Latest Odisha News

BREAKING NEWS

Browsing Category

ଓଡିଶା

Odisha

ଷଡ଼ଯନ୍ତ୍ରକାରୀ କିଏ ?

ଭୁବନେଶ୍ବର: କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ବିରୋଧରେ କିଏ କରୁଛି ଷଡ଼ଯନ୍ତ୍ର? ଭରତପୁର ଥାନାରେ ଏତଲା । ଅଭିଯୋଗର ଟାଇମିଂକୁ ନେଇ ବର୍ଷିଲେ ଅଜୟ କୁମାର । ଆଗକୁ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଥିବାରୁ ଜାଣିଶୁଣି ତାଙ୍କ ବିରୋଧରେ ଏତଲା ଦିଆଯାଇଥିବା ଅଜୟ କୁମାର କହିଛନ୍ତି। ରାଜନୈତିକ…

‘ପିସିସି ଗଠନ ପରେ କଂଗ୍ରେସରେ ସାମିଲ ହେବେ ବହୁ ବିଜେଡି ନେତା’

ଭୁବନେଶ୍ବର; ଦୀପାବଳି ସୁଦ୍ଧା ରାଜ୍ୟ କଂଗ୍ରେକୁ ମିଳିବ ମୁଖୁଆ । ଏନେଇ ପ୍ରତିକ୍ରିୟା ଦେଇ ବରିଷ୍ଠ କଂଗ୍ରେସ ନେତା ମହମ୍ମଦ ମୋକିମ୍ କହିଛନ୍ତି, ହାଇକମାଣ୍ଡ ଖୁବଶୀଘ୍ର ପିସିସି ସଭାପତି ଚୟନ କରିବେ । ଏଥିପାଇଁ ଏଆଇସିସିର ଦୁଇ କେନ୍ଦ୍ରୀୟ ନେତାଙ୍କୁ ଦାୟିତ୍ବ ଦିଆଯାଇଛି ।  ଦଳର ତୃଣମୂଳ…

ଦୀପାବଳିକୁ ନେଇ ପୂର୍ବତଟ ରେଳପଥର ସ୍ୱତନ୍ତ୍ର ଅଭିଯାନ

ଭୁବନେଶ୍ୱର: ଟ୍ରେନ ଯାତ୍ରା ସମୟରେ ଦହନଶୀଳ ପଦାର୍ଥ ଯଥା ଫଟକା, ଗ୍ୟାସ୍ ସିଲିଣ୍ଡର, ଏସିଡ୍, ପେଟ୍ରୋଲ୍, କିରୋସିନି ଇତ୍ୟାଦି ଜ୍ୱଳନ୍ତ ତଥା ବିସ୍ଫୋରକ ଜିନିଷ ପରିବହନ କରିବା ରେଳବାଇ ଅଧିନିୟମ, ୧୯୮୯ ଅନୁଯାୟୀ ଦଣ୍ଡନୀୟ ଅପରାଧ ଅଟେ ଏବଂ ଅପରାଧୀ ତିନି ବର୍ଷ ପର୍ଯ୍ୟନ୍ତ ଜେଲ ଦଣ୍ଡ…

ଭରତପୁର ଥାନା ଘଟଣା: କେବେ ଜଣାପଡିବ ସତ?

ଭୁବନେଶ୍ବର: ଭରତପୁର ଥାନା ଘଟଣାରେ କେବେ ସତ ଉପରୁ ପରଦା ହଟିବ ତାହାକୁ ସମସ୍ତେ ଚାତକ ଭଳି ଚାହିଁ ରହିଛନ୍ତି । ବାସ୍ତବରେ ସେଦିନ ରାତିରେ କ’ଣ ଘଟିଥିଲା ? ପୋଲିସ୍ ସତ କହୁଛି ନା ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ? ଯାହାର ନ୍ୟାୟିକ ତଦନ୍ତ ଜାରି ରହିଛି । ଏହାରି ଭିତରେ ଆଜି ଭରତପୁର…

ଭୁଶୁଡିଲା ସୁଉଚ୍ଚ ତୋରଣ: ଚାପି ହୋଇଗଲା ବାଇକ୍, କାର୍

କଟକ: ଭୁଶୁଡିଲା ଦୁର୍ଗା ପୂଜା ବେଳେ ହୋଇଥିବା ସୁଉଚ୍ଚ ତୋରଣ । କଟକ ଖାନନଗର ଦୁର୍ଗା ପୂଜା କମିଟି ପକ୍ଷରୁ ନେତାଜୀ ବସ୍ ଟର୍ମିନାଲ ନିକଟରେ ନିର୍ମାଣ ହୋଇଥିବା ତୋରଣ ଭୁଶୁଡି ପଡିଛି । ଫଳରେ ଗୋଟିଏ କାର୍ ଓ ତିନୋଟି ବାଇକ୍ ଚାପି ହୋଇଥିବା ସୂଚନା ମିଳିଛି । ତେବେ ଚଳିତ ବର୍ଷ…

ସାତକୋଶିଆରେ ଶୁଭିବ ମହାବଳ ଗର୍ଜନ: ସତ ହେବ ତ ସପନ?

ଭୁବନେଶ୍ବର: ପୁଣି ସାତକୋଶିଆରେ ଶୁଭିବ ମହାବଳ ଗର୍ଜନ । ବ୍ୟାଘ୍ର ପୁନରୁଦ୍ଧାର ଯୋଜନାରେ ସାତକୋଶିଆକୁ ଆସିବେ ୧୨ରୁ ୧୪ଟି ମହାବଳ ବାଘ । ମହାବଳ ଶୂନ୍ୟ ସାତକୋଶିଆ ପୁଣି ମହାବଳ ଗର୍ଜନରେ ଫାଟି ଉଠିବ ବୋଲି କହିଛନ୍ତି ବନବିଭାଗ ପିସିସିଏଫ୍‌ ସୁଶାନ୍ତ ନନ୍ଦ । ଏନେଇ ନନ୍ଦ କହିଛନ୍ତି,…

ଅଜୟଙ୍କ ନାଁରେ ଏତଲା ଘଟଣା; କହିଲେ, ‘ରାଜନୈତିକ ଷଡଯନ୍ତ୍ର ଚାଲିଛି’

ଭୁବନେଶ୍ବର: ଭରତପୁର ଥାନାରେ ଟଙ୍କା ଠକେଇ ଅଭିଯୋଗର ମାମଲା ରୁଜ୍ଜୁ ହେବା ଘଟଣାରେ ନିଜର ମୁହଁ ଖୋଲିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର । ଏନେଇ ତାଙ୍କ ବିରୁଦ୍ଧରେ ରାଜନୈତିକ ଷଡଯନ୍ତ୍ର ଚାଲିଥିବା ଅଭିଯୋଗ ଆଣିଛନ୍ତି ଅଜୟ । ତେବେ ଏନେଇ ଅଜୟ…

ଆନ୍ଦୋଳନରୁ ଉଠିଲେ ହବିଷ୍ୟାଳି: ସମସ୍ତଙ୍କ ପାଇଁ ହେଲା ବ୍ୟବସ୍ଥା..

ପୁରୀ: ଆନ୍ଦୋଳନରୁ ଓହରିଛନ୍ତି ହବିଷ୍ୟାଳି । ଜିଲ୍ଲା ପ୍ରଶାସନଙ୍କ ହସ୍ଥକ୍ଷେପ ଓ ବୁଝାସୁଝା ପରେ ଆନ୍ଦୋଳନରୁ ଓହରିଛନ୍ତି ହବିଷ୍ୟାଳିମାନେ । ଏଥିସହିତ ବୃନ୍ଦାବତୀ ନିବାସ ତଳ ବେସମେଣ୍ଟକୁ ଅଣପଞ୍ଚିକୃତ ହବିଷ୍ୟାଳିମାନଙ୍କୁ ସ୍ଥାନାନ୍ତରିତ କରାଯାଇଛି । ତେବେ ଅନେକ ଦ୍ବନ୍ଦ୍ବ ଭିତରେ…

ଖୁବଶୀଘ୍ର ଆୟୁଷ୍ମାନ ଭାରତ; ୩ କୋଟିରୁ ଅଧିକ ଲୋକ ହେବେ ସାମିଲ୍

ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ । ଯେଉଁଥିରେ ୩କୋଟିରୁ ଅଧିକ ହିତାଧିକାରୀ ସାମିଲ ହେବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ମନ୍ତ୍ରୀ କହିଛନ୍ତି, ମୋହନ ସରକାର ଆମ ରାଜ୍ୟରେ ଲାଗୁ ପାଇଁ ଘୋଷଣା କରି…

ଫେକ୍ କଲ୍ ସେଣ୍ଟର ଠାବ ଘଟଣା: ରିମାଣ୍ଡରେ ଯିବେ ୬ ସାଇବର ଠକ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଫେକ୍ କଲ୍ ସେଣ୍ଟର ଠାବ ଘଟଣା l ଗିରଫ ୬ ସାଇବର ଠକଙ୍କୁ ୩ ଦିନିଆ ରିମାଣ୍ଡରେ ନେବ ପୋଲିସ l ସାରା ଦେଶରେ ଠକେଇର ତଦନ୍ତ ପାଇଁ ଗଠନ ହୋଇଛି ସ୍ପେଶାଲ ଟିମ୍ l ଟିମ୍‌ରେ ସାଇଣ୍ଟିଫିକ୍ ଓ ଟେକ୍ନିକାଲ୍ ଅଫିସର୍ ସାମିଲ୍‌ ହୋଇଛନ୍ତି l ସୂଚନା ଅନୁସାରେ, ଗତ…