ସେ କରାଳ ରୂପ ନେଇ ଅକ୍ଟୋବର ଆସିଲେ ପୁଣି ଓଡିଶା ଫେରିଆସେ ବାତ୍ୟା । ହେଲେ ୨୦୧୮ ତିତଲି ବାତ୍ୟା ପରଠାରୁ ଯେମିତି ଥମିଯାଇଥିଲା ଏହି ଟ୍ରେଣ୍ଡ ।…

ନିଜ ଦେହରେ ନିଆଁ ଲଗାଇଲେ ମହିଳା, ବଞ୍ଚାଇବାକୁ ଯାଇ ସ୍ବାମୀ ଆହତ

ବାଲେଶ୍ୱର: ବାଲେଶ୍ୱରର ସୋରୋ ବ୍ଲକ ଅନ୍ତର୍ଗତ ଆଡିଆ ଗ୍ରାମରେ ପାରିବାରିକ କଳହକୁ ନେଇ ଜଣେ ମହିଳା ନିଜ ଦେହରେ ନିଆଁ ଲଗାଇଥିବା ଅଭିଯୋଗ ହୋଇଛି। ମହିଳା ଜଣକ ଭାନୁମତି ମହାରାଣା ବୋଲି ଜଣାପଡିଛି। ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ସ୍ୱାମୀ ଶଶିକାନ୍ତ ମହାରାଣା ମଧ୍ୟ ଗୁରୁତର ଆହତ…

ଦାନା ବାନ୍ଧୁଛି ବାତ୍ୟା ‘ଦାନା’, ୧୦୦ରୁ ୧୨୦ କିମି ଛୁଇଁବ ପବନ ବେଗ

ଭୁବନେଶ୍ବର: ଆସୁଛି ବାତ୍ୟା । ଆସନ୍ତା ୨୨ ତାରିଖରେ ଅବପାତର ରୂପ ନେଲା ପରେ ୨୩ରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ଏହାପରେ ତା ପରଦିନ ଅର୍ଥାତ୍ ୨୪ ତାରିଖ ସକାଳେ ଓଡିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ । ତେବେ ଏହାରି ଭିତରେ ବାତ୍ୟାର ରୂପ ନେବାକୁ ବଳ ଗୋଟାଉଥିବା…

୨୩ରେ ବାତ୍ୟା….ସତର୍କ କରାଇଲେ ଏସଆରସି

ଭୁବନେଶ୍ବର: ୨୩ରେ ବାତ୍ୟା ସମ୍ଭାବନା, ୨୪ରେ ଓଡିଶା ଛୁଇଁବ । ଆସନ୍ତା ୨୩ ତାରିଖ ସୁଦ୍ଧା ବାତ୍ୟା ସମ୍ଭାବନା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ଏନେଇ ନିଜ ଏକ୍ସ ହ୍ୟାଣ୍ଡେଲରେ ଅବଗତ କରାଇଛନ୍ତି ଭାରତୀୟ ପାଣିପାଗ ବିଭାଗ ଏସଆରସି । ଆସନ୍ତା ୨୩ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟ…

କେମିତି କାମ କରୁଛନ୍ତି ଅଧିକାରୀ, ମାର୍କ ଦେବେ ଜନତା

ଭୁବନେଶ୍ବର: କେମିତି କାମ କରୁଛନ୍ତି ସରକାରୀ ଅଧିକାରୀ । ରାଜସ୍ବ ବିଭାଗରେ କାର୍ଯ୍ୟ କରୁଥିବା ଅଧିକାରୀମାନଙ୍କର କାର୍ଯ୍ୟ ଦକ୍ଷତାର ପ୍ରମାଣପତ୍ର ଦେବେ ସାଧାରଣ ଜନତା । ଏମିତି କିଛି ବଡ ଘୋଷଣା କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଝାରସୁଗୁଡାରେ ଜନଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ…

ଆସୁଛି ବଡ଼ ବର୍ଷା, ବଢୁଛି ବାତ୍ୟା ଆଶଙ୍କା

ଭୁବନେଶ୍ଵର: ଆସୁଛି ବଡ଼ ବର୍ଷା । ବେଳକୁ ବେଳ ବଢୁଛି ବାତ୍ୟା ଆଶଙ୍କା । ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବ । ଫଳରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି…