Latest Odisha News

BREAKING NEWS

Browsing Category

ଓଡିଶା

Odisha

ବ୍ୟବସାୟୀଙ୍କୁ ଲୁଟ୍ ଘଟଣାରେ ବନ୍ଧା ହେଲେ ୪ ୱେବ୍ ପୋର୍ଟାଲ୍ ସାମ୍ବାଦିକ

ଭବାନୀପାଟଣା: ଓଡ଼ିଶା ପୋଲିସ ମଙ୍ଗଳବାର ଦିନ କଣ୍ଟାବାଞ୍ଜିରେ ଜଣେ ବ୍ୟବସାୟୀଙ୍କ ଠାରୁ ୨.୫୫ ଲକ୍ଷ ଟଙ୍କା ଲୁଟ୍ ଘଟଣାରେ ଚାରି ଜଣ ଅନଲାଇନ୍ ୱେବ୍ ପୋର୍ଟାଲ୍ ସାମ୍ବାଦିକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରିଛି। ଅକ୍ଟୋବର ୨ ତାରିଖ ଦିନ ବ୍ୟବସାୟୀଙ୍କଠାରୁ ଏହି ନଗଦ ଟଙ୍କା ଲୁଟ୍ ହୋଇଥିବା…

୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର: ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ୨୩ରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ ନିଜ ଜନ୍ମମାଟି ମୟୂରଭଞ୍ଜ ଜିଲ୍ଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା…

ମଦ ମାଫିଆଙ୍କ ଆକ୍ରମଣରେ କନଷ୍ଟେବଳ ଆହତ

ଗଞ୍ଜାମ: ଅବକାରୀ କନଷ୍ଟେବଳଙ୍କୁ ନିର୍ଧୂମ ପିଟିଲେ ମଦ ମାଫିଆ । ଏପରି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାରେ । ମାଫିଆଙ୍କ ଆକ୍ରମଣରେ ଅବକାରୀ କନଷ୍ଟେବଳ ସବ୍ୟସାଚୀ ମିଶ୍ର ଆହତ ହୋଇଛନ୍ତି । ତାଙ୍କ ଆଖି ପତ୍ତାରେ ଗଭୀର ଆଘାତ ଲାଗିଛି । ଖବର ମୁତାବକ, ଗତକାଲି ଭସାଣି ଉତ୍ସବ ପାଇଁ ବ୍ରହ୍ମପୁରରେ…

ପ୍ରସନ୍ନଙ୍କ ବିସ୍ଫୋରକ ବୟାନ, କହିଲେ ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଛି

ଭୁବନେଶ୍ୱର: ଅମର ଶତପଥୀଙ୍କ ପରେ ବିସ୍ଫୋରକ ବୟାନ ଦେଲେ ପ୍ରସନ୍ନ ପାଟ୍ଟଶାଣୀ l କହିଲେ ମୋର ବିଜେଡି ଛାଡିବାର ମୁଖ୍ୟ କାରଣ ପାଣ୍ଡିଆନ l ପାଣ୍ଡିଆନଙ୍କ ପାଇଁ ମୁଁ ବିଜେଡି ଛାଡ଼ିଛି l ଯେତେ ପର୍ଯ୍ୟନ୍ତ ଦଳରେ ପାଣ୍ଡିଆନ ଥିବେ, ସେ ପର୍ଯ୍ୟନ୍ତ ବିଜେଡି ଆସିବନି l ପାଣ୍ଡିଆନଙ୍କ ପାଇଁ…

ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ନିବେଶ ଟାଣିବାକୁ କରିବେ ରୋଡ୍ ଶୋ’

ଭୁବନେଶ୍ୱର: ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆସନ୍ତା ୧୮ ତାରିଖରୁ ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ଏହି ଗସ୍ତ ଅବସରରେ ନିବେଶକଙ୍କୁ ଭେଟି ନିବେଶ ସଂପର୍କରେ ଆଲୋଚନା କରିବେ। ଓଡ଼ିଶାକୁ ଅଧିକ ପୁଞ୍ଜିପତିଙ୍କୁ ଆକୃଷ୍ଟ କରିବା ସହ ନିବେଶ ଟାଣିବାକୁ…

ଆରମ୍ଭ ହୋଇଛି କାର୍ତ୍ତିକ ନୀତି, ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ କାର୍ତ୍ତିକ ନୀତି । ଗତକାଲି ଅର୍ଥାତ ଆଶ୍ୱିନ ମାସ ଶୁକ୍ଳପକ୍ଷ ଏକାଦଶୀଠାରୁ କାର୍ତ୍ତକ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କାର୍ତ୍ତିକ ନୀତି ଚାଲିବ । ଏହି ଏକ ମାସ ମହାପ୍ରଭୁଙ୍କ ସ୍ୱତନ୍ତ୍ର ବାଳ ଭୋଗ ହେବା ସହ…

ଟ୍ରେନ୍ ଚକା ତଳେ ଗଲା ଛୁଆ ହାତୀର ଜୀବନ

ରାଉରକେଲା: ହାତୀ ଘଉଡାଇବା ବେଳେ ଟ୍ରେନ୍ ଚକା ତଳେ ଗଲା ଛୁଆ ହାତୀର ଜୀବନ। ରାଉରକେଲା ବନ୍ଧମୁଣ୍ଡା ଆର୍ କେବିନ୍ ନିକଟରେ ଏହି ଅଘଟଣ ଘଟିଛି। ଗୋଟିଏ ଛୁଆ ହାତୀର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଏକ ହାତୀ ଆହତ ହୋଇଛି । ଖବରପାଇ ରାଉରକେଲା ବନ ଵିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି…

ଜିନ୍ଦଲ ଷ୍ଟିଲ ପ୍ଲାଣ୍ଟରେ ବଡ଼ଧରଣର ବିସ୍ଫୋରଣ

ଅନୁଗୋଳ: ଅନୁଗୋଳ ନିଶା ଶିଳ୍ପାଞ୍ଚଳଠାରେ ଥିବା ଜିନ୍ଦଲ ଷ୍ଟିଲ ଆଣ୍ଡ ପାଓ୍ବାରରେ ବଡଧରଣର ବିସ୍ଫୋରଣ ଘଟିଛି । ପ୍ଲାଣ୍ଟର ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କାବୁ କରିବାକୁ ଚେଷ୍ଟା କରୁଛନ୍ତି । ଏହି…

ଅଶାଳୀନ ମନ୍ତବ୍ୟ ଦେଇ ଗିରଫ ହେଲେ ୟୁ ଟ୍ୟୁବର

ଭୁବନେଶ୍ବର: ଅପଶବ୍ଦ ବ୍ୟବହାର କରି ବନ୍ଧାହେଲେ ୟୁ ଟ୍ୟୁବର । ଏଭଳି ଘଟଣା ସାମ୍ନାକୁ ଆସିଛି ବାଲେଶ୍ୱରରେ । କ୍ୟାପିଟାଲ ଥାନାରେ ଅଭିଯୋଗ ପରେ ବାଲେଶ୍ବରରୁ ୟୁ ଟ୍ୟୁବରଙ୍କୁ ଗିରଫ କରିଛି କମିଶନରଟ୍ ପୋଲିସର ସାଇବର ଥାନା ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ୟୁ ଟ୍ୟୁବର ଶଙ୍କର ଓମ୍‌ ସରଣ ଓରଫ…

‘ଖୁବଶୀଘ୍ର ଡିଜିଟାଲ୍ ପ୍ଲାଟଫର୍ମରେ ସଠିକ୍ ଓଡ଼ିଆ ଭାଷା ବ୍ୟବହାର ହେବ’

ଭୁବନେଶ୍ୱର: ବିଭିନ୍ନ ସର୍ଚ୍ଚ ଇଂଜିନ ଏବଂ ସାମାଜିକ ଗଣମାଧ୍ୟମରେ ଓଡ଼ିଆ ଭାଷାରେ ସଠିକ ଏବଂ ନିର୍ଭୁଲ ତଥ୍ୟ ପାଇପାରିବା ସମ୍ଭବପର ହୋଇପାରୁନାହିଁ, ଯାହା ଫଳରେ ଡିଜିଟାଲ ପ୍ଲାଟଫର୍ମମାନଙ୍କରେ ଓଡ଼ିଆ ୟୁଜର୍ସମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହି ସମସ୍ୟାର ସମାଧାନ ତଥା ଡିଜିଟାଲ୍…