Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ‘ପୂର୍ବୋଦୟ ବିକାଶ’ର କେନ୍ଦ୍ରବିନ୍ଦୁ ହେବ: ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆଜି ମୁମ୍ବାଇରେ ଆୟୋଜିତ ନିବେଶକ ସମ୍ମିଳନୀରେ ଯୋଗଦେଇଛନ୍ତି । ବିଶିଷ୍ଟ ଶିଳ୍ପପତି ତଥା ଜେଏସଡବ୍ଲ୍ୟୁ ମୁଖ୍ୟ ସଜ୍ଜନ ଜିନ୍ଦଲ ଓ ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ …

ଉପନ୍ୟାସ ‘ପ୍ରାଧାନ୍ୟ’ ରାଜ୍ୟପାଳଙ୍କ ଦ୍ୱାରା ଉନ୍ମୋଚିତ

କଟକ: କଥାକାର ଉମାଶଙ୍କର ମିଶ୍ରଙ୍କ ‘ଭାଷା ପ୍ରକାଶନ’ ପକ୍ଷରୁ ପ୍ରକାଶିତ ପଞ୍ଚଦଶତମ ପୁସ୍ତକ ଉପନ୍ୟାସ ‘ପ୍ରାଧାନ୍ୟ’ ଉନ୍ମୋଚିତ ହୋଇଯାଇଛି । ରାଜଭବନ ଠାରେ ଆଜି ରାଜ୍ୟପାଳ ରଘୁବର ଦାସ ଏହାକୁ ଉନ୍ମୋଚନ କରିଛନ୍ତି । ପୁସ୍ତକକୁ ଉନ୍ମୋଚନ କରି ରାଜ୍ୟପାଳ କହିଛନ୍ତି ଯେ, ସମାଜକୁ ଶୃଙ୍ଖଳିତ ଓ…

ଶ୍ରୀମନ୍ଦିର ଇତିହାସରେ ପ୍ରଥମ; ଶ୍ରୀଜିଉଙ୍କ ଉଦ୍ଦେଶ୍ୟରେ ଏତିକି ଟଙ୍କା ଦାନ କଲେ ଭକ୍ତ

ପୁରୀ: ମହାପ୍ରଭୁଙ୍କ ପ୍ରତି ଆସ୍ଥା ଓ ବିଶ୍ବାସ ନେଇ ଆଜି ଜଣେ ଶ୍ରଦ୍ଧାଳୁ ପୁରୀ ଶ୍ରୀମନ୍ଦିରରେ ୫ କୋଟି ଟଙ୍କା ଦାନ କରିଛନ୍ତି । ତେବେ ଏହି ବାବଦରେ ବ୍ୟକ୍ତି ଜଣଙ୍କ ତାଙ୍କ ନାମକୁ ଗୋପନୀୟ ରଖିଥିବା ଜଣାପଡ଼ିଛି । ତେବେ ଶ୍ରୀମନ୍ଦିରର ବିଭିନ୍ନ ହୁଣ୍ଡିରୁ ଦୈନିକ ୪ରୁ ୧୦ଲକ୍ଷ ଟଙ୍କା…

ହବିଷ୍ୟାଳୀ ବ୍ରତର ଶୁଭାରମ୍ଭ: ମା’ ମାନଙ୍କ ସେବା, ସମର୍ପଣ ଓଡ଼ିଶାକୁ ସମୃଦ୍ଧ କରିବ

ପୁରୀ: ହବିଷ୍ୟାଳୀ ମା' ମାନେ ଓଡିଆ ସଂସ୍କୃତି ଓ ପରମ୍ପରାର ବାର୍ତ୍ତାବହ। ସେମାନଙ୍କ ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ମାଧ୍ୟମରେ ପ୍ରତି ଓଡ଼ିଆଙ୍କୁ ଆଶୀର୍ବାଦ ପ୍ରାପ୍ତ ହେଉଛି। ଏହା ଆମ ରାଜ୍ୟକୁ ସମୃଦ୍ଧ କରିବ ବୋଲି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି । ଆଜି ଅପରାହ୍ନରେ…

ଶ୍ରୀମନ୍ଦିର ସେବାୟତଙ୍କୁ ଭୁଜାଲିରେ ହାଣିଲେ ଦୁର୍ବୃତ୍ତ

ପୁରୀ: ଶ୍ରୀମନ୍ଦିର ପ୍ରଶାସନକୁ ଖୋଲା ଚ୍ୟାଲେଞ୍ଜ କରିଛନ୍ତି ଆନନ୍ଦଵଜାର ବିଶୃଙ୍ଖଳାକାରୀ। ଶ୍ରୀମନ୍ଦିର ଆନନ୍ଦ ବଜାର ମଧ୍ୟରେ ବାହାର ରାବିଡି ବିକ୍ରିକୁ ବିରୋଧ କରିବାରୁ ଗୋଡେଇ ଗୋଡେଇ ଆକ୍ରମଣ କରାଯାଇଛି । ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଗୋଡ଼ାଇ ହାଣିଛନ୍ତି ଅଣସେବାୟତ। ଆଜି…

ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଅଭିନେତା ବୁଦ୍ଧାଦିତ୍ୟଙ୍କ ନାମରେ ଏତଲା

ଭୁବନେଶ୍ଵର: ଓଡ଼ିଆ ଚଳଚ୍ଚିତ୍ର କଳାକାର ବୁଦ୍ଧାଦିତ୍ୟ ମହାନ୍ତିଙ୍କ ବିରୁଦ୍ଧରେ ଥାନାରେ ଏତଲା ଦେଲା ପ୍ରଦେଶ ଛାତ୍ର କଂଗ୍ରେସ । ବୁଦ୍ଧାଦିତ୍ୟ ସନ୍ତ୍ରାସବାଦକୁ ସମର୍ଥନ କରୁଥିବା ଜଣେ ଅପରାଧୀ ବୋଲି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଅଭିଯୋଗ କରିଛନ୍ତି । ଶ୍ରୀ ପ୍ରଧାନ…

ବିଜେଡିକୁ ନେଇ କ’ଣ କହିଲେ ଜୟନାରାୟଣ?

ଭୁବନେଶ୍ବର: ବିଜେଡିର ଆୟୁଷ କମ ଦିନ । ଖୁବ୍ ଶୀଘ୍ର ଭାଙ୍ଗି ଛିନଛତ୍ର ହୋଇଯିବ ଦଳ । ବିଜେଡିକୁ ନେଇ ଏଭଳି ଭବିଷ୍ୟବାଣୀ କରିଛନ୍ତି ବରିଷ୍ଠ ବିଜେପି ନେତା ତଥା ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର । ଅନେକ ବିଜେଡି ନେତା ବିଜେପି ସହ ଯୋଗାଯୋଗରେ ରହିଥିବା ବେଳେ ଦୁର୍ନୀତିମୁକ୍ତଙ୍କ କଥା…

୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ, ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ବର: ଅକ୍ଟୋବର ୨୦ରେ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୨୨ ଅକ୍ଟୋବର ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇପାରେ । ତେବେ ଆଜି ଓ ଆସନ୍ତାକାଲି ୧୪ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

ବାଘ ଛାଲ ଜବତ, ୫ ଶିକାରୀ ଗିରଫ

ଖଡିଆଳ: ପୁଣି ଖଡ଼ିଆଳ ବନବିଭାଗକୁ ସଫଳତା । ୫ ଜଣ ବନ୍ୟଜନ୍ତୁ ଶିକାରୀକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ କଲରାପତରିଆ ବାଘ ଛାଲ, ନଖ, ସମ୍ବର ଶିଙ୍ଗ, ହାଇନା ଦାନ୍ତ, କିଛି ପକ୍ଷୀଙ୍କ ପର ସହ ଶିକାରରେ ବ୍ୟବହୃତ ଦେଶୀ ବନ୍ଧୁକ ଧନୁତୀରକୁ ଜବତ୍ କରି ଗିରଫ…

ଷଡ଼ଯନ୍ତ୍ରକାରୀ କିଏ ?

ଭୁବନେଶ୍ବର: କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ବିରୋଧରେ କିଏ କରୁଛି ଷଡ଼ଯନ୍ତ୍ର? ଭରତପୁର ଥାନାରେ ଏତଲା । ଅଭିଯୋଗର ଟାଇମିଂକୁ ନେଇ ବର୍ଷିଲେ ଅଜୟ କୁମାର । ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଥିବାରୁ ଜାଣିଶୁଣି ତାଙ୍କ ବିରୋଧରେ ଏତଲା ଦିଆଯାଇଥିବା ଅଜୟ କୁମାର କହିଛନ୍ତି। ରାଜନୈତିକ…