Latest Odisha News

BREAKING NEWS

Browsing Category

ଓଡିଶା

Odisha

ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ପଥରମାଡ଼, ୬ରୁ ଅଧିକ ଆହତ

ବାଲେଶ୍ୱର: ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଗଣ୍ଡଗୋଳ। ରେମୁଣା ଗନିପୁରରେ ଶୋଭାଯାତ୍ରା ବେଳେ ଢ଼େଲାମାଡ଼ ହୋଇଥିବା ଅଭିଯୋଗ। ଡିଜେ ଗାଡ଼ି ସହ ଶୋଭାଯାତ୍ରାରେ ଯାଉଥିବା ଲୋକଙ୍କ ଉପରକୁ ପଥର ମାଡ଼ ହୋଇଛି। ଏଥିରେ ୬ ରୁ ଅଧିକ ଜଣ ଆହତ ହୋଇଛନ୍ତି। ଆହତମାନେ ରେମୁଣା ସ୍ୱାସ୍ଥ୍ୟକେନ୍ଦ୍ରରେ…

ବିଜେଡି ଛାଡ଼ିଲେ ସରୋଜ ସାହୁ, ରାଜ୍ୟ ସମ୍ପାଦକ ପଦରୁ ଦେଲେ ଇସ୍ତଫା

ଭୁବନେଶ୍ୱର: ବିଜେଡିକୁ ପୁଣି ଝଟକା । ବିଜେଡି ରାଜ୍ୟ ସମ୍ପାଦକ ପଦରୁ ଇସ୍ତଫା ଦେଲେ ସରୋଜ କୁମାର ସାହୁ । ପଦରୁ ଇସ୍ତଫା ସହ ଦଳର ପ୍ରାଥମିକ ସଦସ୍ୟରୁ ମଧ୍ୟ ଇସ୍ତଫା ଦେଲେ ସରୋଜ କୁମାର ସାହୁ । ସେ ଗୋଟିଏ ସାମ୍ବାଦିକ ସମ୍ମିଳନୀ କରି ନିଜର ଇସ୍ତଫା ସମ୍ପର୍କରେ ଘୋଷଣା କରିଛନ୍ତି। ଆଜି ବିଦ୍ଧି…

ଯୁବ ବିଜେଡି କର୍ମୀଙ୍କ ଦବଙ୍ଗଗିରି; ମନ୍ତ୍ରୀଙ୍କୁ ଗୁହାରି କରିବାରୁ ଲୋକଙ୍କୁ ପିଟିଲେ

ରାୟଗଡ଼ା: ଯୁବ ବିଜେଡି କର୍ମୀଙ୍କ ଦବଙ୍ଗଗିରି। ମନ୍ତ୍ରୀଙ୍କୁ ଗୁହାରି କରିବାରୁ ଲୋକଙ୍କୁ ପିଟିଲେ ବିଜେଡ଼ି କର୍ମୀ। ରାୟଗଡ଼ା ବିଷମକଟକ ନିର୍ବାଚନ ମଣ୍ଡଳୀ ମୁନିଗୁଡ଼ା ବ୍ଲକ ରଘୁବାରିରେ ଘଟିଛି ଏଭଳି ଘଟଣା । ମନ୍ତ୍ରୀ ରଘୁବାରିକୁ ପ୍ରଚାର ପାଇଁ ଯାଇଥିଲା ବେଳେ ଘେରିଲେ ଲୋକେ । ଭୋଟ ମାଗିବା…

ମଦ ଉଜାଡି ଦେଲା ସୁନା ସଂସାର: ୮ ବର୍ଷର ପୁଅକୁ ପିଟି ପିଟି ମାରିଦେଲା ମା’

ମାଲକାନଗିରି: ଅନ୍ତ ଫାଡି ପୁଅକୁ ଜନ୍ମ ଦେଇଥିଲା ମା’ । କିନ୍ତୁ ମଦ ଆଗରେ ଫିକା ପଡିଗଲା ମାତୃତ୍ଵ । ମଦ ନିଶାରେ ୮ ବର୍ଷର ପୁଅକୁ ପିଟି ପିଟି ମାରିଦେଲା ମା’ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କାଲିମେଳା ଥାନା ତୁମ୍ବାଗୁଡ଼ା ଗାଁରେ । ଏନେଇ ଥାନାରେ ଅଭିଯୋଗ କରିଛନ୍ତି ମୃତ ଶିଶୁର…

ଆମ୍ବେଦକର ଜୟନ୍ତୀ: ଆପ୍ ପାଳନ କଲା ‘ସମ୍ବିଧାନ ବଞ୍ଚାଅ ଓ ତାନାଶାହୀ ହଟାଅ’ ଦିବସ

ଭୁବନେଶ୍ୱର: ଆଜି ହେଉଛି ସମ୍ବିଧାନ ପ୍ରଣେତା ଡ.ବାବାସାହେବ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ଆମ୍ ଆଦ୍‌ମୀ ପାର୍ଟି ସାରାଦେଶରେ ପାଳନ କରୁଛି 'ସମ୍ବିଧାନ ବଞ୍ଚାଅ ଓ ତାନାଶାହୀ ହଟାଅ' ଦିବସ। ଏହି ପରିପ୍ରେକ୍ଷିରେ ଆମ୍ ଆଦ୍‌ମୀ ପାର୍ଟି, ଓଡ଼ିଶା ଭୁବନେଶ୍ଵର ସ୍ଥିତ ଲୋୟେର ପି.ଏମ.ଜି…

ତତଲା କଡେଇରେ ଭାଜି ହେଉଛି ଓଡିଶା, ଦିନ ୨.୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ଭୁବନେଶ୍ଵର

ଭୁବନେଶ୍ଵର: ତତଲା କଡେଇରେ ଭାଜି ହେଉଛି ଓଡିଶା । ଦିନ ୨.୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି ରାଜଧାନୀ ଭୁବନେଶ୍ଵର । ରାଜ୍ୟରେ ଏବେ ପାରଦ ଉପର ମୁହାଁ ହୋଇଛି । ୪ ଦିନର ଆଶ୍ଵସ୍ତି ପରେ ଗତ ଦୁଇ ଦିନ ହେବ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି । ଆଜି ଦିନ ସାଢେ ୨ଟା ସୁଦ୍ଧା ୨ ସହରର…

ଡିଭାଇଡରରେ ପିଟି ହେଲା କାର୍, ଚାଲିଗଲା ବାପ-ଝିଅଙ୍କ ଜୀବନ

ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଯଶୋଟିକିରୀ ଛକ ନିକଟ ଏନଏଚ୍ ୧୬ରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡରରେ କାର୍ ଟି ପିଟି ହେବାରୁ ଅକାରଣରେ ଚାଲିଗଲା ବାପ ଓ ଝିଅର ଜୀବନ । ମୃତକ ହେଲେ ସୁଭାଶିଷ ଗାଙ୍ଗୁଲି (୫୫) ଓ ତାଙ୍କ ୪ ବର୍ଷର ଝିଅ କୋଏଲ ଗାଙ୍ଗୁଲି ।…

ଆଜିଠୁ ଆରମ୍ଭ ହେଲା ସିଂହଦ୍ୱାର ପ୍ରତିହାରୀ ସେବା, ଅଣହିନ୍ଦୁଙ୍କ ପ୍ରବେଶ ଉପରେ ଲାଗିବ ରୋକ

ପୁରୀ: ଆଜିଠୁ ପୁରୀ ଶ୍ରୀମନ୍ଦିର ସିଂହଦ୍ବାରରେ ଆରମ୍ଭ ହେଲା ପ୍ରତିହାରୀ ସେବା । ସକାଳେ ଓ ସନ୍ଧ୍ୟା ପାଇଁ ଦୁଇ ଜଣ ପ୍ରତିହାରୀ ସେବାୟତଙ୍କୁ ସିଂହଦ୍ୱାରରେ ମୁତୟନ କରାଯାଇଛି । ଶ୍ରଦ୍ଧାଳୁଙ୍କୁ ଉପରେ ସେମାନେ ରଖିଛନ୍ତି ନଜର । ଶ୍ରୀମନ୍ଦିରରେ ଅଣହିନ୍ଦୁଙ୍କ ପ୍ରବେଶ ରୋକିବାକୁ ପ୍ରଶାସନ ଏହି…

ପୁଣି ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ଵର: ମହିଳାଙ୍କୁ ଅସମ୍ମାନ କରୁଛି ବିଜେପି। ଧମକ ଦେଇ ଭୟଭୀତ କରୁଛି । ଏନେଇ ପୁଣି ଥରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଛି ବିଜେଡି । ବିଜେପି ନେତା, କର୍ମୀ ଓ ପ୍ରାର୍ଥୀମାନେ ମହିଳାଙ୍କ ଚରିତ୍ର ସଂହାର କରୁଛନ୍ତି ବୋଲି ଅଭିଯୋଗ କରିଛି ବିଜେଡି । ବିଜେଡି…

ଚୋରି ଘଟଣାର ପର୍ଦ୍ଦା ଫାସ: ଚୋରି ସାମଗ୍ରୀ ଜବତ, ୮ ଗିରଫ

ସୁବର୍ଣ୍ଣପୁର: ମେଣ୍ଡାରେ ଚୋରି ଘଟଣାର ପର୍ଦ୍ଦା ଫାସ। ଚୋର ସହ ଚୋରି ସାମଗ୍ରୀ ଉଦ୍ଧାର। ୮ ଜଣଙ୍କୁ ଗିରଫ କରିକୋର୍ଟ ଚାଲାଣ। ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ମେଣ୍ଡା ଗ୍ରାମରେ ହୋଇଥିବା ଏକ ବଡ ଧରଣର ଚୋରି ଘଟଣାର ପର୍ଦ୍ଦା ଫାସ ହୋଇଛି। ତରଭା ପୋଲିସ ଚୋର ମାନଙ୍କୁ ଧରିବା ସହ…