Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୋଲିସ ଗାଡି ଭଙ୍ଗାରୁଜା, ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଜିଲ୍ଲା ବିନିକା-ରାମପୁର ଥାନା ଅଞ୍ଚଳରେ ଏବେ ମାତିଛନ୍ତି ଲୁଟେରା ଗ୍ୟାଙ୍ଗ । ତେବେ ଗତକାଲି ରାତିରେ ବିନିକା ଥାନା ଅନ୍ତର୍ଗତ ପାପୀ ଗ୍ରାମର ଆନନ୍ଦ ନଗର ଅଧିବାସୀ ଲୁଟେରା ଗ୍ୟାଙ୍ଗର ୩ ଜଣ ଯୁବକଙ୍କୁ କାବୁ କରି କ୍ଲବ ଘରେ ରଖିଥିଲେ l ଆଜି ସକାଳୁ କୌଣସି…

ଭୁବନେଶ୍ୱରରେ ନକଲି କଲ୍ ସେଣ୍ଟର, ୫ ଅଟକ

ଭୁବନେଶ୍ୱର: ଟୁଇନ୍ ସିଟି କମିଶନରେଟ୍ ପୋଲିସ ବୁଧବାର ଦିନ ଭୁବନେଶ୍ୱରରେ ଚାଲୁଥିବା ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। ଏହି ଘଟଣାରେ ୫ ଜଣ ଅଟକ ରହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ସାଇବର ଅପରାଧ ପାଇଁ ବ୍ୟବହୃତ ଏହି ନକଲି କଲ ସେଣ୍ଟର ରାଜଧାନୀର ସୁନ୍ଦରପଦା ଅଞ୍ଚଳର ଏକ…

ଟ୍ରେନ ଧକ୍କାରେ ଆହତ ହାତୀଛୁଆ ନନ୍ଦନକାନନ ସ୍ଥାନାନ୍ତରିତ

ଭୁବନେଶ୍ୱର: ରାଉରକେଲା ବନ୍ଧମୁଣ୍ଡା ଅଞ୍ଚଳରେ ଟ୍ରେନ୍ ଦୁର୍ଘଟଣାରେ ଆହତ ହୋଇଥିବା ହାତୀ ଛୁଆକୁ ଚିକିତ୍ସା ପାଇଁ ବୁଧବାର ଦିନ ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ସ୍ଥାନାନ୍ତରିତ କରାଯାଇଛି। ଗୁରୁତର ଆହତ ହାତୀ ଛୁଆକୁ ଆଜି ସକାଳେ ଏକ ସ୍ୱତନ୍ତ୍ର ଟ୍ରକରେ ନନ୍ଦନକାନନକୁ ପଠାଯାଇଥିଲା। ତେବେ…

ସରପଞ୍ଚଙ୍କ ଘର ଉପରକୁ ୨ଟି ବୋମା ପକାଇଲେ ଦୁର୍ବୁତ୍ତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଗୋଷାଣୀ ନୂଆଗାଁ ଥାନା ଅନ୍ତର୍ଗତ ଫୁଲଟା ଗାଁର ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼ । କିଛି ଦୁର୍ବୃତ୍ତ ଏହି ବୋମାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ତେବେ ବୋମାମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସରପଞ୍ଚଙ୍କକ ପରିବାର । ଖବର ମୁତାବକ, ମଙ୍ଗଳବାର…

ଡ୍ରାଇଭିଂ ଟେଷ୍ଟିଂ ବେଳେ ଆଉ ହେବନି ପକ୍ଷପାତ…

ଭୁବନେଶ୍ବର: ଏଣିକି ଡ୍ରାଇଭିଂ ଟେଷ୍ଟିଂ ବେଳେ ଜଗିବ ଆର୍ଟିଫିସିଆଲ ଇ​​‌ଣ୍ଟେଲିଜେନ୍ସ (ଏଆଇ) । ଗତବର୍ଷ ୬ଟି ସ୍ଥାନରେ ପରୀକ୍ଷାମୂଳକ ଭାବେ ଏହି ବ୍ୟବସ୍ଥାର ପ୍ରୟୋଗ କରାଯାଇଥିଲା ଯାହା ସଫଳ ହୋଇଛି । ଏହା ପରେ ଏବେ ପ୍ରାଥମିକ ପର୍ଯ୍ୟାୟରେ ୧୯ଟି ସ୍ଥାନରେ ଏଆଇ ଟେଷ୍ଟିଂ କରାଯିବା ପାଇଁ…

ସଙ୍ଘବଦ୍ଧ ଆକ୍ରମଣରେ ଛିଣ୍ଡିଲା ଯୁବକଙ୍କ ହାତ ପାପୁଲି

ବ୍ରହ୍ମପୁର: ଖଣ୍ଡା ଆକ୍ରମଣରେ ଛିଣ୍ଡିଲା ଯୁବକଙ୍କ ବାମ ହାତ ପାପୁଲି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବ୍ରହ୍ମପୁର ବଡ ବଜାର ଥାନା ଅଞ୍ଚଳରେ । ଆକ୍ରମଣର ଶିକାର ହୋଇଥିବା ଯୁବକ ଜଣକ ହେଲେ ଅଜିତ ନାୟକ । କୌଣସି କଥାକୁ ନେଇ ଅଜିତଙ୍କର ଯୁବକଙ୍କ ସହ ବଚସା ହୋଇଥିଲା । ଏହାପରେ ୫ ଜଣ…

ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ, ନଚେତ୍‌ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିରରେ ବ୍ୟବହାର ହେବ କେବଳ ଓମଫେଡ୍ ଘିଅ। ମହାପ୍ରସାଦ ପ୍ରସ୍ତୁତି ଓ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ହେବ। ଏନେଇ ନିଷ୍ପତ୍ତି ହୋଇଥିବା ବେଳେ ଓମଫେଡ୍ କୁ ମୁଖ୍ୟ ପ୍ରଶାସକ ଚିଠି ଲେଖିଥିବା ସୂଚନା ମିଳିଛି। ଅନ୍ୟ ଘିଅ ବ୍ୟବହାର କରାଗଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏଭଳି…

ଆଖି ବୁଜିଲା କଲରାପତରିଆ ବାଘ

ବରଗଡ଼: ବରଗଡ଼ ଜିଲ୍ଲା ବାରପାହାଡ଼ ଜଙ୍ଗଲରେ ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି। ଡୁଙ୍ଗୁରୀ ଜଙ୍ଗଲ ଅନ୍ତର୍ଗତ ଆମ୍ବାଭୋନା ବ୍ଲକ ମୁଣ୍ଡକଟି ରାସ୍ତାରେ ବାଘଟିର ମୃତଦେହ ମିଲିଛି। ବାଘର ମୃତଦେହକୁ ବନବିଭାଗ ଜବତ କରି ଭଟଲି ରେଞ୍ଜ ଅଫିସରେ ରଖାଯାଇଛି। ଏକ ଗାଡ଼ି ଧକ୍କାରେ ବାଘର ମୃତ୍ୟୁ…

ଶ୍ରୀଜୀଉଙ୍କ ବନକ ଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି। ଆଶ୍ବିନ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ…

୨୨ ରେ ପୁଣି ଲଘୁଚାପ, ବାତ୍ୟା ରୂପ ନେଇପାରେ

ଭୁବନେଶ୍ୱର: ରାଜ୍ୟକୁ ପୁଣି ଏକ ଲଘୁଚାପ ଆସୁଛି। ବଙ୍ଗୋପସାଗରରେ ହେବାକୁ ଥିବା ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇପାରେ। ପାଣିପାଗ ବିଶେଷଜ୍ଞ ଏଭଳି ପୂର୍ବାନୁମାନ କରୁଛନ୍ତି। ତେବେ ଏହି ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାରେ ପରି‌ଣତ ହୋଇପାରେ ବୋଲି ଜିଏସଫଏସ ମଡେଲ…