Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅସନ୍ତୋଷ ଝାଡିଲେ ହବିଷ୍ୟାଳି, ଆନ୍ଦୋଳନକୁ ଓହ୍ଲାଇଲେ

ପୁରୀ: ହବିଷ୍ୟାଳିଙ୍କ ପଞ୍ଜିକରଣକୁ ନେଇ ଅସନ୍ତୋଷ ପଞ୍ଜିକରଣ କରିନଥିବା ଝାଡିଲେ ହବିଷ୍ୟାଳି । ପଞ୍ଜିକରଣ ପ୍ରକ୍ରିୟାରେ ବାଦ ପଡିଥିବା ବେଳେ ବୃନ୍ଦାବତୀ ନିବାସ ଆଗରେ ହବିଷ୍ୟାଳିମାନେ ଆନ୍ଦୋଳନ କରିଛନ୍ତି । ପଞ୍ଜିକରଣ କରିନଥିବା ହବିଷ୍ୟାଳି ରହଣୀ ଦାବି କରି ଅସନ୍ତୋଷ ପ୍ରକାଶ କରିଛନ୍ତି ।…

ଶନି ମନ୍ଦିର ଉପରକୁ ମାଡ଼ିଗଲା ଟ୍ୟାଙ୍କର, ଡ୍ରାଇଭର ଗୁରୁତର

ବଲାଙ୍ଗିର: ବଲାଙ୍ଗିର ଗାନ୍ଧିନଗର ଶିବ ମନ୍ଦିର ନିକଟରେ ସଡ଼କ ଦୁର୍ଘଟଣା । ଶନି ମନ୍ଦିର ଉପରକୁ ମାଡ଼ିଗଲା ଟ୍ୟାଙ୍କର । ଧୂଳିସାତ୍ ହେଲା ସମ୍ପୂର୍ଣ୍ଣ ମନ୍ଦିର । ସେପଟେ ଟ୍ୟାଙ୍କରରେ ଫସି ରହିଥିବା ଡ୍ରାଇଭରକୁ ଉଦ୍ଧାର କରି ବଲାଙ୍ଗିର ମେଡିକାଲରେ ଭର୍ତ୍ତି କରିଛି ପୋଲିସ । ସୂଚନା…

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ, ଚଳଚଞ୍ଚଳ ଶ୍ରୀକ୍ଷେତ୍ର

ପୁରୀ: ଆଜିଠୁ ଆରମ୍ଭ ହୋଇଛି ଧର୍ମ ମାସ କାର୍ତ୍ତିକ । ଏଥିପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ପୁରୀରେ ହବିଷିଆଳିଙ୍କ ଭିଡ଼ । ଶ୍ରୀକ୍ଷେତ୍ରରେ ମାସେ ଧରି ହବିଷିଆଳିମାନେ କାର୍ତ୍ତିକ ବ୍ରତ ପାଳନ କରିବେ । ସଂକଳ୍ପ କରି ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରିଛନ୍ତି। ତୁଳସୀ ଚଉରାମୂଳେ…

ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣା: ସମୀକ୍ଷା କଲେ ମୋହନ ସରକାର

ନୂଆଦିଲ୍ଲୀ : ନୂଆଦିଲ୍ଲୀ ଗସ୍ତ ସମୟରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ଓଡ଼ିଆ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ସମୀକ୍ଷା କରିଛନ୍ତି।ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା, ସୁସ୍ଥତା ଓ ଦିଲ୍ଲୀ ପୋଲିସ ଦ୍ୱାରା ଚାଲିଥିବା ତଦନ୍ତର ଅଗ୍ରଗତି ସମ୍ପର୍କରେ…

ସଂଶୋଧନ ହେବ ସୂଚନା ଅଧିକାର ଆଇନ : ଆଇନ ମନ୍ତ୍ରୀ

ଭୁବନେଶ୍ୱର:  ଗଣତାନ୍ତ୍ରିକ ବ୍ୟବସ୍ଥାକୁ ସୁସଂହତ କରିବାରେ ସୂଚନା ଅଧିକାର ଆଇନ ଏକ ବରଦାନ ସଦୃଶ ସାବ୍ୟସ୍ତ ହୋଇଛି ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ଓଡ଼ିଶା ସୂଚନା ଅଧିକାର ଅଭିଯାନ ପକ୍ଷରୁ ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ସୂଚନା ଅଧିକାର ଆଇନର ୧୯…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ଥାପିତ ହେବ ବରପୁତ୍ରଙ୍କର ପ୍ରତିମୂର୍ତ୍ତି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ…

ଛାତ୍ରଙ୍କଠୁ ନେତା ସଭିଏଁ ନବୀନଙ୍କୁ ଜଣାଉଛନ୍ତି ଜନ୍ମଦିନର ଶୁଭେଚ୍ଛା

ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷ ପୂର୍ଣ୍ଣ କରିଛନ୍ତି। ତାଙ୍କ ଜନ୍ମ ଦିନ ଅବସରରେ ଦଳୀୟ ନେତା ତଥା ସମାଜର ବିଭିନ୍ନ ବର୍ଗର ଲୋକ, ଛାତ୍ରଛାତ୍ରୀ ନବୀନ ନିବାସକୁ ଯାଇ ଜନ୍ମ ଦିନର ଶୁଭେଚ୍ଛା ଜଣାଇଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଦଳର…

ଆହୁରି ବଢିବ ପୁରୀ ସହରର ସୁରକ୍ଷା, ନିଆଗଲା ଏହି ପଦକ୍ଷେପ

ପୁରୀ: ପୁରୀ ସହରକୁ ହେବ ଅପରାଧ ମୁକ୍ତ । ସମଗ୍ର ସହରକୁ ଜଗିବ ୬୨୦ଟି ସିସିଟିଭି । ଏଥିପାଇଁ ‘ସିସିଟିଭି ଯୋଜନା’ କାର୍ଯ୍ୟକାରୀ ହେବ ବୋଲି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି । ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଅନୁମୋଦନ ପାଇଁ…

ବିଭୀଷଣ ସାଜିଥିଲେ ସାଂସଦ ପ୍ରାର୍ଥୀ !

ଭୁବନେଶ୍ବର: ପୂର୍ବତନ ବିଜେଡି ବିଧାୟିକା ଲତିକା ପ୍ରଧାନଙ୍କ ସାଂଘାତିକ ଅଭିଯୋଗ । ଦଳର ଆସିକା ସାଂସଦ ପ୍ରାର୍ଥୀ ରଞ୍ଜିତା ସାହୁ ସାଜିଥିଲେ ବିଭୀଷଣ ! ଦଳୀୟ ପ୍ରାର୍ଥୀଙ୍କୁ ହରାଇବାକୁ ବିଜେପି ସହ ମିଳାଇଥିଲେ ହାତ ! ବିଜେଡି ନେତ୍ରୀ ଲତିକା ପ୍ରଧାନଙ୍କର ଏଭଳି ବିସ୍ଫୋରକ ବୟାନକୁ ନେଇ ସରଗରମ…

ପୋଲିସ ଗାଡି ଭଙ୍ଗାରୁଜା, ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା-ରାମପୁର ଥାନା ଅଞ୍ଚଳରେ ଏବେ ମାତିଛନ୍ତି ଲୁଟେରା ଗ୍ୟାଙ୍ଗ । ତେବେ ଗତକାଲି ରାତିରେ ବିନିକା ଥାନା ଅନ୍ତର୍ଗତ ପାପୀ ଗ୍ରାମର ଆନନ୍ଦ ନଗର ଅଧିବାସୀ ଲୁଟେରା ଗ୍ୟାଙ୍ଗର ୩ ଜଣ ଯୁବକଙ୍କୁ କାବୁ କରି କ୍ଲବ ଘରେ ରଖିଥିଲେ l ଆଜି ସକାଳୁ କୌଣସି…