Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜାଣନ୍ତୁ କେବେ ଆରମ୍ଭ କରିବେ କାର୍ତ୍ତିକ ବ୍ରତ?

ପୁରୀ: ସବୁ ସମୟରେ ସାଧାରଣତଃ କୁମାର ପୂର୍ଣ୍ଣିମା ପରଦିନ ଠାରୁ କାର୍ତ୍ତିକ ବ୍ରତ ଆରମ୍ଭ ହୋଇଥାଏ । ତେବେ ଚଳିତବର୍ଷ କୁମାରପର୍ବ ପାଳନ ନେଇ ଦ୍ବନ୍ଦ୍ବ ଦେଖାଦେଇଛି । କାରଣ ଉଭୟ କ୍ୟାଲେଣ୍ଡର ଓ ପାଞ୍ଜିରେ ଲକ୍ଷ୍ମୀ ପୂଜା ଓ କୁମାର ଉତ୍ସବ ଗୋଟିଏ ଦିନ ତଥା ୧୬ ତାରିଖରେ ପଡୁଥିବା ଉଲ୍ଲେଖ ରହିଛି…

ହରିୟାଣା ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଅକ୍ଟୋବର ୧୬ ଅର୍ଥାତ୍ ଆସନ୍ତାକାଲି ରୁ ଦୁଇ ଦିନିଆ ହରିୟାଣା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୭ ତାରିଖରେ ଚଣ୍ଡିଗଡ ଠାରେ ହରିୟାଣାର ନବନିର୍ବାଚିତ ସରକାରଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଏହା ସହିତ ସେହି ଦିନ ଚଣ୍ଡିଗଡ଼ ଠାରେ ଏନଡିଏ…

ଅକ୍ଟୋବର ୧୮ରୁ ଏହି ସ୍ଥାନରେ ହେବ ଅଗ୍ନିପଥ ନିଯୁକ୍ତି ରାଲି

ପୁରୀ: ଅକ୍ଟୋବର ୧୮ରୁ ୨୬ ପର୍ଯ୍ୟନ୍ତ ପୁରୀରେ ଭାରତୀୟ ସୈନ୍ୟବାହିନୀ ପକ୍ଷରୁ ଅଗ୍ନିପଥ ଯୋଜନା ଅଧୀନରେ ନିଯୁକ୍ତି ରାଲି କରାଯିବ। ବିଜ୍ଞପ୍ତି ଅନୁଯାୟୀ, ଏହି ନିଯୁକ୍ତି ରାଲି ତାଳବଣିଆର ଜିଲ୍ଲା କ୍ରୀଡା କମ୍ପ୍ଲେକ୍ସ ଏବଂ ସହରର ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ସାଧାରଣ ପ୍ରବେଶିକା…

ଓପିଏସସି ପକ୍ଷରୁ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା

ଭୁବନେଶ୍ବର: ଓଡିଶା ଲୋକସେବା ଆୟୋଗ (ଓପିଏସସି) ୨୦୨୩ ପ୍ରିଲିମନାରୀ ପରୀକ୍ଷା ତାରିଖ ଘୋଷଣା କରିଛି । ଅକ୍ଟୋବର ୨୭ରୁ ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମନାରୀ ପରୀକ୍ଷା ଆରମ୍ଭ ହେବ । ପାଞ୍ଚଟି ଜୋନ୍ ଯଥା, ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର ଏବଂ ସମ୍ବଲପୁରରେ କରାଯିବ । ଓପିଏସସିର…

ବାଲିଯାତ୍ରା ପାଇଁ ପଞ୍ଜିକରଣ ଆରମ୍ଭ; ଜାଣନ୍ତୁ କେମିତି କରିବେ?

କଟକ: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ବାଲିଯାତ୍ରା । ଏନେଇ ପ୍ଲଟ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇଛି । ନଭେମ୍ବର ୧୫ ତାରିଖରୁ ବାଲିଯାତ୍ରା ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୫ ରୁ ଅର୍ଥାତ୍ ଆଜି ଠାରୁ ଆରମ୍ଭ ହୋଇଥିବା ପଞ୍ଜିକରଣ ପ୍ରକ୍ରିୟା ୨୫ ଯାଏଁ ଚାଲିବ । କଟକ ବାରବାଟୀ…

ଧାନ କିଣାବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଧାନ କିଣା ବେଳେ ସିଲ୍‌ ହେବ ପଡ଼ୋଶୀ ରାଜ୍ୟ ସୀମା । ବାହାର ରାଜ୍ୟର ଚାଷୀ ଓଡ଼ିଶାରେ ଧାନ ବିକ୍ରି କରିପାରିବେନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଖରିଫ୍‌ ଧାନ କିଣା ସଂକ୍ରାନ୍ତରେ ଆଜି ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏପରିକି କେବଳ ମଣ୍ଡିରେ…

ଗଞ୍ଜେଇ ଖୋଜୁ ଖୋଜୁ ମିଳିଲା ବିପୁଳ ମାତ୍ରାରେ ରୁପା

ସମ୍ବଲପୁର: ସମ୍ବଲପୁର ରେଙ୍ଗାଲୀ ଅଞ୍ଚଳରେ ଦେଢ଼ କ୍ୱିଣ୍ଟାଲରୁ ଅଧିକ ରୁପା ଜବତ । ଗଞ୍ଜେଇ ଚାଲାଣ ସନ୍ଦେହରେ ଅବକାରୀ ବିଭାଗ ଏକ କାର୍ ଭିତରୁ ଗଞ୍ଜେଇ ଖୋଜୁ ଖୋଜୁ ଏହି ରୁପା ଜବତ କରିଛି । ଏହି ରୁପା ଅଳଙ୍କାର ମହାରାଷ୍ଟ୍ରରୁ ଝାଡଖଣ୍ଡକୁ ଯାଉଥିବା ଜଣାପଡ଼ିଛି । ତେବେ ଗଞ୍ଜେଇ ଚାଲାଣ…

ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେପି

ଭୁବନେଶ୍ୱର: ଆଉ କିଛି ମାସ ପରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ । ଏନେଇ ଭାରତୀୟ ଜନତାପାର୍ଟି (ବିଜେପି) ଯୋଜନା ପ୍ରସ୍ତୁତ କରିଛି । ବିଜେପି ଏଥି ପାଇଁ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେପି । ଦିଲ୍ଲୀ ନିର୍ବାଚନ ଇନଚାର୍ଜ ଭାବେ…

ସରି ମମି…ପୁଅର ଶେଷ ଚିଠି

ଭୁବନେଶ୍ବର: ଦୂରେଇ ଗଲେ ପ୍ରେମିକା ! ସହିପାରିଲେନି ବିଚ୍ଛେଦ ! ପ୍ରେମରେ ବିଫଳ ହେବା ପରେ ହାରିଲେ ଜୀବନ । ଦଶହରାରେ ଭୁବନେଶ୍ବରରେ ଯେତେବେଳେ ସବୁଠି ଥିଲା ସେଲିବ୍ରେସନର ମାହୋଲ, ସେତେବେଳେ ଜୀବନର ଶେଷ ନିଷ୍ପତ୍ତି ନେଇ ସାରିଥିଲେ ଇଂଜିନିୟର ରୋନିତ ଜେନା । କିଛି ଦିନ ଧରି ଦୁଶ୍ଚିନ୍ତାରେ…

ହାତୀ ପଲକୁ ଟ୍ରେନ୍‌ ଧକ୍କା ଦେବା ଘଟଣା: ୨ଟି ହାତୀ ଗୁରୁତର

ରାଉରକେଲା: ହାତୀ ପଲକୁ ଟ୍ରେନ୍‌ ଧକ୍କା ଦେବା ଘଟଣା l ଟ୍ରେନ୍‌ ଧକ୍କାରେ ଆଉ ୨ଟି ହାତୀ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି l ତେବେ ଗୁରୁତର ହାତୀ ଦୁଇଟି ଜଙ୍ଗଲକୁ ଯାଇନପାରି ବନ୍ଧମୁଣ୍ଡାରେ ରହିଛନ୍ତି l ଆହତ ହାତୀ ଦ୍ବୟଙ୍କ ପାଖରେ ପହଞ୍ଚିବାକୁ ବନ ବିଭାଗର ଉଦ୍ୟମ ଜାରି ରହିଛି l…