Latest Odisha News

BREAKING NEWS

Browsing Category

ଓଡିଶା

Odisha

Flood Affected:ଆସନ୍ତାକାଲି ଏହି ଜିଲ୍ଲାର ୨୦୫ ସ୍କୁଲ ଛୁଟି ଘୋଷଣା;୨୬୫ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ…

ଭଦ୍ରକ:ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଶିଶୁମାନଙ୍କ ସୁରକ୍ଷା ପାଇଁ ତିହିଡ଼ି, ଭଦ୍ରକ, ଚାନ୍ଦବାଲି ଓ ଧାମନଗର ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ…

ବଢ଼ିଲା ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ ପୋଷାକ ଭତ୍ତା

ଭୁବନେଶ୍ୱର: ସାରା ଓଡ଼ିଶାରେ ଜେଲ କର୍ମଚାରୀଙ୍କ ପାଇଁ ଏକ କଲ୍ୟାଣକାରୀ ପଦକ୍ଷେପ ନେଇଛନ୍ତି ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜେଲ ଅଧିକାରୀ ଏବଂ କର୍ମଚାରୀଙ୍କ ପୋଷାକ ପାଇଁ ବାର୍ଷିକ ଭତ୍ତା ଦ୍ୱିଗୁଣିତ କରିବାକୁ ଅନୁମୋଦନ କରିଛନ୍ତି। ଜେଲ୍ କର୍ମଚାରୀ ଓ ଅଧିକାରୀମାନଙ୍କ ବାର୍ଷିକ…

Sundargarh Accident:ବିଜୁ ଏକ୍ସପ୍ରେସ ୱେରେ ଛାତିଥରା ଦୁର୍ଘଟଣା;ଟ୍ରଲର ଚକା ତଳେ ଚାଲିଗଲା ମହିଳାଙ୍କ ସମେତ ୨…

ଭଷ୍ମା: ବିଜୁ ଏକ୍ସପ୍ରେସ ୱେରେ ଘଟିଛି ଛାତିଥରା ଦୁର୍ଘଟଣା । ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ୍‌ୱେ’ର ସୁନ୍ଦରଗଡ଼ ଜିଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କୋଇଲା ବୋଝେଇ ଟ୍ରଲର (OD-16 M-4742)…

Brown Sugar Seized:୪.୯୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ବର: ଜଗତସିଂହପୁର ଜିଲ୍ଲା ଅବକାରୀ ସ୍କାର୍ଡ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରାଯାଇଛି । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଠାରୁ ୪୯ଗ୍ରାମ ବ୍ରାଉନ୍‌ସୁଗାର ଜବତ କରାଯାଇଛି। ବ୍ରାଉନସୁଗାରର ଆନୁମାନିକ ମୁଲ୍ୟ ୪ଲକ୍ଷ୯୦ ହଜାର…

National Lok Adalat:ଏହି ଦିନ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ/ ରାଜସ୍ୱ ଅଦାଲତ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଚଳିତ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ସେପ୍ଟେମ୍ବର ୧୨ରେ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଓ ରାଜସ୍ୱ ଅଦାଲତ ପରିସରରେ…

ପୋଖରୀରେ ମୃତଦେହ ମିଳିବା ଘଟଣା: ଘରେ ମିଳିଲା କଟାମୁଣ୍ଡ, ବ୍ୟକ୍ତିଙ୍କୁ ବଳି ଦେଇଥିବା ଚର୍ଚ୍ଚା

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାର ନୂଆ ମୋଡ। ମୃତ ଯୁବକ ଜଣକ ବଗଡା ଗାଁର ସନ୍ତୋଷ ଖର୍ସେଲ (୪୦) ହୋଇଥିବା ବେଳେ ତାଙ୍କୁ ବିଭତ୍ସ ହତ୍ୟା କରାଯାଇଥିବା ଜଣାପଡିଛି। ତାଙ୍କୁ ବଳି ଦେଇଥିବା ଚର୍ଚ୍ଚା ହେଉଛି। ତାଙ୍କ…

Baitarani floods in Odisha:ବୈତରଣୀ ବନ୍ୟାକୁ ନେଇ ପାୱାର ପ୍ରୋଜେକ୍ଟସକୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ଵର:ବାରମ୍ବାର ବନ୍ୟାକୁ ନେଇ ବୈତରଣୀ ବନ୍ୟା ପାଇଁ ପାୱାର ପ୍ରୋଜେକ୍ଟସ୍‌ କୁ କାରଣ ଦର୍ଶାଅ ନୋଟିସ୍ । ବନ୍ୟା ସମୟରେ ବେନିୟମ ଭାବେ ବ୍ୟାରେଜ୍‌ ଗେଟ୍‌ ଖୋଲିବା ଅଭିଯୋଗରେ କମ୍ପାନୀକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛି ଜଳ ସମ୍ପଦ ବିଭାଗ । ଆନନ୍ଦପୁର ବ୍ୟାରେଜ ପ୍ରକଳ୍ପର ମୁଖ୍ୟ…

ବନ୍ୟା ପ୍ରଭାବିତ ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍‌ ଚାଉଳ ଯୋଗାଣ ନିର୍ଦ୍ଦେଶ

ଭୁବନେଶ୍ବର: ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ତୁରନ୍ତ ଅତିରିକ୍ତ ରିଲିଫ୍‌ ଚାଉଳ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ରାଜେଶ ପ୍ରଭାକର ପାଟିଲ । ପ୍ରଭାବିତ ଲୋକଙ୍କ ଖାଦ୍ୟ ସୁରକ୍ଷା…

ଗାଁରେ ମିଳିବ ସହରୀ ସୁବିଧା: ପଞ୍ଚାୟତରେ ହେବ ଆଦର୍ଶ ଖେଳ ପଡିଆ, ଆଦର୍ଶ କଲ୍ୟାଣ ମଣ୍ଡପ

ଭୁବନେଶ୍ୱର: ଗାଁରେ ମିଳିବ ସହରୀ ସୁବିଧା। ପଞ୍ଚାୟତରାଜ ବିଭାଗରେ ହୋଇଛି SOP। ଏନେଇ ସୂଚନା ଦେଲେ ପଞ୍ଚାୟତି ରାଜ ମନ୍ତ୍ରୀ ରବି ନାଏକ। ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ, ଆଦର୍ଶ କଲ୍ୟାଣ ମଣ୍ଡପ ରହିବ। ଆଦର୍ଶ ଗ୍ରାମୀଣ ହାଟ, ଆଦର୍ଶ ପୋଖରୀ, ଆଦର୍ଶ ମଣ୍ଡପ ବି ରହିବ। ଶ୍ମଶାନ, ଆଦର୍ଶ…

ଭିଜିଲାନ୍ସ ଜାଲରେ କୁଜଙ୍ଗ ମେଡିକାଲ୍‌ର ବିପିଏମ୍, ଆଶା କର୍ମୀଙ୍କଠାରୁ ନେଉଥିଲେ ଲାଞ୍ଚ

କୁଜଙ୍ଗ: ଲାଞ୍ଚ ନେଉଥିବାବେଳେ ପୁଣି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ମେଡିକାଲ କର୍ମଚାରୀ। କୁଜଙ୍ଗ ମେଡିକାଲ ପ୍ରୋଗ୍ରାମ୍ ମ୍ୟାନେଜର (ବିପିଏମ୍) ମନୋଜ ନାୟକ ଜଣେ କାର୍ଯ୍ୟରତ ଆଶା କର୍ମୀଙ୍କଠାରୁ ଏକ କାର୍ଯ୍ୟ କରାଇଦେବାକୁ କହି ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜଗତସିଂହପୁର ଭିଜିଲାନ୍ସ…