Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜଧାନୀରେ ଚାଲିଥିଲା ସ୍ପା ନାଁରେ ସେକ୍ସ ରାକେଟ୍

ଭୁବନେଶ୍ବର: ରାଜଧାନୀରେ ଫିଟିଲା ସେକ୍ସ ରାକେଟର କଳା କାର୍ଣ୍ଣାମା । ରାଜଧାନୀ ଭୁବନେଶ୍ୱରରେ ଏକ ସେଲୁନ୍ ଆଣ୍ଡ ସ୍ପା ନାଁରେ ଭିତରେ ଚାଲିଥିବା ସେକ୍ସ ରାକେଟ୍ ଠାବ କରିଛି ପୋଲିସ୍ ।  ରବି ଟକିଜ୍ ଛକର ଏକ ସେଲୁନ୍ ଆଣ୍ଡ୍ ସ୍ପାରେ ପୋଲିସର ରେଡ୍ ପରେ ଏଭଳି କାଣ୍ଡ ସାମ୍ନାକୁ ଆସିଛି ।…

ନିବେଶକଙ୍କୁ ନିମନ୍ତ୍ରଣ ଦେଲେ ମୁଖ୍ୟମନ୍ତ୍ରୀ, ଆଜି ମୁମ୍ବାଇରେ କରିବେ ରୋଡ ଶୋ

ନୂଆଦିଲ୍ଲୀ: ରାଜ୍ୟରେ ଆଗାମୀ ୫ବର୍ଷରେ ୫ଲକ୍ଷ କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବାର ଲକ୍ଷ୍ୟ ରଖିଛନ୍ତି ସରକାର। ଏଥିପାଇଁ କିପରି ଅଧିକରୁ ଅଧିକ ଶିଳ୍ପ କାରଖାନା ଓଡିଶାରେ ସ୍ଥାପନ କରାଯିବ ଏନେଇ ନିବେଶକଙ୍କୁ ଆମନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁମ୍ବାଇ ଗସ୍ତରେ ଯାଇଛନ୍ତି।…

୨୪ରେ ମହାପ୍ରଭୁଙ୍କ ସାନିଧ୍ୟ ଲାଭ କରିବେ ରାଷ୍ଟ୍ରପତି, ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ୨୪ରେ ଶ୍ରୀକ୍ଷେତ୍ର ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଗର୍ଭଗୃହରେ ମହାପ୍ରଭୁଙ୍କୁ ଦର୍ଶନ କରି ତାଙ୍କ ସାନିଧ୍ୟ ଲୋଡିବେ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଭାବେ ନୀତି ନିର୍ଘଣ୍ଟ ହୋଇଛି । ରାଷ୍ଟ୍ରପତି ଶ୍ରୀମନ୍ଦିରରେ ପହଞ୍ଚିବାର ଦେଢ ଘଣ୍ଟାପୂର୍ବରୁ ସାଧାରଣ…

ଆଣ୍ଡାମାନରେ ଘୂର୍ଣ୍ଣିବଳୟ: ୨୨ରୁ ପ୍ରବଳ ବର୍ଷିବ, ଓଡ଼ିଶାକୁ ବାତ୍ୟା ଭୟ !

ଭୁବନେଶ୍ୱର: ଆସନ୍ତାକାଲି ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏହା ଅତି ଭୀଷଣ ବାତ୍ୟା ରୂପ ନେଇପାରେ। ପବନର ବେଗ ୧୫୦କିମି ଡେଇଁପାରେ। ଏହା ପୂର୍ବରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ନେଇ ରାଜ୍ୟର ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ…

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣା, ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ: ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ଆକ୍ରମଣ ଘଟଣା । ଘଟଣାରେ ସମ୍ପୃକ୍ତି ନେଇ ରିପୋର୍ଟ ଆସିବା ପରେ କଡା କାର୍ଯ୍ୟାନୁଷ୍ଠାନ ନେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଘଟଣାର ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ । ଶ୍ରୀ…

ରାଜନୈତିକ ଶତ୍ରୁତାରୁ ଦୋକାନ ଉପରେ ବୋମାମାଡ଼

ଖଲ୍ଲିକୋଟ: ରାଜନୈତିକ ଶତ୍ରୁତାରୁ ବୋମାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ଛକ ନିକଟ ଏକ ଟାଇଲ୍ସ ଦୋକାନରେ ବୋମାମାଡ଼ ହୋଇଥିବା ନେଇ ସୂଚନା ମିଳିଛି । ୩ଟି ବୋମାମାଡ଼ କରି ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର୍ ହୋଇଯାଇଛନ୍ତି । ଏନେଇ ଖଲ୍ଲିକୋଟ ଥାନାରେ ଏତଲା ହେବା ପରେ…

ବିଜେଡିରୁ ଇସ୍ତଫା ଦେଲେ ମହିଳା ମୋର୍ଚ୍ଚା ନେତ୍ରୀ ବିଜୟଲକ୍ଷ୍ମୀ ମହାପାତ୍ର

ଭୁବନେଶ୍ଵର: ନିର୍ବାଚନରେ ପରାଜୟ ପରେ ଦିନକୁ ଦିନ ବିଜେଡିର ଅବସ୍ଥା ଖରାପ ହେବାରେ ଲାଗିଛି । ପ୍ରତିଦିନ ବିଜେଡି ଗୋଷ୍ଠି କନ୍ଦଳର ଚିତ୍ର ସାମ୍ନାକୁ ଆସୁଥିବା ବେଳେ ସେପଟେ ଦଳ ଛାଡୁଛନ୍ତି କର୍ମକର୍ତ୍ତା । ଗତ କିଛି ଦିନ ତଳେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଦଳ ଛାଡ଼ିଥିଲେ । ଆଉ…

ଝାରପଡ଼ା ଜେଲ୍‌ ର ବିଚାରାଧୀନ କଏଦୀର ମୃତ୍ୟୁ; ପରିବାରଲୋକଙ୍କ ହତ୍ୟା ଅଭିଯୋଗ

ଭୁବନେଶ୍ବର: ଝାରପଡା ଜେଲରେ ବିଚାରଧୀନ କଏଦୀର ମୃତ୍ୟୁ ହୋଇଛି । ମୃତକ କଏଦୀ ଜଣକ ହେଲା ବିଦ୍ୟାଧର ଗୁରୁ । ଆଜି ସକାଳୁ ବିଦ୍ୟାଧର ଗୁରୁଙ୍କ ସ୍ୱାସ୍ଥ୍ୟ ଖରାପ ଏବଂ କ୍ୟାପିଟାଲ ହସ୍ପିଟାଲ ଚିକିତ୍ସା ପାଇଁ ନିଆଯାଇଥିବା ନେଇ ତାଙ୍କ ସ୍ତ୍ରୀଙ୍କୁ ଜେଲ ପକ୍ଷରୁ ସୂଚନା ଦିଆଯାଇଥିଲା । ହେଲେ…

ଓଡ଼ିଶା ‘ପୂର୍ବୋଦୟ ବିକାଶ’ର କେନ୍ଦ୍ରବିନ୍ଦୁ ହେବ: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆଜି ମୁମ୍ବାଇରେ ଆୟୋଜିତ ନିବେଶକ ସମ୍ମିଳନୀରେ ଯୋଗଦେଇଛନ୍ତି । ବିଶିଷ୍ଟ ଶିଳ୍ପପତି ତଥା ଜେଏସଡବ୍ଲ୍ୟୁ ମୁଖ୍ୟ ସଜ୍ଜନ ଜିନ୍ଦଲ ଓ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ …

ଉପନ୍ୟାସ ‘ପ୍ରାଧାନ୍ୟ’ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ

କଟକ: କଥାକାର ଉମାଶଙ୍କର ମିଶ୍ରଙ୍କ ‘ଭାଷା ପ୍ରକାଶନ’ ପକ୍ଷରୁ ପ୍ରକାଶିତ ପଞ୍ଚଦଶତମ ପୁସ୍ତକ ଉପନ୍ୟାସ ‘ପ୍ରାଧାନ୍ୟ’ ଉନ୍ମୋଚିତ ହୋଇଯାଇଛି । ରାଜଭବନ ଠାରେ ଆଜି ରାଜ୍ୟପାଳ ରଘୁବର ଦାସ ଏହାକୁ ଉନ୍ମୋଚନ କରିଛନ୍ତି । ପୁସ୍ତକକୁ ଉନ୍ମୋଚନ କରି ରାଜ୍ୟପାଳ କହିଛନ୍ତି ଯେ, ସମାଜକୁ ଶୃଙ୍ଖଳିତ ଓ…