Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଗଦ୍ଦେବ ନିର୍ବାଚନ ଲଢ଼ିବେନି: ବିଜେଡି ନା ବିଜେପି କିଏ ପଡ଼ିବ ଘାଟାରେ?

ଚିଲିକା: ଫେବ୍ରୁଆରି ମାସରେ ବିଜେପିରେ ଯୋଗ ଦେଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଚଳିତ ନିର୍ବାଚନରେ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି। ଶୁକ୍ରବାର ଗଣମାଧ୍ୟମ ସହ ଆଲୋଚନା କରିବା ବେଳେ ପ୍ରତିକ୍ରିୟା ଦେଇ ଜଗଦେବ ହିଞ୍ଜିଳି ବିଧାନସଭା ଆସନରୁ ବିଜେଡି ସଭାପତି ତଥା…

ବାମ୍ଫି ଭିତରୁ ୧୨ ଫୁଟିଆ ଅଜଗର ସାପ ଉଦ୍ଧାର

କଟକ: କଟକ ଜିଲ୍ଲା ଖୁଣ୍ଟୁଣୀ ଥାନା ଅଧୀନ ଗୋଡ଼ି ସାହି ଗ୍ରାମ ପାଖରେ ଥିବା ଏକ ବାମ୍ଫି ଭିତରୁ ଗୋଟିଏ ୧୨ ଫୁଟିଆ ଅଜଗର ସାପ ଉଦ୍ଧାର ହୋଇଛି । ବାମ୍ଫି ଭିତରେ ପ୍ରାୟ ତିନି ଦିନ ହେଲା ପଡ଼ିରହିବା ପରେ ସାପ ଟି କୁ ଉଦ୍ଧାର କଲା ସ୍ନେକ୍ ହେଲ୍ପ ଲାଇନ । ଖବର ମୁତାବକ, ଗତ ତିନି ଦିନ ପୂର୍ବେ…

ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ବ୍ରିଜ୍ ତଳକୁ ଖସିଲା ଟ୍ରକ୍, ଡ୍ରାଇଭର ଓ ହେଲପର ଗୁରୁତର

ଭଦ୍ରକ: ଭଦ୍ରକରେ ଭୟଙ୍କର ସଡକ ଦୁର୍ଘଟଣା । ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିପଡିଲା କଦଳୀ ବୋଝେଇ ଟ୍ରକ । ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଛନ୍ତି । ଉଭୟଙ୍କୁ ଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ…

ବିଜେଡିକୁ ଆଉ ଏକ ଝଟକା, ହାତ ଧରିଲେ ଅସିତ୍ ପଟ୍ଟନାୟକ

ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ ମିଶିଲେ ଅସିତ୍ । ଅସିତ୍ ବର୍ତ୍ତମାନ ଭଦ୍ରକ ଜିଲ୍ଲା ବିଜେଡି ଉପସଭାପତି ତଥା ବର୍ତ୍ତମାନ…

ଶଙ୍ଖ ଛାଡ଼ି ପଦ୍ମ ଧରିଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା

ଭୁବନେଶ୍ବର: ବିଜେପିରେ ଯୋଗ ଦେଲେ ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ କୈଳାଶ କୁଲେସିକା । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ସେ ଦଳରେ ସାମିଲ ହୋଇଛନ୍ତି । କୈଳାଶ କୁଲେସିକାଙ୍କୁ ଏଥର ଲକ୍ଷ୍ମୀପୁର ପାଇଁ ଟିକେଟ୍ ଦେଇନି ବିଜେଡି ।…

ବିଜେପିର ପ୍ରଥମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା ପରେ ଦଳ ଭିତରେ ଅସନ୍ତୋଷର ନିଆଁ

ଭୁବନେଶ୍ବର: କୋଉଠି ବିରୋଧ ତ କେଉଁଠି ବିଦ୍ରୋହ l କେଉଁଠି ଚାପା ଗୁଞ୍ଜରଣ ତ କେଉଁଠି ଖୁଲମଖୁଲା ପ୍ରତିବାଦ l ଉପକୂଳରୁ ଉପାନ୍ତ, ଉତ୍ତରରୁ ପଶ୍ଚିମ-ଅନେକ ଜାଗାରେ ବିଜେପି ଘୋଷଣା କରିଥିବା ବିଧାନସଭା ପ୍ରାର୍ଥୀ ପାଇଁ ଅସନ୍ତୋଷ ହିଁ ଅସନ୍ତୋଷ l ଦଳ ଭିତରେ ଦଳ ପ୍ରତି ରଣହୁଙ୍କାର l ଆଉ କିଛି…

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ

କଟକ: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ଫୁସଫୁସ୍‌ ଜନିତ ସମସ୍ୟାରେ ପୀଡ଼ିତ ଥାଇ କିଛି ଦିନ ହେବ ସେ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା । ସେ ଭୋଗରାଇର ପୂର୍ବତନ ବିଧାୟିକା ତଥା ପୂର୍ବତନ ଥିଲେ ।…

ବିଜେଡିର ମହିଳା ଭୋଟ୍ ବ୍ୟାଙ୍କକୁ କାଉଣ୍ଟର କରିବାକୁ ବିଜେପି କଲା ବଡ଼ ଘୋଷଣା

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି (ବିଜେପି)ର ତା'ର ନିର୍ବାଚନୀ ଇସ୍ତାହାରରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିଶ୍ରୁତି ପ୍ରକାଶ କରିଛି। ଦଳ କ୍ଷମତାକୁ ଆସିଲେ ମହିଳାଙ୍କୁ ମାସିକ ୧ ହଜାର ଟଙ୍କା ଭତ୍ତା ଦିଆଯିବ। ବିଶେଷ କରି ରାଜ୍ୟରେ ପାରମ୍ପରିକ ଭାବେ ଆଧିପତ୍ୟ ବଜାୟ ରଖିଥିବା ବିଜୁ ଜନତା ଦଳ…

ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ଚୟନକୁ ସମାଲୋଚନା କଲା ବିଜେପି

ଭୁବନେଶ୍ୱର: ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି। ତେବେ ଏହି ପଦକ୍ଷେପକୁ ଭାରତୀୟ ଜନତା ପାର୍ଟି (ବିଜେପି) ସମାଲୋଚନା କରିଛି। ପ୍ରସନ୍ନ ଆଚାର୍ଯ୍ୟଙ୍କ ଚୟନ ସମ୍ବଲପୁର ପାଇଁ ବିଜେଡିର ଘୃଣାକୁ ଦର୍ଶାଉଛି ବୋଲି ସମ୍ବଲପୁର…

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଓଡ଼ିଶା ପ୍ରଭାରୀ ବିରେନ୍ଦର ସିଂ କାଡିଆନ

ଭୁବନେଶ୍ୱର: ସାଧାରଣ ନିର୍ବାଚନକୁ କିଛିଟା ଦିନ ବାକି ଥିବା ବେଳେ ସବୁ ରାଜନୈତିକ ଦଳ ବଳ ଯୋଗାଡ଼ କରିବାରେ ଲାଗି ପଡ଼ିଛନ୍ତି। ଏହାରି ଭିତରେ ଦୁଇ ଦିବସୀୟ ଓଡିଶା ଗସ୍ତରେ ଆସିବେ ଆପ୍ ଦିଲ୍ଲୀ କ୍ୟାଣ୍ଟ ବିଧାୟକ ତଥା ଓଡିଶା ପ୍ରଭାରୀ ବିରେନ୍ଦର ସିଂ କାଡିଆନ୍। ଅପ୍ରେଲ ୧୩ ତାରିଖ ଏବଂ ୧୪…